ଯେଉଁମାନେ ସମାନଙ୍କେୁ ପାଇଲେ, ସମାନଙ୍କେୁ ଗ୍ରାସ କରିଅଛନ୍ତି। ସମାନଙ୍କେର ଶତ୍ରୁମାନେ କହିଲେ, 'ଆମ୍ଭମାନେେ କୌଣସି ପାପ କରି ନାହୁଁ।' କାରଣ ସମାନେେ ସଦାପ୍ରଭୁଙ୍କର ବିରୁଦ୍ଧ ରେ ପାପ କରିଅଛନ୍ତି, ସମାନଙ୍କେର ଧାର୍ମିକ ବିଶ୍ରାମସ୍ଥଳ ଯେଉଁମାନଙ୍କ ଉପ ରେ ସମାନଙ୍କେର ପୂର୍ବପୁରୁଷଗଣ ନିର୍ଭର କରିଥିଲେ।
Cross references
ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ବାସ କରିଥିଲେ। ହଁ ସମାନେେ ତୁମ୍ଭକୁ ବିଶ୍ବାସ କରୁଥିଲେ। ହେ ପରମେଶ୍ବର, ତୁମ୍ଭେ ହିଁ ସମାନଙ୍କେୁ ଉଦ୍ଧାର କରିଅଛ।
ହେ ପରମେଶ୍ବର, ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭକୁ ସାହାୟ୍ଯ ପାଇଁ ଡାକିଲେ ଏବଂ ସମାନେେ ଶତ୍ରୁମାନଙ୍କ କବଳରୁ ରକ୍ଷା ପାଇଲେ। ସମାନେେ ତୁମ୍ଭଙ୍କୁ ବିଶ୍ବାସ କରିଥିବାରୁ ସମାନେେ ନିରାଶ ହେଲେ ନାହିଁ।
ସମାନେେ ୟାକୁବଙ୍କ ପରିବାରକୁ ଧ୍ବଂସ କରି ଅଛନ୍ତି। ଓ ସମାନେେ ତା'ର ଗୃହଭୂମିକୁ ଧ୍ବଂସ କରିଅଛନ୍ତି।
ହେ ପ୍ରଭୁ, ତୁମ୍ଭ ବଂଶାନୁକ୍ରମେ ଆମ୍ଭମାନଙ୍କର ବାସସ୍ଥାନ ହାଇେଅଛ।
ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।
ତା'ପ ରେ ସଦାପ୍ରଭୁ ଅରାମୀଯମାନଙ୍କୁ ପୂର୍ବଦିଗରୁ ଓ ପଲେଷ୍ଟୀୟମାନଙ୍କୁ ପଶ୍ଚିମଦିଗରୁ ଅଣାଇବେ। ସହେି ଶତ୍ରୁଗଣ ଏକତ୍ରୀତ ଇଶ୍ରାୟେଲ ବାହିନୀକୁ ପରାଜିତ କରିବେ। ତଥାପି ସଦାପ୍ରଭୁ ଇଶ୍ରାୟେଲ ଉପ ରେ କୋରଧିତ ହବେେ ଓ ତା'ର ଲୋକମାନଙ୍କୁ ଦଣ୍ଡ ଦବୋକୁ ପ୍ରସ୍ତୁତ ରହିବେ।
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।
ହେ କ୍ଷେତ୍ରସ୍ଥ ସମସ୍ତ ପଶୁ ଓ ବନସ୍ତ ପଶୁଗଣ ତୁମ୍ଭମାନେେ ଆସ ଓ ଭକ୍ଷଣ କର।
ସଦାପ୍ରଭୁଙ୍କ ଦୃଷ୍ଟି ରେ ଇଶ୍ରାୟେଲର ଲୋକମାନେ ପବିତ୍ର। ସମାନେେ ସଦାପ୍ରଭୁଙ୍କର ପ୍ରଥମ ସଂଗୃହିତ ଫଳ। ଯେଉଁମାନେ ସମାନଙ୍କେୁ ଗ୍ରାସ କରନ୍ତି ସମାନେେ ଦୋଷୀ ଗଣାଯିବେ ଓ ସମାନଙ୍କେ ପ୍ରତି ଅମଙ୍ଗଳ ଘଟିବ।' ଏହା ସଦାପ୍ରଭୁ କହନ୍ତି
ଆମ୍ଭେ ସଦାପ୍ରଭୁ, ଆପଣା ଗୃହ ପରିତ୍ଯାଗ କରିଅଛୁ। ଆମ୍ଭେ ନିଜର ଅଧିକାର ଛାଡ଼ି ଦଇେଅଛୁ। ଆମ୍ଭେ ଆପଣା ପ୍ରାଣର ପ୍ରିଯତମା ଯିହୁଦାକୁ ଶତ୍ରୁମାନଙ୍କ ହସ୍ତ ରେ ସମର୍ପି ଦଇେଅଛୁ।
ହେ ପରମେଶ୍ବର, ତୁମ୍ଭେ ଇଶ୍ରାୟେଲର ଆଶା ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା! ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧିଅରେ ପ୍ରବାସୀ ତୁଲ୍ଯ ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ଯ ହେଉଅଛି।
ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହନ୍ତି, ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବରୁ ମୁକ୍ତ କରିବା। ଯିହୁଦା ଦେଶ ରେ ଓ ତାହାର ନଗର ସକଳ ରେ ସମାନେେ ପୁନର୍ବାର ଏହା ବ୍ଯବହାର କରିବେ। ' ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।
ସହେି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ୟିରୁଶାଲମ ନିରାପଦ ରେ ବାସ କରିବ। ଆଉ 'ସଦାପ୍ରଭୁ ଆମ୍ଭମାନଙ୍କର ପରିଚାଳକ ହବେେ, ସଦାପ୍ରଭୁ ଆମ୍ଭର ନ୍ଯାଯବାନ।'