ତୁମ୍ଭମାନେେ ବାବିଲରୁ ପଳାଅ ଓ କଲଦୀଯମାନଙ୍କ ଦେଶ ମଧ୍ଯରୁ ବାହାରି ୟାଅ। ଆଉ ପଲର ଅଗ୍ରଗାମୀ ଛାଗ ସ୍ବରୂପ ହୁଅ।
Cross references
ତହୁଁ ମାଶାେ ମଣ୍ତଳୀକି କହିଲେ, ବିନଯ କରୁଅଛ ତୁମ୍ଭମାନେେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣୀରୁ ଉଠିୟାଅ ଏବଂ ସମାନଙ୍କେର କିଛି ମାତ୍ର ସ୍ପର୍ଶ କରନାହିଁ। ନଚେତ୍ ତୁମ୍ଭମାନେେ ସମାନଙ୍କେ ପାପ ଲାଗି ବିନଷ୍ଟ ହବେ।
ୟୁଦ୍ଧାଶ୍ବ, ଛାଗ ଓ ରାଜା ଯାହା ବିରୁଦ୍ଧ ରେ କହେି ଉେଠ ନାହିଁ।
ହେ ମାରେ ସନ୍ତାନଗଣ, ତୁମ୍ଭମାନେେ ବାବିଲରୁ ବାହାରି ୟାଅ, କଲଦୀଯମାନଙ୍କ ମଧ୍ଯରୁ ପଳାଯନ କର ; ତୁମ୍ଭମାନେେ ଆନନ୍ଦ ଧ୍ବନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହା ବିଖ୍ଯାତ କର ; ତୁମ୍ଭମାନେେ କୁହ, ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।
ହେ ସିୟୋନ, ଉଠ, ଜାଗ, ଆପଣା ବଳ ପରିଧାନ କର। ହେ ପବିତ୍ର ନଗରୀ, ୟିରୁଶାଲମ ! ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର। କାରଣ ଏହି ସମୟ ମଧିଅରେ ତୁମ୍ଭ ମଧ୍ଯକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।
ବାବିଲରୁ ପଳାଯନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମ ରେ ଉଚ୍ଛନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନବୋର ସମୟ ଓ ସେ ସମାନଙ୍କେୁ ତା'ର ପ୍ରତିଫଳ ଦବେେ।
ହେ ଆମ୍ଭର ଲୋକମାନେ, ତୁମ୍ଭମାନେେ ବାବିଲରୁ ପଳାଇ ୟାଅ। ପ୍ରେତ୍ୟକକ ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧରୁ ନିଜକୁ ରକ୍ଷା କର।
ସଦାପ୍ରଭୁ କୁହନ୍ତି, ଉତ୍ତର ଦେଶରୁ ପଳାଯନ କର। ହଁ, ଏହା ସତ୍ଯ ଯେ, ଆମ୍ଭେ ତୁମ୍ଭର ଲୋକମାନଙ୍କୁ ଆକାଶର ଚତୁର୍ଦ୍ଦିଗ ବାଯୁ ତୁଲ୍ଯ ବିସ୍ତୃତ କରିଅଛୁ।
ସହେି ଦିନ ରେ, ଅନକେ ଦେଶର ଲୋକମାନେ ପରମେଶ୍ବରଙ୍କ ନିକଟକୁ ଆସିବେ। ସମାନେେ ଆମ୍ଭର ଲୋକ ହବେେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ବାସ କରିବା। ସେତବେେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମାେତେ ତୁମ୍ଭ ନିକଟକୁ ପ୍ ରରଣେ କରିଛନ୍ତି।
ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସମାନଙ୍କେଠାରୁ ନିଜକୁ ଅଲଗା କରି ରଖ, ଯାହା ଅରୁଦ୍ଧ, ତାହାକୁ ଛୁଅଁ ନାହିଁ, ତା' ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି। ୟିଶାଇୟ 52 :11
ତା'ପରେ ମୁଁ ସ୍ବର୍ଗରୁ ଆଉ ଏକ ସ୍ବର ଶୁଣିଲି