Home Bibles ☰ Books ଯିରିମିୟ 51:16 · ଓଡ଼ିଆ ବାଇବେଲ
ଯିରିମିୟ 51:16 · ଓଡ଼ିଆ ବାଇବେଲ

ଯେତବେେଳେ ସେ ଭୟଙ୍କର ଶବ୍ଦ କରନ୍ତି, ସେତବେେଳେ ଆକାଶର ଜଳରାଶି ଗର୍ଜନ କରନ୍ତି। ସେ ସମଗ୍ର ପୃଥିବୀ ଉପ ରେ ମେଘ ସୃଷ୍ଟି କରିଛନ୍ତି। ସେ ମେଘ ସହିତ ବିଜୁଳି ପଠାନ୍ତି ଓ ତାଙ୍କ ଭଣ୍ଡାର ଘରୁ ବାଯୁ ପ୍ରବାହ କରନ୍ତି।

Cross references

ଆଦି ପୁସ୍ତକ 8:1

ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।

ଯାତ୍ରା ପୁସ୍ତକ 10:13

ତେଣୁ ମାଶାେ ତାଙ୍କର ଆଶାବାଡିଟିକୁ ମିଶର ଭୂମିରେ ବିସ୍ତାର କଲେ ଏବଂ ଏହାପରେ ସଦାପ୍ରଭୁ ପୂର୍ବଦିଗରୁ ଖୁବ୍ ୟୋର ରେ ପବନ ବୁହାଇଲେ। ଏହି ପବନ ଦିନ ଏ ରାତି ତମାମ ଲାଗି ରହିଲା। ପ୍ରଭାତ ହବୋରୁ ସହେି ପବନ ଦ୍ବାରା ପଙ୍ଗପାଳ ଦ୍ବାରା ମିଶର ଭୂମି ପରିପୂର୍ଣ୍ଣ ହାଇଗେଲା।

ଯାତ୍ରା ପୁସ୍ତକ 10:19

ତେଣୁ ସଦାପ୍ରଭୁ ପବନର ଦିନ ପରିବର୍ତ୍ତନ କଲେ। ପଶ୍ଚିମ ଦିଗରୁ ପ୍ରଚଣ୍ଡ ବଗେ ରେ ପବନ ବହିଲା। ଏହି ପବନ ମିଶରରୁ ସମସ୍ତ ପଙ୍ଗପାଳଦଳକୁ ଉଡାଇ ନଇେ ଲୋହିତ ସୂଫ ସାଗର ରେ ପକାଇଲା। ଏପରିକି ଗୋଟିଏ ହେଲେ ପଙ୍ଗପାଳ ମିଶର ରେ ରହିଲେ ନାହିଁ।

ଯାତ୍ରା ପୁସ୍ତକ 14:21

ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।

ଆୟୁବ ପୁସ୍ତକ 36:26

ହଁ, ପରମେଶ୍ବର ମହାନ୍ ଅଟନ୍ତି। ଆମ୍ଭେ କିନ୍ତୁ ତାଙ୍କର ମହାନତାକୁ ବୁଝିପାରୁ ନାହୁଁ। ଏହା ଜାଣିବା ଅସମ୍ଭବ ପରମେଶ୍ବର କେତେ ବର୍ଷରୁ ଅଛନ୍ତି।

ଆୟୁବ ପୁସ୍ତକ 37:2

ସମସ୍ତେ ଶୁଣ ! ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ଭଳି ଶୁଣାୟାଏ। ସହେି ଘଡ଼ଘଡ଼ିର ଶବ୍ଦକୁ ଶୁଣ, ଯାହା ପରମେଶ୍ବରଙ୍କ ପାଟିରୁ ବାହା ରେ।

ଆୟୁବ ପୁସ୍ତକ 37:13

ଏହା ହୁଏତ ଲୋକଙ୍କୁ ଦଣ୍ଡ ଦବୋ ପାଇଁ ଅବା ଦେଶର ଉନ୍ନତି କରାଇବା ପାଇଁ ଅବା ପ୍ ରମେ ଦଖାଇବୋ ପାଇଁ ସେ ଏହା କରନ୍ତି।

ଆୟୁବ ପୁସ୍ତକ 38:22

ଆୟୁବ, ତୁମ୍ଭେ କବେେ ମାରେ ଭଣ୍ଡାର ଘରକୁ ୟାଇଛ କି, ଯେଉଁଠା ରେ କି ମୁଁ ବରଫ ଏବଂ କୁଆପଥର ରଖିଛି।

ଆୟୁବ ପୁସ୍ତକ 38:34

ଆୟୁବ, ତୁମ୍ଭେ ମେଘକୁ ନିର୍ଦ୍ଦେଶ ଦଇପୋରିବ, ସମାନେେ ବର୍ଷା ରେ ତୁମ୍ଭକୁ ଘାଡ଼ୋଇ ପାରିବେ ?

ଆୟୁବ ପୁସ୍ତକ 40:9

ତୁମ୍ଭର ବାହୁ କ'ଣ ପରମେଶ୍ବରଙ୍କ ବାହୁ ତୁଲ୍ଯ ? ତୁମ୍ଭର କ'ଣ ପରମେଶ୍ବରଙ୍କ ଭଳି କଣ୍ଠସ୍ବର ରହିଛି। ଯାହାକି ଘଡ଼ଘଡ଼ି ପରି ଗର୍ଜ୍ଜନ କରିପା ରେ।

ଗୀତସଂହିତା 18:13

ସଦାପ୍ରଭୁ ଆକାଶ ମଧ୍ଯରୁ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।

ଗୀତସଂହିତା 29:3

ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।

ଗୀତସଂହିତା 46:6

ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ।

ଗୀତସଂହିତା 68:33

ପରମେଶ୍ବରଙ୍କ ପାଇଁ ଗାଅ। ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି। ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ବରକୁ ଶୁଣ।

ଗୀତସଂହିତା 78:26

ପରମେଶ୍ବର ଆକାଶରେ ପୂର୍ବୀଯବାଯୁ ବହାଇଲେ ଓ ସେ ତାଙ୍କର ଶକ୍ତି ଦ୍ବାରା ଦକ୍ଷିଣବାଯୁ ଆଣିଲେ।

Interlinear

Choose Theme