Home Bibles ☰ Books ଯିରିମିୟ 51:26 · ଓଡ଼ିଆ ବାଇବେଲ
ଯିରିମିୟ 51:26 · ଓଡ଼ିଆ ବାଇବେଲ

ଲୋକମାନେ କଣ ପଥର କିଅବା ମୂଳଦୁଆ ସ୍ଥାପନ ପାଇଁ ତୁମ୍ଭଠାରୁ ପ୍ରସ୍ତର ନବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି ତୁମ୍ଭେ ଚିରକାଳ ଧ୍ବଂସସ୍ଥାନ ହାଇରହେିବ।

Cross references

ଯିଶାଇୟ 13:19

ବାବିଲୋନୀଯମାନେ ତାଙ୍କ ଦେଶପାଇଁ ଗର୍ବିତ ହୁଅନ୍ତି। କାରଣ ତାଙ୍କର ରାଜ୍ଯ ସବୁ ରାଜ୍ଯମାନଙ୍କ ମଧିଅରେ ଅଧିକ ସୌନ୍ଦର୍ୟ୍ଯଶାଳୀ।

ଯିଶାଇୟ 14:23

ସଦାପ୍ରଭୁ ସର୍ବଶକ୍ତିମାନ ପୁଣି କହିଲେ, ମୁଁ ମନୁଷ୍ଯର ବାସସ୍ଥଳୀ ବାବିଲକୁ ଝିଙ୍କ ପକ୍ଷୀର ବାସସ୍ଥଳୀ ଓ ଜଳାଶଯ ରେ ପରିଣତ କରିବି। ମୁଁ ସଂହାର ରୂପକ ଝାଡ଼ୁ ଧରି ତାକୁ ସମ୍ପୂର୍ଣ୍ଣ ସଫା କରି ଦବେି।'

ଯିଶାଇୟ 34:8

କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀଯ ପ୍ରତିଫଳର ବର୍ଷ।

ଯିରିମିୟ 25:12

ପୁଣି ସଦାପ୍ରଭୁ କହନ୍ତି, ସତୁରିବର୍ଷ ଅନ୍ତେ ଆମ୍ଭେ ବାବିଲ ରାଜାକୁ, ସହେି ଗୋଷ୍ଠୀକି ଓ କଲଦୀଯମାନଙ୍କ ଦେଶକୁ ସମାନଙ୍କେ ଅଧର୍ମ ସକାେଶ ଶାସ୍ତି ଦବୋ ଓ ତାହାକୁ ସଦାକାଳ ଧ୍ବଂସସ୍ଥାନ କରିବା।

ଯିରିମିୟ 50:12

କିନ୍ତୁ ତୁମ୍ଭମାନଙ୍କର ମାତା ଅତିଶଯ ଲଜ୍ଜିତା ହବେ, ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶ ହବେେ। ବାବିଲ ଗୋଷ୍ଠୀଗଣ ମଧିଅରେ ନ୍ଯୁନ ହବେ। ଆଉ ସେ ପ୍ରାନ୍ତର ଶୁଷ୍କସ୍ଥାନ ଓ ମରୁଭୂମି ହବେ।

ଯିରିମିୟ 50:40

ସଦାପ୍ରଭୁ କହନ୍ତି, ପରମେଶ୍ବର ସଦୋମ, ହ ମାରୋ ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ବଂସ କରିଥିଲେ, ସହେିପରି ବାବିଲ ଧ୍ବଂସ ପାଇବ। ସଠାେ ରେ କହେି ଲୋକ ବାସ କରିବେ ନାହିଁ କି ମନୁଷ୍ଯପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।

ଯିରିମିୟ 51:29

ସମଗ୍ର ବାବିଲ କମ୍ପିତ ଓ ବଦନୋଗ୍ରସ୍ତ ହେଉଅଛି। କାରଣ ତାକୁ ଧ୍ବସ୍ତ ବିଧ୍ବସ୍ତ ଓ ଜନଶୂନ୍ଯ କରିବାକୁ ତାହା ବିରୁଦ୍ଧ ରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।

ଯିରିମିୟ 51:37

ତା'ପ ରେ ବାବିଲ ଏକ ଧ୍ବଂସ ସ୍ତୁପ ରେ ପରିଣତ ହବେ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହବେ। ଲୋକମାନେ ଏହା ଦେଖି ଆତଙ୍କିତ ହବେେ ଏବଂ ଯେତବେେଳେ ସମାନେେ ଏହା ଦେଖିବେ 'ହିସ୍' ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହବେ।

ଯିରିମିୟ 51:43

ବାବିଲର ନଗରସବୁ ଧ୍ବଂସ ସ୍ଥାନ, ଶୁଷ୍କଭୂମି ଓ ପ୍ରାନ୍ତର ହବେ। ତା' ମଧିଅରେ କୌଣସି ଲୋକ ବାସ କରିବେ ନାହିଁ। କିଅବା ତା' ମଧ୍ଯଦଇେ କୌଣସି ମନୁଷ୍ଯ ସନ୍ତାନ ଗମନା ଗମନ କରିବେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:20

ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।

Interlinear

Choose Theme