ସମଗ୍ର ବାବିଲ ନଗର ଅଧିକୃତ ହାଇେଅଛି। ଏହି ସମ୍ବାଦ ଜଣେ ବାର୍ତ୍ତାବହ ଅନ୍ୟ ଜଣେ ବାର୍ତ୍ତାବହକୁ ଓ ଜଣେ ଦୂତ ଅନ୍ୟ ଜଣେ ଦୂତକୁ ତାହା ଜଣାଇବାକୁ ଦୌଡ଼ିବ।
Cross references
ସୈନ୍ଯମାନଙ୍କ ମଧ୍ଯରକ୍ସ୍ଟ ଜଣେ ବିନ୍ଯାମୀନିଯ ଲୋକ ୟକ୍ସ୍ଟଦ୍ଧଭୂମି ଛାଡି ଦଲୋ ଓ ସାରା ରାସ୍ତା ରେ ସିଯୋଲ ଆଡକକ୍ସ୍ଟ ଦୌଡିଲା। ତା'ର ବସ୍ତ୍ରଗକ୍ସ୍ଟଡିକ ଚିରିଗଲା ଏବଂ ତା'ର ମସ୍ତକରେ ମାଟି ଥିଲା। ସହେିଦିନ ସେ ସିଯୋଲ ରେ ପହଞ୍ଚିଲା
ଏହାପରେ ସାଦୋକର ପକ୍ସ୍ଟତ୍ର ଅହୀମାସ ଯୋୟାବଙ୍କକ୍ସ୍ଟ କହିଲା, ମୁ ଧାଇଁବି ଏବଂ ରାଜାଙ୍କକ୍ସ୍ଟ କହିବି ଯେ, ସଦାପ୍ରଭୁ ତାଙ୍କର ଶତୃମାନଙ୍କୁ ଧ୍ବଂସ କରିଛନ୍ତି।
ତେଣୁ ବାର୍ତ୍ତାବାହକମାନେ ରାଜାଙ୍କର ପତ୍ର ନଇେ ଇଶ୍ରାୟେଲ ଓ ଯିହୁଦାର ସମସ୍ତ ଅଞ୍ଚଳକୁ ଗଲେ। ସହେି ପତ୍ର ରେ ଏହିପରି ଲଖାେଥିଲା।
ସମସ୍ତ ୟିହୁଦୀଯ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ବଂସ କରିବା ପାଇଁ ଏବଂ ସମାନଙ୍କେର ଦ୍ରବ୍ଯଗୁଡିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ବାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନ ରେ କରାୟିବାର ଥିଲା, ତାହା ଦ୍ବାଦଶ ମାସର ତ୍ରଯୋଦଶ ଦିନ ଯାହା ଅଦର ମାସ କୁହାୟାଏ।
ସେ ରାଜା ଅକ୍ଷଶ୍ବରେଶ ନାମ ରେ ଲେଖି ଓ ରାଜାଙ୍କ ଅଙ୍ଗୁରୀଯ ରେ ମାହେରାଙ୍କିତ କରି ଅଶ୍ବାଶାଳା-ଜାତ ରାଜକୀଯ ଅଶ୍ବବାହାରୂଢ ଦ୍ରୁତଗାମୀ ଦୂତଗଣ ହସ୍ତ ରେ ପତ୍ର ପଠାଇଲା।
ତହିଁରେ ଦ୍ରୁତଗାମୀ ରାଜକୀଯ ଅଶ୍ବାରୁଢ ଦୂତମାନେ ରାଜାଙ୍କ ଆଜ୍ଞା ରେ ଶିଘ୍ର ଗ୍ଭଲିଗଲେ, ଏବଂ ଏହା ଶ୍ବଶନ ରାଜଧାନୀ ରେ ସହେି ଆଜ୍ଞା ପ୍ରକାଶିତ ହେଲା।
ମାରେ ଦିନ ସବୁ ଶୀଘ୍ର ଗଡ଼ି ଚାଲିଛି ଜଣେ ଦୌଡ଼ାଳି ଭଳି। ମାରେ ଦିନ ସବୁ ଗଡ଼ି ଚାଲିଛି। ମାେ ଜୀବନ ରେ କୌଣସି ସୁଖ ନାହିଁ।
ସହେି ଭୟଙ୍କର ଦୃଶ୍ଯ ଦେଖି ମାରେ ପଟେ ୟନ୍ତ୍ରଣା ରେ ପରିପୂର୍ଣ୍ଣ ହାଇେଅଛି। ସହେି ୟନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ମାେତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହାଇେ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟ ରେ ଥରୁଅଛି।
ତେଣୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ ; ତୁମ୍ଭେ ଜାଣିବ ନାହିଁ ଏହା କେତବେେଳେ ଘଟିବ। ତୁମ୍ଭ ଉପ ରେ ବିପଦ ପଡ଼ିବ। ମାତ୍ର ତୁମ୍ଭେ ତାହା ଦୂର କରିପାରିବ ନାହିଁ। ତୁମ୍ଭେ ଏତେ ଶୀଘ୍ର ବିନାଶ ହବେ, ତାହା ତୁମ୍ଭେ ଜାଣିବ ନାହିଁ।
ବିନାଶ ପ ରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧିଅରେ ମାରେ ତମ୍ବୁ ଓ ନିମିଷକ ମଧିଅରେ ମାହେର ୟବନିକା ସବୁ ଧ୍ବଂସ ପାଇବ।
ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାଶ ବସାଇଥିଲୁ, ଏବଂ ଅଜାଣତ ରେ ତୁମ୍ଭେ ସହେି ଫାଶ ରେ ପଡ଼ିୟାଇଛ। ତୁମ୍ଭକୁ ଧରାଗଲା କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟୁଦ୍ଧ କରିଥିଲ
ଆଉ ବାବିଲର ରାଜା ସମାନଙ୍କେ ବିଷଯ ରେ ଶୁଣିଲେ ଓ ଭୟଭୀତ ହାଇପେଡ଼ିଲେ। ସେ ଏତେ ଦୁର୍ବଳ ହେଲେ ଯେ ତାଙ୍କର ହାତ ଚାଲିଲା ନାହିଁ ଓ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ଯ ବଦନୋ ଓ ୟନ୍ତ୍ରଣା ଅନୁଭବ କଲେ।
ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ୟିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପା ରେ ପାତ୍ରଗୁଡିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥି ରେ ସେ, ତାଙ୍କର ଅମାତ୍ଯଗଣ, ତାଙ୍କର ପତ୍ନିଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ।
ସହେି ରାତ୍ରି ରେ କଲଦୀଯମାନଙ୍କର ରାଜା ବଲେଶତ୍ସରଙ୍କୁ ବଧ କରାଗଲା।