Home Bibles ☰ Books ଯିରିମିୟ 51:38 · ଓଡ଼ିଆ ବାଇବେଲ
ଯିରିମିୟ 51:38 · ଓଡ଼ିଆ ବାଇବେଲ

ସମାନେେ ୟୁବା ସିଂହ ପରି ଗର୍ଜନ କରିବେ ଓ ସିଂହ ଛୁଆପରି ଘୋର ନାଦ କରିବେ।

Cross references

ବିଚାରକର୍ତାମାନଙ୍କ ବିବରଣ 16:20

ଏହାପରେ ଦଲୀଲା ଶାମ୍ଶାେନ୍ଙ୍କକ୍ସ୍ଟ କହିଲେ, ଶାମ୍ଶାେନ୍ ପଲେଷ୍ଟୀୟମାନେ ତକ୍ସ୍ଟମ୍ଭ ପାଇଁ ଆସିଛନ୍ତି। ସେ ଉଠିଲା ଏବଂ ଚିନ୍ତା କଲା, ମୁ ନିଜକକ୍ସ୍ଟ ମକ୍ସ୍ଟକ୍ତି କରିବି ଓ ପୂର୍ବଥର ପରି ତାଙ୍କ ପାଖରକ୍ସ୍ଟ ଖସି ପଳାଇବି। କିନ୍ତୁ ଶାମ୍ଶାେନ୍ ଜାଣି ନ ଥିଲେ ଯେ ସଦାପ୍ରଭୁ ତାଙ୍କ ନିକଟରକ୍ସ୍ଟ ଦୂ ରଇେ ୟାଇଥିଲେ।

ଆୟୁବ ପୁସ୍ତକ 4:10

ଦୁଷ୍ଟଲୋକ ସଂହ ଭଳି ଗର୍ଜନ କରି ଶୀଘ୍ର ବଢ଼ିୟାନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ନିରବ କରାଇ ଦିଅନ୍ତି ଓ ସମାନଙ୍କେର ଦାନ୍ତକୁ ଭାଙ୍ଗି ଦିଅନ୍ତି।

ଗୀତସଂହିତା 34:10

ଶକ୍ତିଶାଳୀ ଲୋକମାନେ ମଧ୍ଯ ଦୁର୍ବଳ ଓ ଭୋକିଲା ହବେେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ବରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସମାନଙ୍କେର ସବୁକିଛି ମଙ୍ଗଳ ଘଟିବ।

ଗୀତସଂହିତା 58:6

ହେ ପରମେଶ୍ବର, ସହେି ଲୋକମାନେ ସିଂହ ପରି। ତଣେୁ ହେ ପରମେଶ୍ବର, ସମାନଙ୍କେର ଦାନ୍ତସବୁ ଭାଙ୍ଗି ଦିଅ।

ଯିଶାଇୟ 35:9

ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦବୋକୁ ସଠାେ ରେ ନ ଥିବେ। ସମାନେେ ସଠାେ ରେ ଦଖାେଯିବେ ନାହିଁ। କବଳେ ମୁକ୍ତିପ୍ରାପ୍ତ ଲୋକମାନେ ତା'ଉପ ରେ ବିଚରଣ କରିବେ।

ଯିରିମିୟ 2:15

ୟୁବା ସିଂହାସନ ତାହା ଉପ ରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସମାନେେ ତାହାର ଦେଶସବୁ ଧ୍ବଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଛନ୍ତି ଓ ତାହାକୁ ଜନଶୂନ୍ଯ କରିଛନ୍ତି।

ନାହୂମ 2:11

ସହେି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସଠାେ ରେ ବାସ କରୁଥିଲେ। ସମାନଙ୍କେର ସିଂହ ଶାବକଗୁଡିକୁ ସଠାେ ରେ ଖାଉଥିଲେ ଏବଂ ଭୟଭୀତ ନଥିଲେ।

ଯିଖରିୟ 11:3

ମଷେପାଳକମାନଙ୍କର ବିଳାପ ଶୁଣ। କାରଣ ସମାନଙ୍କେର ଶକ୍ତିଶାଳୀ ନେତାମାନେ ଧ୍ବଂସ ହେଲେ। ୟୁବା ସିଂହମାନଙ୍କର ରବ ଶୁଣ। କାରଣ ଯିହୁଦାର ଗର୍ବ ଧ୍ବଂସ ହାଇେଛି।

Interlinear

Choose Theme