Home Bibles ☰ Books ଯିରିମିୟ 51:45 · ଓଡ଼ିଆ ବାଇବେଲ
ଯିରିମିୟ 51:45 · ଓଡ଼ିଆ ବାଇବେଲ

ହେ ଆମ୍ଭର ଲୋକମାନେ, ତୁମ୍ଭମାନେେ ବାବିଲରୁ ପଳାଇ ୟାଅ। ପ୍ରେତ୍ୟକକ ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧରୁ ନିଜକୁ ରକ୍ଷା କର।

Cross references

ଆଦି ପୁସ୍ତକ 19:12

ସହେି ଦୁଇ ଜଣ ଲୋଟକୁ କହିଲେ, ତୁମ୍ଭ ପରିବାରର ଅନ୍ୟ କୌଣସି ଲୋକ ଏହି ସହର ରେ ବାସ କରୁଛନ୍ତି କି? ତୁମ୍ଭର ଆଉ ପୁଅ, ଝିଅ, ଜ୍ବାଇଁ ଅଛନ୍ତି କି? ତବେେ ଶିଘ୍ର ଏ ସ୍ଥାନ ପରିତ୍ଯାଗ କରିବା ପାଇଁ ତାଙ୍କୁ କୁହନ୍ତୁ।

ଗଣନା ପୁସ୍ତକ 16:26

ତହୁଁ ମାଶାେ ମଣ୍ତଳୀକି କହିଲେ, ବିନଯ କରୁଅଛ ତୁମ୍ଭମାନେେ ଏହି ଦୁଷ୍ଟ ଲୋକମାନଙ୍କ ଛାଉଣୀରୁ ଉଠିୟାଅ ଏବଂ ସମାନଙ୍କେର କିଛି ମାତ୍ର ସ୍ପର୍ଶ କରନାହିଁ। ନଚେତ୍ ତୁମ୍ଭମାନେେ ସମାନଙ୍କେ ପାପ ଲାଗି ବିନଷ୍ଟ ହବେ।

ଯିଶାଇୟ 48:20

ହେ ମାରେ ସନ୍ତାନଗଣ, ତୁମ୍ଭମାନେେ ବାବିଲରୁ ବାହାରି ୟାଅ, କଲଦୀଯମାନଙ୍କ ମଧ୍ଯରୁ ପଳାଯନ କର ; ତୁମ୍ଭମାନେେ ଆନନ୍ଦ ଧ୍ବନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହା ବିଖ୍ଯାତ କର ; ତୁମ୍ଭମାନେେ କୁହ, ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।

ଯିରିମିୟ 50:8

ତୁମ୍ଭମାନେେ ବାବିଲରୁ ପଳାଅ ଓ କଲଦୀଯମାନଙ୍କ ଦେଶ ମଧ୍ଯରୁ ବାହାରି ୟାଅ। ଆଉ ପଲର ଅଗ୍ରଗାମୀ ଛାଗ ସ୍ବରୂପ ହୁଅ।

ଯିରିମିୟ 51:6

ବାବିଲରୁ ପଳାଯନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମ ରେ ଉଚ୍ଛନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନବୋର ସମୟ ଓ ସେ ସମାନଙ୍କେୁ ତା'ର ପ୍ରତିଫଳ ଦବେେ।

ଯିରିମିୟ 51:9

ଆମ୍ଭମାନେେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହାଇପୋରିଲା ନାହିଁ। ଆସ, ଆମ୍ଭମାନେେ ତାକୁ ପରିତ୍ଯାଗ କରି ଆପଣା ଆପଣା ଦେଶକୁ ଚାଲିୟିବା। ସ୍ବର୍ଗର ପରମେଶ୍ବର ତା'ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ।

ଯିରିମିୟ 51:50

ହେ ଖଡ୍ଗରୁ ବଞ୍ଚିତ ଲୋକମାନେ, ତୁମ୍ଭମାନେେ ଚାଲିୟାଅ, ସ୍ଥିର ହାଇେ ଠିଆ ହୁଅ ନାହିଁ। ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ୟିରୁଶାଲମକୁ ମନେ ପକାଅ।

ଯିଖରିୟ 2:7

ବର୍ତ୍ତମାନ ବାବିଲ ରେ ବାସ କରୁଥିବା, ତୁମ୍ଭେ ସିୟୋନର ଲୋକମାନେ, ତୁମ୍ଭମାନଙ୍କର ମୁକ୍ତି ପାଇଁ ଦୌଡ଼ନ୍ତି। ସହେି ନଗରୀରୁ ଶୀଘ୍ର ଦୂରକୁ ଗ୍ଭଲିୟାଅ। ସର୍ବଶକ୍ତିମାନ ସଦାପ୍ରଭୁ ଏହାହିଁ କୁହନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:40

ପିତର ସମାନଙ୍କେୁ ଚତନୋ ଦଇେ କହିଲେ, ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:17

ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସମାନଙ୍କେଠାରୁ ନିଜକୁ ଅଲଗା କରି ରଖ, ଯାହା ଅରୁଦ୍ଧ, ତାହାକୁ ଛୁଅଁ ନାହିଁ, ତା' ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି। ୟିଶାଇୟ 52 :11

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:8

ତା'ପରେ ଦ୍ବିତୀୟ ଦୂତ ଜଣକ, ପ୍ରଥମ ସ୍ବର୍ଗଦୂତଙ୍କୁ ଅନୁସରଣ କରି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦଖାଇେ ଭ୍ରଷ୍ଟାଚାର କାମ ଓ ପରମେଶ୍ବରଙ୍କ କୋର୍ଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହାଇଯୋଇଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:4

ତା'ପରେ ମୁଁ ସ୍ବର୍ଗରୁ ଆଉ ଏକ ସ୍ବର ଶୁଣିଲି

Interlinear

Choose Theme