ଆଉ ତୁମ୍ଭେ କହିବ, 'ଆମ୍ଭେ ବାବିଲ ଉପ ରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହବେ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ତୁଷ୍କର୍ମ କରିଅଛି।' ଯିରିମିୟଙ୍କ ବାର୍ତ୍ତା ଏହିଠା ରେ ସମାପ୍ତ।
Cross references
ଯଦି ମୁଁ କବେେ ବି ସହେିସବୁ ଭୁଲ୍ କାମ କରିଥାଏ, ତବେେ ମାେ ଜମି ରେ ଗହମ ଓ ୟଅ ବଦଳ ରେ କଣ୍ଟା ଓ ବାଳୁଙ୍ଗା ଉଠୁ। ଏବଂ ତା'ପରେ ଆୟୁବର କଥା ସମାପ୍ତ ହେଲା।
ୟିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶଷେ ହୁଏ।
ପରମେଶ୍ବର ମହାନ୍ ନେତାମାନଙ୍କୁ ପରାସ୍ତ କରନ୍ତି। ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।
ହେ ଯିରିମିୟ, ତୁମ୍ଭେ କଟି ଦେଶ ରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନଇେ ଫରାତ୍ ନଦୀ ନିକଟକୁ ୟାଇ ସଠାେସ୍ଥିତ ଏକ ପଥର ତଳ ରେ ଲୁଚାଇ ରଖ।
ହେ ଯିରିମିୟ, ତୁମ୍ଭେ ଲୋକମାନଙ୍କୁ ଏହି କଥା କହିବ। ସମାନେେ ଲକ୍ଷ୍ଯ କଲା ବେଳେ ସମାନଙ୍କେର ସାକ୍ଷାତ ରେ ଏହି ପାତ୍ରକୁ ଭାଙ୍ଗିବ।
ପୁଣି ଇଶ୍ରାୟେଲର ପରମେଶ୍ବର, ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ' ହେ ଯିରିମିୟ, ତୁମ୍ଭେ ସମାନଙ୍କେୁ କହିବ, ତୁମ୍ଭମାନେେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ଖଡ୍ଗ ପଠାଇବା, ତେଣୁ ତୁମ୍ଭମାନେେ ପତିତ ହାଇେ ଆଉ ଉଠ ନାହିଁ।'
ବାବିଲ ଉପ ରେ ସମୁଦ୍ର ମାଡ଼ି ଆସିବ ଓ ତାହାର ଢ଼େଉସବୁ ଗର୍ଜନ କରି ତାକୁ ଆଚ୍ଛାଦିତ କରିବ।
ପୁଣି ସୈନ୍ଯାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହବେ ଓ ତାହାର ଉଚ୍ଚ ଦ୍ବାରସବୁ ଅଗ୍ନି ରେ ଦଗ୍ଧ ହବେ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଲାନ୍ତ ହବେେ। ମାତ୍ର ତାହା କିଛି ସାହାୟ୍ଯ କରିବ ନାହିଁ। ସମାନେେ ସହେି ଅଗ୍ନି ଶିଖା ରେ ଜାଳଣେି ସ୍ବରୂପ ଦଗ୍ଧ ହବେେ।
କିନ୍ତୁ, ସେ ତାଙ୍କର ଶତୃମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ଯାଜଳ ପରି ସମାନେେ ଧୋଇ ହାଇଯେିବେ। ସେ ଅନ୍ଧକାର ରେ ଶତୃମାନଙ୍କୁ ଗୋଡ଼ାଇବେ।
ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।
ତା'ପରେ ଦ୍ବିତୀୟ ଦୂତ ଜଣକ, ପ୍ରଥମ ସ୍ବର୍ଗଦୂତଙ୍କୁ ଅନୁସରଣ କରି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦଖାଇେ ଭ୍ରଷ୍ଟାଚାର କାମ ଓ ପରମେଶ୍ବରଙ୍କ କୋର୍ଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହାଇଯୋଇଛି।
ସେ ଦୂତ ବହୁତ ଉଚ୍ଚ ସ୍ବର ରେ ପାଟିକରି କହିଲେ :
ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :