Home Bibles ଯିରିମିୟ 52:2 · ଓଡ଼ିଆ ବାଇବେଲ
ଯିରିମିୟ 52:2 · ଓଡ଼ିଆ ବାଇବେଲ

ସିଦିକିଯ ଯିହାୟୋଦାରକୀମଙ୍କ ଦୁଷ୍କର୍ମ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ ନାନା କୁକର୍ମ କଲା।

Cross references

ପ୍ରଥମ ରାଜାବଳୀ 14:22

ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ଦୃଷ୍ଟି ରେ ପାପ କର୍ମ ରେ ଲିପ୍ତ ରହିଲେ। ସମାନେେ ସମାନଙ୍କେର ପୂର୍ବପୁରୁଷମାନଙ୍କ ଅପେକ୍ଷା ଅଧିକ ପାପକାର୍ୟ୍ଯ କରି ସଦାପ୍ରଭୁଙ୍କୁ କୋପାନ୍ବିତ କରାଇଲେ।

ଦିତୀୟ ରାଜାବଳୀ 24:19

ସିଦିକିଯ ଯିହାୟୋଦାରଖୀନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମମାନ କଲେ।

ଦିତୀୟ ବଂଶାବଳୀ 36:12

ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କର୍ମ କଲେ ନାହିଁ। ଭବିଷ୍ଯତ୍ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିଯ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।

ଯିରିମିୟ 26:21

ରାଜା ଯିହାୟୋକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିଯଙ୍କ ଭବିଷ୍ଯଦବାଣୀ ଶୁଣିଲେ। ତା'ପ ରେ ରାଜା ଯିହାୟୋକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିଯ ଭୟଭୀତ ହାଇେ ମିଶରକୁ ପଳାଇଲା।

ଯିରିମିୟ 36:21

ଏଣୁ ରାଜା ଯିହାୟୋଦାରକୀମ୍ ପୁସ୍ତକ ଆଣିବା ପାଇଁ ୟିହୁଦିକୁ ପଠାଇଲେ ଓ ସେ ଇଲୀଶାମା ଲେଖକର କୋଠରୀରୁ ତାହା ଆଣିଲେ। ତା'ପ ରେ ୟିହୁଦି ରାଜା ଓ ରାଜାଙ୍କ ଚାରି ପାଖ ରେ ଛିଡ଼ା ହାଇେଥିବା ବ୍ଯକ୍ତି ସମସ୍ତ ଅଧିପତିମାନଙ୍କ କର୍ଣ୍ଣଗୋଚର ରେ ତାହା ପାଠ କଲେ।

ଯିରିମିୟ 36:29

ପୁଣି ଯିହୁଦାର ରାଜା ୟିହୋଯାମୀମଙ୍କୁ ତୁମ୍ଭେ ଏହା କହିବ, 'ସଦାପ୍ରଭୁ ଏହା କହନ୍ତି, ବାବିଲର ରାଜା ନିଶ୍ଚଯ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ଯ ଓ ପଶୁଶୂନ୍ଯ କରିବ। ଏପରି କଥା ସେଥି ରେ ଅଛି ? ଏଥି ସକାେଶ ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।

ଯିହିଜିକଲ 17:16

ସଦାପ୍ରଭୁ ମାେତେ ପ୍ରଭୁ ଏହି କଥା କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ରାଜା ବାବିଲ ରେ ମୃତ୍ଯୁବରଣ କରିବ, ଯେ ହତେୁ ସେ ରାଜା ବିରୁଦ୍ଧ ରେ ବିଦ୍ରୋହ କଲା, ୟିଏ ତାକୁ ସିଂହାସନ ରେ ସ୍ଥାପନ କରିଥିଲେ, ସେ ତାଙ୍କ ସହିତ କରିଥିବା ପ୍ରତିଜ୍ଞା ଭଙ୍ଗ କଲେ।

ଯିହିଜିକଲ 21:25

ହେ ଦୁଷ୍ଟ ଇଶ୍ରାୟେଲୀୟ ରାଜପୁତ୍ର, ତୁମ୍ଭମାନଙ୍କୁ ହତ୍ଯା କରାୟିବ। ତୁମ୍ଭମାନଙ୍କର ଅନ୍ତିମ ସମୟ ଉପସ୍ଥିତ ହାଇେଅଛି।

Interlinear

Choose Theme