ଯିରିମିୟ 52:32 · ଓଡ଼ିଆ ବାଇବେଲ
ଆଉ ସେ ତାଙ୍କୁ ମଧୁର ବାକ୍ଯ କହିଲେ ଓ ତାଙ୍କୁ ବାବିଲର ଅନ୍ୟ ରାଜାମାନଙ୍କଠାରୁ ଅଧିକ ସମ୍ମାନଜନକ ସ୍ଥାନ ଦେଲେ।
Cross references
ହିତୋପଦେଶ 12:25
ମନୁଷ୍ଯର ମନୋବ୍ଯଥା ମନକୁ ନତ କରେ। ମାତ୍ର ମଙ୍ଗଳର ବାକ୍ଯ ତାହାର ହରଷ ଜନ୍ମାଏ।
ଯିରିମିୟ 27:6
ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମାରେ ଦାସ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଦଇେଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସବୋ କରିବାକୁ ଦଇେଅଛୁ।
ଦାନିଏଲ 2:37
ହେ ମହାରାଜ, ଆପଣ ଜଣେ ମହାନ୍ ରାଜା। ସ୍ବର୍ଗସ୍ଥ ପରମେଶ୍ବର ଆପଣଙ୍କୁ ରାଜ୍ଯ, ପରାକ୍ରମ, କ୍ଷମତା ଓ ମହିମା ଦଇେଅଛନ୍ତି।
ଦାନିଏଲ 5:18
ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ବର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ଯ, ମହିମା, ଗୌରବ ଓ ପ୍ରତାପ ଦେଲେ।