Home Bibles ଯିରିମିୟ 6:16 · ଓଡ଼ିଆ ବାଇବେଲ
ଯିରିମିୟ 6:16 · ଓଡ଼ିଆ ବାଇବେଲ

ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଛକସ୍ଥାନ ରେ ଛିଡ଼ା ହାଇେ ଦେଖ, ଆଉ ପୁରାତନ ପଥ ବିଷଯ ରେ ପ୍ରଚାର କରି କୁହ, ଉତ୍ତମ ପଥ କାହିଁ ? ଆଉ ସହେି ପଥରେ ଗମନ କର, ତାହା ହେଲେ ତୁମ୍ଭମାନେେ ନିଜ ନିଜ ପ୍ରାଣ ରେ ବିଶ୍ରାମ ପାଇବ। ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ସେ ପଥରେ ଗମନ କରିବୁ ନାହିଁ।'

Cross references

ଦିତୀୟ ବିବରଣ 32:7

ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହକ୍ସ୍ଟ ପୁରୁଷର ବର୍ଷ ବିବଚେନା କର। ତକ୍ସ୍ଟମ୍ଭ ପିତାଙ୍କୁ ପଗ୍ଭର, ସେ ତୁମ୍ଭକୁ ଜଣାଇବେ। ତୁମ୍ଭର ପ୍ରୀଚୀନମାନଙ୍କୁ ପଗ୍ଭର, ସମାନେେ ତୁମ୍ଭକୁ କହିବେ।

ବିଚାରକର୍ତାମାନଙ୍କ ବିବରଣ 2:17

କିନ୍ତୁ ଇଶ୍ରାୟେଲର ଲୋକମାନେ, ସମାନଙ୍କେର ବିଗ୍ଭର କର୍ତ୍ତାଗଣଙ୍କ କଥାକକ୍ସ୍ଟ ଶୁଣିଲେ ନାହିଁ। ମାତ୍ର ସମାନେେ ଅନ୍ୟ ଦବେତାଗଣଙ୍କ ପଛ ରେ ବେଶ୍ଯାପରି ଗଲେ ଓ ପ୍ରଣାମ କଲେ। ସମାନେେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ନାହିଁ, ଯେପରି ସମାନଙ୍କେର ପୂର୍ବପୁରୁଷମାନେ କରୁଥିଲେ, ତାହା ବଦଳ ରେ ସମାନେେ ସେ ପଥରକ୍ସ୍ଟ ଶୀଘ୍ର ବିମକ୍ସ୍ଟଖ ହେଲେ।

ଦିତୀୟ ବଂଶାବଳୀ 19:11

ଅମରିଯ ପ୍ରଧାନ ଯାଜକ ଅଟନ୍ତି। ସଦାପ୍ରଭୁଙ୍କ ସଂମ୍ପର୍କିତ ସମସ୍ତ ବିଷଯ ରେ ସେ ତୁମ୍ଭମାନଙ୍କର ମାଲିକ ହବେେ। ଆଉ ରାଜାଙ୍କ ସଂମ୍ପର୍କିତ ସମସ୍ତ ବିଷଯ ରେ ସବଦିଯ ତୁମ୍ଭମାନଙ୍କର ମାଲିକ ହବେେ। ସବଦିଯଙ୍କ ପିତାଙ୍କର ନାମ ଇଶ୍ମାଯଲେ ଅଟେ। ସବଦିଯ ଯିହୁଦା ଗୋଷ୍ଠୀର ଜଣେ ନେତା ଅଟନ୍ତି। ଆହୁରି ମଧ୍ଯ, ଲବେୀୟମାନେ ତୁମ୍ଭମାନଙ୍କୁ ସାହାୟ୍ଯ କରିବେ ଯାହା ତୁମ୍ଭର ଦରକାର। ତୁମ୍ଭମାନେେ ସମସ୍ତ କାର୍ୟ୍ଯ ସାହସର ସହିତ କର। ଯେଉଁମାନେ ଯଥାର୍ଥ କର୍ମ କରନ୍ତି, ସଦାପ୍ରଭୁ ସମାନଙ୍କେର ସହିତ ରହନ୍ତି।

ପରମଗୀତ 1:7

ହେ ମାରେ ପ୍ରାଣର ପ୍ରିଯତମ, ତୁମ୍ଭେ କେଉଁଠା ରେ ଆପଣା ଗୋରୁଗାଈ ଚରାଉ ଅଛ। ମଧ୍ଯାହ୍ନ ରେ କେଉଁଠା ରେ ଶଯନ କରାଉ ଅଛ, ତାହା ମାେତେ ଜଣାଅ। ତୁମ୍ଭ ସାଙ୍ଗ ଗହଣ ରେ ମୁଁ କାହିଁକି ଜଣେ ଓଢ଼ଣା ଦେଉଥିବା ସ୍ତ୍ରୀ ଲୋକପରି ହବେି ?

ଯିଶାଇୟ 2:5

ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।

ଯିଶାଇୟ 8:20

ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।

ଯିଶାଇୟ 28:12

ଅତୀତ ରେ ପରମେଶ୍ବର ସମାନଙ୍କେୁ କହିଥିଲେ ଏଠା ରେ ଏକ ବିଶ୍ରାମସ୍ଥଳ ଅଛି। ଏହି ଶାନ୍ତିମଯ ସ୍ଥାନ ରେ ଯେଉଁମାନେ ଆରାମ ଚାହୁଁଛ ଆସି ଆରାମ କର।'

ଯିଶାଇୟ 30:21

ପୁଣି ତୁମ୍ଭମାନେେ ଯଦି ଭୁଲ କର କିମ୍ବା ଭୁଲ ବାଟରେ ୟାଅ, ଦକ୍ଷିଣକୁ କିମ୍ବା ବାମ ରେ ଗଲା ବେଳେ ପଛରୁ ଏକ ସ୍ବର ଶୁଣିବ, ଏ ହେଉଛି ପଥ, ଏହି ପଥରେ ଗମନ କର।'

ଯିଶାଇୟ 46:9

ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ବର ଓ ଅଦ୍ବିତୀୟ, ଆମ୍ଭ ତୁଲ୍ଯ ଅନ୍ୟ କହେି ନାହିଁ।

ଯିଶାଇୟ 57:2

ମାତ୍ର ସମାନେେ ଶାନ୍ତି ରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠା ରେ ଚାଲନ୍ତି, ସମାନେେ ନିଜର ଶୟ୍ଯା ରେ ଶାନ୍ତି ରେ ବିଶ୍ରାମ କରିବେ।

ଯିରିମିୟ 2:25

ହେ ୟିହୁଦୀ, ତୁମ୍ଭେ ନିଶ୍ଚିତ ଯେ, ସେ ଦବଗେଣଙ୍କ ପଶ୍ଚାଦଗମନରୁ ନିବୃତ୍ତ ହବୋ ଉଚିତ୍ ଓ ସେ ଦବଗେଣଙ୍କ ନିମନ୍ତେ ନିଜର କଣ୍ଠ ଶୁଷ୍କ କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେ କହିଲ, 'ଆଉ ଦରକାର ନାହିଁ, କାରଣ ଆମ୍ଭେ ସହେି ବିଦେଶୀଯ ଦବଗେଣଙ୍କୁ ପୂଜା କରିଅଛୁ ଓ ସମାନଙ୍କେର ପଶ୍ଚାଦଗାମୀ ହବେୁ, ସମାନଙ୍କେୁ ଆମ୍ଭେ ଛାଡ଼ିବୁ ନାହିଁ।'

ଯିରିମିୟ 7:3

ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।

ଯିରିମିୟ 7:23

କବଳେ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, 'ତୁମ୍ଭମାନେେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ବର ହବୋ ଓ ତୁମ୍ଭମାନେେ ଆମ୍ଭର ଲୋକ ହବେ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭମାନେେ ସହେି ପଥରେ ଚାଲିଲେ ତୁମ୍ଭମାନଙ୍କର ମଙ୍ଗଳ ହବେ।'

ଯିରିମିୟ 7:24

ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସମାନେେ ସେଥିପ୍ରତି ଧ୍ଯାନ ଦେଲେ ନାହିଁ। ସମାନେେ ଅବାଧ୍ଯ ହାଇେ ନିଜ ନିଜ ମନ୍ତ୍ରଣା ରେ ଚାଳିତ ହେଲେ। ସମାନେେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।

ଯିରିମିୟ 18:12

ମାତ୍ର ଯିହୁଦାବାସୀ କହନ୍ତି, 'ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭମାନେେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭମାନେେ ପ୍ରେତ୍ୟକକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ଯତାନୁସା ରେ କର୍ମ କରି ଚାଲିବୁ।'

ଯିରିମିୟ 18:15

ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି ଅସାର ଦବଗେଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି। ଆଉ ସମାନେେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସମାନଙ୍କେୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି। ସମାନଙ୍କେ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି।

ଯିରିମିୟ 22:21

ଆମ୍ଭେ ତୁମ୍ଭର ସୌଭାଗ୍ଯ ସମୟରେ ତୁମ୍ଭକୁ କଥା କହିଲୁ ଓ ତୁମ୍ଭକୁ ସାବଧାନ କଲୁ। ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ। ଆମ୍ଭ ବାକ୍ଯ ପ୍ରତି ତୁମ୍ଭେ ବାଲ୍ଯାବସ୍ଥାରୁ ଅବଧାନ କରି ନାହଁ।

ଯିରିମିୟ 31:21

ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସହେି ପଥରେ ମନୋନିବେଶ କର। ହେ ଇଶ୍ରାୟେଲ କୁମାରୀ, ଫରେିଆସ, ତୁମ୍ଭର ନଗରଗୁଡ଼ିକୁ ଫରେିଆସ।

ଯିରିମିୟ 44:16

ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସହେି କଥା ଆମ୍ଭମାନେେ ଶୁଣିବୁ ନାହିଁ।

ମଲାଖୀ 4:4

ମାଶାଙ୍କେର ବ୍ଯବସ୍ଥାକୁ ମନେ ପକାଅ ଓ ପାଳନ କର। ସେ ଆମ୍ଭର ଅନୁଚର। ଆମ୍ଭେ ହାରବେ ପର୍ବତ ରେ ଏହି ବ୍ଯବସ୍ଥା ଓ ନିଯମମାନ ତାଙ୍କୁ ଦଇେଥିଲୁ। ସହେି ବ୍ଯବସ୍ଥା ଇଶ୍ରାୟେଲର ସମସ୍ତ ଲୋକଙ୍କ ପାଇଁ ଥିଲା।

ମାଥିଉଲିଖିତ ସୁସମାଚାର 11:28

ହେ କ୍ଲାନ୍ତ ଶ୍ରାନ୍ତ ଓ ଚିନ୍ତା ରେ ଭାରଗ୍ରସ୍ତ ଥିବା ଲୋକମାନେ! ମାେ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦବେି।

ମାଥିଉଲିଖିତ ସୁସମାଚାର 21:28

କୁହତ ଦେଖି, ତୁମ୍ଭେ ଏବିଷୟ ରେ କ'ଣ ଭାବୁଛ? ଜଣେ ଲୋକର ଦୁଇଟି ପୁଅ ଥିଲେ। ସେ ପ୍ରଥମ ପୁଅ ପାଖକୁ ଯାଇ କହିଲା, 'ପୁଅ ଆଜି ଯା ଓ ଅଙ୍ଗୁର ବଗିଚ଼ା ରେ କାମ କର।'

ଲୂକଲିଖିତ ସୁସମାଚାର 16:29

କିନ୍ତୁ ଅବ୍ରହାମ କହିଲେ, ' ସମାନଙ୍କେ ପାଖ ରେ ମାଶାଙ୍କେ ନିୟମ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଲଖାେ ସବୁ ପଢିବା ପାଇଁ ରହିଛି। ସମାନେେ ସେଥିରୁ ଶିକ୍ଷା ଲାଭ କରନ୍ତୁ।'

ଯୋହନଲିଖିତ ସୁସମାଚାର 5:39

ତୁମ୍ଭମାନେେ ଯତ୍ନ ସହକା ରେ ଧର୍ମ ଶାସ୍ତ୍ରଗୁଡିକ ଅଧ୍ଯୟନ କରୁଛ। କାରଣ ତୁମ୍ଭମାନେେ ବିଶ୍ବାସ କର ଯେ, ସହେି ଧର୍ମଶାସ୍ତ୍ର ଦ୍ବାରା ହିଁ ତୁମ୍ଭମାନେେ ଅନନ୍ତ ଜୀବନ ପାଇବ। ସହେି ଧର୍ମଶାସ୍ତ୍ରଗୁଡିକ ମାେ ବିଷୟ ରେ କହନ୍ତି।

ଯୋହନଲିଖିତ ସୁସମାଚାର 5:46

ଯଦି ପ୍ରକୃତ ରେ ତୁମ୍ଭମାନେେ ମାଶାଙ୍କେୁ ବିଶ୍ବାସ କରିଛ, ତବେେ ତୁମ୍ଭେ ମାେତେ ମଧ୍ଯ ବିଶ୍ବାସ କରିବ। କାରଣ ମାଶାେ ମାେ ବିଷୟ ରେ ଲେଖିଥିଲେ।

ଯୋହନଲିଖିତ ସୁସମାଚାର 12:35

ଯୀଶୁ କହିଲେ, ତୁମ୍ଭମାନଙ୍କ ପାଖ ରେ ଆଲୋକ ଆଉ ଅଳ୍ପ ସମୟ ପାଇଁ ରହିବ। ତେଣୁ ଆଲୋକ ତୁମ୍ଭ ପାଖ ରେ ଥିବା ପର୍ୟ୍ଯନ୍ତ ଚାଲ। ତବେେ ଅନ୍ଧକାର ତୁମ୍ଭକୁ ଧରି ପାରିବ ନାହିଁ। ଅନ୍ଧକାର ରେ ଚାଲୁଥିବା ବ୍ଯକ୍ତି କେଉଁଆଡେ ଯାଉଛି ଜାଣି ପା ରେ ନାହିଁ।

ଯୋହନଲିଖିତ ସୁସମାଚାର 13:17

ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:11

ସଠାେରେ ଲୋକମାନେ ଥସେଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସମାନେେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସମାନଙ୍କେର କଥା ସତ୍ଯ ନା ମିଥ୍ଯା, ଏହି କଥା ଜାଣିବା ପାଇଁ ସମାନେେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।

ରୋମୀୟଙ୍କ ପ୍ରତି ପତ୍ର 4:1

ତା' ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରାହାମଙ୍କ ବିଷୟ ରେ କ'ଣ କହି ପାରିବା?

ରୋମୀୟଙ୍କ ପ୍ରତି ପତ୍ର 4:12

ଅସୁନ୍ନତ ଲୋକଙ୍କର ପିତା ମଧ୍ଯ ଅବ୍ରାହାମ। ସୁନ୍ନତ ହାଇେଥିବା କାରଣରୁ ଅବ୍ରାହାମ ସମାନଙ୍କେର ପିତା ନୁହଁନ୍ତି। ସୁନ୍ନତ ହବୋ ପୂର୍ବରୁ ଅବ୍ରାହାମଙ୍କର ଯେଉଁ ବିଶ୍ବାସ ଥିଲା, ଯଦି ସମାନେେ ମଧ୍ଯ ସହେି ବିଶ୍ବାସ ଗ୍ରହଣ କରନ୍ତି, ତା' ହେଲେ ଅବ୍ରାହାମ ସମାନଙ୍କେର ପିତା।

କଲସୀୟଙ୍କ ପ୍ରତି ପତ୍ର 2:6

ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହାଇେ ତାହାଙ୍କୁ ଅନୁସରଣ କରିଚାଲ।

ଏବ୍ରୀ 6:12

ତୁମ୍ଭମାନେେ ଆଳସ୍ଯପରାୟଣ ନ ହାଇେ ଯେପରି ପରମେଶ୍ବରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହାଇେଥିବା ଲୋକମାନଙ୍କ ପରି ହୁଅ, ଏକଥା ଆମ୍ଭେ ଚାହୁଁ। ସମାନେେ ତାହାଙ୍କର ବିଶ୍ବାସ ଓ ର୍ଧୈୟ୍ଯ ହତେୁରୁ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।

ଏବ୍ରୀ 11:2

ପ୍ରାଚୀନ କାଳ ରେ, ଲୋକମାନଙ୍କର ଏହି ଭଳି ବିଶ୍ବାସ ଥିଲା ବୋଲି, ପରମେଶ୍ବର ସମାନଙ୍କେ ଉପରେ ପ୍ରସନ୍ନ ଥିଲେ।

Interlinear

Choose Theme