Home Bibles ☰ Books ଯିରିମିୟ 6:27 · ଓଡ଼ିଆ ବାଇବେଲ
ଯିରିମିୟ 6:27 · ଓଡ଼ିଆ ବାଇବେଲ

ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଜଣେ ପରୀକ୍ଷକ ଓ ନିର୍ମଳ ରୂପେ ନିୟୁକ୍ତ କରିଅଛୁ, ତୁମ୍ଭେ ଯେପରି ମାେ ଲୋକମାନଙ୍କୁ ପରୀକ୍ଷା କରି ସମାନଙ୍କେର ପଥ ଜ୍ଞାତ ହାଇପୋରିବ।

Cross references

ଯିରିମିୟ 1:18

କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ, ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧ ରେ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ବରୂପ କଲୁ।

ଯିରିମିୟ 9:7

ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନି ରେ ତରଳାଏ, ସହେିପରି ଆମ୍ଭେ ସମାନଙ୍କେୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହତେୁ ଆଉ ଆମ୍ଭେ କ'ଣ କରିପାରିବା ?

ଯିରିମିୟ 15:20

ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ବରୂପ କରିବା। ସମାନେେ ତୁମ୍ଭ ସହ ୟୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜଯ କରିପାରିବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ସାହାୟ୍ଯ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।

ଯିହିଜିକଲ 3:8

ମାତ୍ର ଆମ୍ଭେ ସମାନଙ୍କେ ମୁଖ ପରି ଓ କପାଳି ପରି ତୁମ୍ଭର ମୁଖ ଓ କପାଳକୁ ଦୃଢ଼ କରିଅଛୁ,

ଯିହିଜିକଲ 20:4

ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ସମାନଙ୍କେର ବିଚାର କରିବ ? ସମାନଙ୍କେର ପିତୃପୁରୁଷମାନଙ୍କର ଘୃଣା ଯୋଗ୍ଯ କ୍ରିଯାସବୁ ସମାନଙ୍କେୁ ଜ୍ଞାତ କରାଅ।

ଯିହିଜିକଲ 22:2

ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଏହି ରକ୍ତପାତ ନଗରୀର ବିଚାର କରିବ ? ତବେେ ତାହାର ଘୃଣା ଯୋଗ୍ଯ ସମସ୍ତ କ୍ରିଯା ଏହାକୁ ଜ୍ଞାତ କରାଅ।

Interlinear

Choose Theme