ସମାନେେ ଅତ୍ଯନ୍ତ ଅବାଧ୍ଯ, ଚାରିଆଡ଼େ ସମାନେେ ନିନ୍ଦାଗାନ କରନ୍ତି। ସମାନେେ ପିତ୍ତଳ ଓ ଲୁହାପରି, ସମାନେେ ସମସ୍ତେ ଦୁର୍ନୀତିଗ୍ରସ୍ତ ଭାବରେ କାମ କରନ୍ତି।
Cross references
ଯଦି କାନ୍ଥ ରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଚାଞ୍ଛିଲା ପରେ ଓ ନୂତନ ଲପନେ କଲାପରେ ଯବେେ ସହେି ଦାଗ ପୁନର୍ବାର କାନ୍ଥ ରେ ଫୁଟି ବାହା ରେ,
ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧିଅରେ ଏଣେ ତଣେେ ବୁଲିବ ନାହିଁ କିମ୍ବା ପ୍ରତିବେଶୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ୟ୍ଯ କରିବ ନାହିଁ। ଆମ୍ଭେ ସଦାପ୍ରଭୁ।
ଏକ ମୂର୍ଖ ଲୋକ ନିଜ ହୃଦଯରେ କ ହେ, ପରମେଶ୍ବର ନାହାଁନ୍ତି। ସହେି ମୂର୍ଖମାନେ ଭ୍ରଷ୍ଟ ଓ ସମାନେେ ଘୃଣା ୟୋଗ୍ଯ କାର୍ୟ୍ଯ କରନ୍ତି। ସମାନଙ୍କେ ମଧ୍ୟରେ ଉତ୍ତମ କାର୍ୟ୍ଯ କରିଥିବା ଲୋକ କହେି ନାହାଁନ୍ତି।
ତୁମ୍ଭେ ନିରବଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କୁହ, ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷଯରେ ନିନ୍ଦା କରୁଅଛ।
ଯେ ହିଂସା ଆଚରଣ କରେ, ତା'ର ଓଷ୍ଠାଧାର ମିଥ୍ଯାବାଦୀ, ପୁଣି ଯେ ଅପବାଦ ରଚନା କରେ ସେ ଅଜ୍ଞାନ।
ଇଶ୍ରାୟେଲ ଗୋଷ୍ଠୀ ପାପ ରେ ପରିପୂର୍ଣ୍ଣ। ସମାନେେ ଅଧର୍ମ ଓ ପାପ ରେ ଭାରାକ୍ରାନ୍ତ। ସମାନେେ ଏକ ଭ୍ରଷ୍ଟାଚାରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଛନ୍ତି। ସମାନେେ ଇଶ୍ରାୟେଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସମାନେେ ତାଙ୍କୁ ଜଣେ ଅଜଣାବ୍ଯକ୍ତି ପରି ବ୍ଯବହାର କରିଛନ୍ତି ଓ ଛାଡ଼ି ଚାଲିୟାଇଛନ୍ତି।
ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭମାନେେ ଯେଉଁ ପରମେଶ୍ବରଙ୍କର ବିରୁଦ୍ଧାଚରଣ କରି ତାଙ୍କ ପ୍ରତି ବିମୁଖ ହାଇେଅଛ, ତାଙ୍କ ନିକଟକୁ ଫରେିଆସ।
ମାତ୍ର ଯିହୁଦାର ଲୋକମାନେ ଅବାଧ୍ଯ ଓ ପ୍ରତିକୁଳାଚାରୀ। ସମାନେେ ସର୍ବଦା ଆମ୍ଭ ବିରୁଦ୍ଧ ରେ ଯୋଜନା କରିଛନ୍ତି ଓ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି।
ଲୋକେ ସମାନଙ୍କେୁ 'ପରିତ୍ଯକ୍ତା ରୂପା' ବୋଲି କହିବେ କାରଣ ସଦାପ୍ରଭୁ ସମାନଙ୍କେୁ ପରିତ୍ଯାଗ କରିଅଛନ୍ତି।
ତେଣୁ ତୁମ୍ଭେ ସମାନଙ୍କେୁ କହିବ, ସମାନେେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ବରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ବସନୀଯତା ଉଭଇେ ୟାଇଛି। ଏହା ସମାନଙ୍କେ ମୁଖରୁ ଅଦୃଶ୍ଯ ହାଇେ ୟାଇଛି।
ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।
ତୁମ୍ଭମାନେେ ପ୍ରେତ୍ୟକକ ପ୍ରତିବେଶୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ବାସ କର ନାହିଁ। କାରଣ ପ୍ରେତ୍ୟକକ ଭ୍ରାତା ପ୍ରତାରକ ଓ ପ୍ରେତ୍ୟକକ ପ୍ରତିବେଶୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।
ଯିରିମିୟଙ୍କ ଶତ୍ରୁଗଣ କହିଲେ, ଆସ ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ଯବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ଯଦ୍ ବକ୍ତା ନିକଟରୁ ବାକ୍ଯ ଲୁପ୍ତ ହବେ ନାହିଁ। ତେଣୁ ଆସ ଆମ୍ଭମାନେେ ତାଙ୍କୁ ପ୍ରବଞ୍ଚନା ଦ୍ବାରା ଧ୍ବଂସ କରିବା। ଆମ୍ଭମାନେେ ତାଙ୍କର କୌଣସି କଥା ଶୁଣିବା ନାହିଁ।