ମଷେପାଳକମାନେ ଆପଣା ଆପଣା ପଲ ସଙ୍ଗ ରେ ନଇେ ତାହା ପାଖକୁ ଆସିବେ, ସମାନେେ ତାହା ବିରୁଦ୍ଧ ରେ ଚତୁର୍ଦ୍ଦିଗ ରେ ନିଜ ନିଜ ତମ୍ବୁ ସ୍ଥାପନ କରିବେ। ପ୍ରେତ୍ୟକକ ନିଜ ନିଜ ସ୍ଥାନ ରେ ପଲ ଚରାଇବେ।
Cross references
ତେଣୁ ସଦାପ୍ରଭୁ ଯିହାୟୋଦାରକୀମ୍ଙ୍କ ବିରୁଦ୍ଧ ରେ କଲ୍ଦୀଯ ସୈନ୍ଯଦଳ, ଅରାମୀଯ ସୈନ୍ଯଦଳ, ମାୟୋବୀଯ ସୈନ୍ଯଦଳ ଓ ଅମ୍ମାନେ-ସନ୍ତାନ ମାନଙ୍କ ସୈନ୍ଯଦଳ ପ୍ ରରଣେ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ଯଦ୍ବକ୍ତାମାନଙ୍କ ଦ୍ବାରା ଯାହା କହିଥିଲେ, ସହେି ବାକ୍ଯାନୁସା ରେ ଯିହୁଦାକୁ ବିନାଶ କରିବା ପାଇଁ ତା' ବିରୁଦ୍ଧ ରେ ସମାନଙ୍କେୁ ପ୍ ରରଣେ କଲେ।
ସହେି ସମୟରେ ନବୂଖଦ୍ନିତ୍ସରଙ୍କ ଅଧିକାରୀମାନେ ୟିରୁଶାଲମ୍କୁ ଆସି ତାଙ୍କୁ ଅବରୋଧ କଲେ।
ଅନନ୍ତର ସିଦିକିଯଙ୍କ ରାଜତ୍ବର ନବମ ବର୍ଷ ରେ ଦଶମ ମାସର ଦଶମ ଦିନ ରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାଙ୍କର ସମସ୍ତ ସୈନ୍ଯ ୟିରୁଶାଲମ୍ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିଲେ ଏବଂ ୟିରୁଶାଲମକୁ ଅବରୋଧ କଲେ ଓ ତା'ର ଚାରିପାଖ ରେ ସୈନ୍ଯ କତ୍ତୃର୍କ ଅବରୋଧ ନିର୍ମାଣ କଲେ।
ତୁମ୍ଭମାନେେ ନାନାଦେଶୀଯମାନଙ୍କୁ ଜଣାଅ, ୟିରୁଶାଲମ ବିରୁଦ୍ଧ ରେ ଘାଷେଣା କର। ଦୂର ଦେଶରୁ ଶତ୍ରୁମାନେ ଆସୁଛନ୍ତି। ସମାନେେ ଯିହୁଦାର ନଗରଗୁଡ଼ିକ ବିରୁଦ୍ଧ ରେ ରଣହୁଙ୍କାର ଛାଡ଼ୁଛନ୍ତି।
ସମାନେେ ଶସ୍ଯକ୍ଷେତ୍ର ଜଗୁଆଳି ସଦୃଶ ୟିରୁଶାଲମକୁ ଚାରିଆଡ଼େ ଘରେି ରହିଛନ୍ତି। କାରଣ ସଦାପ୍ରଭୁ କହନ୍ତି, ସମାନେେ ଆମ୍ଭର ବିଦ୍ରୋହାଚାରିଣୀ ହାଇେଅଛନ୍ତି।
ଅନକେ ମଷେପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରି ଅଛନ୍ତି। ସମାନେେ ଆମ୍ଭର ଭୂମିକୁ ପଦଦଳିତ କରିଛନ୍ତି। ସମାନେେ ଆମ୍ଭର ମନୋରମ ଭୂମିକୁ ଧ୍ବଂସକରି ପ୍ରାନ୍ତର ରେ ପରିଣତ କରିଅଛନ୍ତି।
ଅନନ୍ତର ଯିହୁଦାର ରାଜା ସିଦିକିଯର ରାଜଜ୍ବର ନବମ ବର୍ଷର ଦଶମ ମାସ ରେ ବାବିଲର ରାଜା ନବୁଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ ୟିରୁଶାଲମର ବିରୁଦ୍ଧ ରେ ଆସି ତାହା ଅବରୋଧ କଲେ।
ହେ ଅଶୂରର ରାଜା, ତୁମ୍ଭର ମଷେପାଳକମାନେ ଶାଇେ ପଡିଲେ। ସହେି ଶକ୍ତିଶାଳୀ ଲୋକମାନେ ଶାଇେଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପ ରେ ବିଛଇେ ହାଇେ ୟାଇଛନ୍ତି। ସଠାେ ରେ ସମାନଙ୍କେୁ ଫରୋଇ ଆଣିବାକୁ କହେି ଲୋକ ନାହାଁନ୍ତି।
ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।