ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସମାନଙ୍କେ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସମାନଙ୍କେ ସାହାୟ୍ଯ ପାଇଁ ଆମ୍ଭକୁ ନିବଦନେ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ।
Cross references
ତେଣୁ ବର୍ତ୍ତମାନ ମାେତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସମାନଙ୍କେୁ ମାରେ କୋର୍ଧ ରେ ଧ୍ବଂସ କରିବି। ଏହାପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।
ଆମ୍ଭକକ୍ସ୍ଟ ଛାଡି ଦିଅ, ତହିଁରେ ଆମ୍ଭେ ସମାନଙ୍କେୁ ସଐୂର୍ଣ୍ଣ ଭାବେ ଧ୍ବଂସ କରିବା ଓ ଆକାଶ ମଣ୍ତଳ ତଳକ୍ସ୍ଟ ସମାନଙ୍କେ ନାମ ଲୋପ କରିବା। ମାତ୍ର ଆମ୍ଭେ ତକ୍ସ୍ଟମ୍ଭଠାରକ୍ସ୍ଟ ସମାନଙ୍କେ ଅପେକ୍ଷା ଅଧିକା ବଳବତୀ ଓ ଏକ ମହାନ ଗୋ୍ଠି ଉତ୍ପନ୍ନ କରିବା।'
ଯିହାୟୋଦାରଦାର ପକ୍ସ୍ଟତ୍ର ବନାଯ କରେଥୀଯ ଓ ପଲେଥୀଯମାନଙ୍କ ଦାଯିତ୍ବ ରେ ଥିଲେ। ଏବଂ ଦାଉଦଙ୍କର ପକ୍ସ୍ଟତ୍ରମାନେ ମହତ୍ବପୂର୍ଣ୍ଣ ନତେୃବର୍ଗ ଥିଲେ।
ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।
ତେଣୁ ପୃଥିବୀବାସୀ ଶୋକ କରିବେ ଓ ଉପରିସ୍ଥ ଆକାଶମଣ୍ଡଳ କୃଷ୍ଣବର୍ଣ୍ଣ ହବେ। କାରଣ ଆମ୍ଭେ ଏହା କହିଅଛୁ ଓ ଆମ୍ଭେ ଏହା ମନ ରେ ସ୍ଥିର କରିଅଛୁ। ଏଥିପାଇଁ ଆମ୍ଭେ ଅନୁତାପ କରିବୁ ନାହିଁ କି ଏଥିରୁ ବିରତ ହବେୁ ନାହିଁ।
ତେଣୁ ଯେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। କାରଣ ସମାନେେ ଦୁଃଖ ଭୋଗିଲାବେଳେ ଆର୍ତ୍ତସ୍ବର ରେ ସାହାୟ୍ଯ ଭିକ୍ଷା କରିବେ। ମାତ୍ର ଆମ୍ଭେ ସମାନଙ୍କେର କଥା ଶୁଣିବା ନାହିଁ।
ଆହୁରି ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ମଙ୍ଗଳ ପ୍ରାର୍ଥନା କର ନାହିଁ।
ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।
ଲୋକେ ମଙ୍ଗଳ ପରିଶାଧେର କ'ଣ ଅମଙ୍ଗଳ କରିବେ ? ତୁମ୍ଭେ ସ୍ମରଣ କର, ମୁଁ କିପରି ସମାନଙ୍କେର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖ ରେ ଛିଡ଼ା ହାଇେଥିଲି ଓ ସମାନଙ୍କେୁ ଦଣ୍ଡ ନ ଦବୋ ପାଇଁ କହିଥିଲି। ମାତ୍ର ସମାନେେ ମାରେ ବିନାଶ ନିମନ୍ତେ ଗର୍ତ୍ତ ଖାେଳି ଅଛନ୍ତି।
ଏବଂ ଏପରି ନୋହ, ଦାନିୟେଲ ଓ ଆୟୁବ ଯଦି ଏହି ତିନି ପୁରୁଷ ଆମ୍ଭେ, ତବେେ ସମାନେେ ସମାନଙ୍କେର ଧାର୍ମିକତା ଦ୍ବାରା ନିଜର ପ୍ରାଣ ରକ୍ଷା କରିଥାନ୍ତେ, କିନ୍ତୁ ସମାନେେ ଦେଶକୁ ରକ୍ଷା କରିପାରି ନ ଥାନ୍ତେ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଛନ୍ତି।
ତେଣୁ ତୁମ୍ଭମାନେେ ଯେତବେେଳେ ସଦାପ୍ରଭୁଙ୍କୁ ନିବଦନେ କରିବ, କିନ୍ତୁ ସେ କୌଣସି ଉତ୍ତର ଦବେେ ନାହିଁ। ଆଉ ମଧ୍ଯ ତୁମ୍ଭମାନେେ ଦୁଷ୍କର୍ମ କରିଥିବାରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।
ଯଦି କହେି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସହେି ପାପ ମୃତ୍ଯୁଜନକ, ତବେେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ। ତହିଁରେ ପରମେଶ୍ବର ସମାନଙ୍କେୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସମାନଙ୍କେୁ ଅନନ୍ତ ମୃତ୍ଯୁ ପାଖକୁ ନଇେ ଯାଇପାରିବ ନାହିଁ। ଏପରି ପାପ ମଧ୍ଯ ଅଛି, ଯାହାର ପରିଣାମ ମୃତ୍ଯୁ ଅଟେ। ମୁଁ ତୁମ୍ଭମାନଙ୍କୁ ସପରେି ପାପ ବିଷୟ ରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।