Home Bibles ☰ Books ଯିରିମିୟ 7:17 · ଓଡ଼ିଆ ବାଇବେଲ
ଯିରିମିୟ 7:17 · ଓଡ଼ିଆ ବାଇବେଲ

ସମାନେେ ଯିହୁଦାର ନଗର ଓ ୟିରୁଶାଲମର ସଡ଼କ ସବୁ ରେ ଯାହା କରୁଛନ୍ତି ତାହା କ'ଣ ତୁମ୍ଭେ ଦେଖୁ ନାହଁ ?

Cross references

ଯିରିମିୟ 1:16

ଆଉ ଆମ୍ଭେ ଆପଣା ଲୋକମାନଙ୍କ ବିରୁଦ୍ଧ ରେ ଆମ୍ଭର ବିଚାର ପ୍ରକାଶ କରିବା କାରଣ ସମାନେେ ଦୁଷ୍ଟ ପ୍ରକୃତିର ଲୋକ। ସମାନେେ ଆମ୍ଭକୁ ପରିତ୍ଯାଗ କରିଛନ୍ତି, ସମାନେେ ଅନ୍ୟ ଦବେତାମାନଙ୍କ ନିକଟରେ ଧୂପ ଉତ୍ସର୍ଗ କରିଛନ୍ତି ଓ ଆପଣା ହସ୍ତକୃତ ପ୍ରତିମାଗୁଡ଼ିକ ନିକଟରେ ପ୍ରଣାମ କରିଛନ୍ତି।

ଯିରିମିୟ 6:27

ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଜଣେ ପରୀକ୍ଷକ ଓ ନିର୍ମଳ ରୂପେ ନିୟୁକ୍ତ କରିଅଛୁ, ତୁମ୍ଭେ ଯେପରି ମାେ ଲୋକମାନଙ୍କୁ ପରୀକ୍ଷା କରି ସମାନଙ୍କେର ପଥ ଜ୍ଞାତ ହାଇପୋରିବ।

ଯିରିମିୟ 32:29

ଆଉ କଲଦୀଯମାନେ ଏହି ନଗର ବିରୁଦ୍ଧ ରେ ସମାନଙ୍କେର ଆକ୍ରମଣ ଆରମ୍ଭ କରିଦଇେଛନ୍ତି, ସମାନେେ ଖୁବଶୀଘ୍ର ଏହି ନଗର ରେ ପ୍ରବେଶ କରି ଅଗ୍ନି ଲଗାଇବେ। ଯେଉଁସବୁ ଗୃହଗୁଡ଼ିକରେ ବାଲଦବେ ପାଇଁ ନବୈେଦ୍ଯ ଉତ୍ସର୍ଗ କରିଥିଲେ ଓ ଆମ୍ଭଙ୍କୁ କୋରଧିତ କରିବା ପାଇଁ ଅନ୍ୟ ଦବେତାମାନଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କଲ, ସମାନେେ ସହେିସବୁ ଗୃହଗୁଡ଼ିକୁ ଦଗ୍ଧ କରିବେ।

ଯିରିମିୟ 32:32

ଆମ୍ଭେ ୟିରୁଶାଲମକୁ ଧ୍ବଂସ କରିବା, କାରଣ ଇଶ୍ରାୟେଲ ଓ ଯିହୁଦାର ସନ୍ତାନଗଣ, ସମାନଙ୍କେର ରାଜାଗଣ, ଅଧିପତିଗଣ, ଯାଜକ ଓ ଭବିଷ୍ଯଦବକ୍ତାଗଣ ଆମ୍ଭକୁ ବିରକ୍ତ କରିବା ପାଇଁ ନାନାପ୍ରକାର ଦୁଷ୍କର୍ମ କରିଅଛନ୍ତି।

ଯିରିମିୟ 44:4

ତଥାପି ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାମାନଙ୍କୁ ବାରମ୍ବାର ତୁମ୍ଭମାନଙ୍କ ନିକଟକୁ ପଠାଇଲୁ। ଆଉ ତୁମ୍ଭମାନଙ୍କୁ ଜଣାଇଲୁ, 'ତୁମ୍ଭମାନେେ ଏହି ଘୃଣ୍ଯ କର୍ମ କର ନାହିଁ, ଆମ୍ଭେ ତାହା ଘୃଣା କରୁ।'

ଯିରିମିୟ 44:17

ଆମ୍ଭେ ନିଶ୍ଚିତ କରିବୁ ଯେ ହତେୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସମସ୍ତ ପଥରେ ଆମ୍ଭମାନେେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭମାନେେ ପଯେ ନବୈେଦ୍ଯ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭମାନେେ ଆମ୍ଭମାନେେ ପ୍ରଚୁର ଆହାର ପାଇଲୁ ଏବଂ ସୁଖ ରେ ଥିଲୁ। କୌଣସି ଅମଙ୍ଗଳ ଆମପ୍ରତି ଘଟି ନ ଥିଲା।

ଯିହିଜିକଲ 8:6

ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦେଖ, ସମାନେେ କ'ଣ କରୁଛନ୍ତି ? ଆମ୍ଭେ ଯେପରି ଆପଣା ମନ୍ଦିର ଅଗଣାରୁ ଦୂ ରଇେ ୟିବା ପାଇଁ ଇସ୍ରାଯଲରେ ଉତ୍ତରାଧିକାରୀଗଣ ଏଠା ରେ ମହା ଘୃଣ୍ଯକର୍ମ କରୁଅଛନ୍ତି। ମାତ୍ର ଏହାପ ରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣ୍ଯକର୍ମ ଦେଖିବ।

ଯିହିଜିକଲ 14:23

ସମାନଙ୍କେର ଆଚାର, ବ୍ଯବହାର ଓ କ୍ରିଯାକଳାପ ତୁମ୍ଭମାନେେ ଦେଖିବ ଓ ହୃଦବୋଧ କରିବ ଯେ ମୁଁ ସମାନଙ୍କେ ବିରୁଦ୍ଧ ରେ ଓ ୟିରୁଶାଲମ ବିରୁଦ୍ଧ ରେ ଯାହାସବୁ କରିଅଛି, ଯଥାର୍ଥ ଥିଲା। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।

Interlinear

Choose Theme