ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ବାରଦେଶ ରେ ଠିଆ ହାଇେ ସଠାେ ରେ ଏହିକଥା ପ୍ରଚାର କରି କୁହ।
Cross references
ପୁଣି ମୀଖାଯ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ, ମୁଁ ଦେଖିଲି ସଦାପ୍ରଭୁ ତାଙ୍କ ସିଂହାସନ ରେ ଉପବିଷ୍ଟ ଓ ତାଙ୍କର ଦକ୍ଷିଣ ଓ ବାମ ହସ୍ତ ରେ ତାହାଙ୍କ ନିକଟରେ ସ୍ବର୍ଗୀଯ ଦୂତମାନେ ଉଭା ହାଇେଛନ୍ତି।
ଶୁଣ! ଜ୍ଞାନ ରାସ୍ତାଗୁଡ଼ିକ ଉପ ରେ ଉଚ୍ଚ ସ୍ବର ରେ ଡାକେ। ସର୍ବସାଧାରଣ ଛକଗୁଡ଼ିକରେ ତା'ର ସ୍ବର ଶୁଣାଏ।
ମାେ ପଥ ପାଶର୍ବସ୍ଥ ଉଚ୍ଚସ୍ଥାନ ରେ ଠିଆ ହୁଏ। ସେ ପ୍ରେତ୍ୟକକ ସଂୟୋଗ ରାସ୍ତା ରେ ଠିଆ ହୁଏ।
ହେ ସଦୋମର ପ୍ରାଚୀନଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହ ମାରୋର ଲୋକମାନେ ପରମେଶ୍ବରଙ୍କ ଶିକ୍ଷାସମୂହ ପ୍ରତି ଧ୍ଯାନ ଦିଅ।
ହେ ଯାକୁବର ବଂଶ, ଆଉ ହେ ଇଶ୍ରାୟେଲର ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।
ହେ ଇଶ୍ରାୟେଲ ବଂଶ ସଦାପ୍ରଭୁଙ୍କ ବାକ୍ଯ ଶୁଣ।
ସଦାପ୍ରଭୁ ମାେତେ ଏହା କହିଲେ, ହେ ଯିରିମିୟ, ଲୋକମାନଙ୍କର ଫାଟକରେ ଛିଡ଼ା ହୁଅ, ଯେଉଁଠା ରେ ଯିହୁଦାର ରାଜାଗଣ ୟାତାଯତ କରନ୍ତି, ସହେି ଫାଟକରେ, ଯେଉଁ ଫାଟକରେ ଲୋକମାନଙ୍କର ପୁତ୍ରଗଣ ୟାତାଯତ କରନ୍ତି ଓ ୟିରୁଶାଲମର ସକଳ ଫାଟକରେ ୟାଇ ଠିଆ ହୁଅ ଓ ମାରେ ବାର୍ତ୍ତା ପ୍ରଚାର କର।
ଆଉ ଲୋକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସମାନଙ୍କେୁ ନଇେ ହାର୍ଶିତ ଫାଟକ ପ୍ରବେଶ ସ୍ଥାନରୁ ନିକଟରୁ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିୟାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସହେି ସ୍ଥାନ ରେ ପ୍ରଚାର କର।
ତା'ପ ରେ ଯିରିମିୟ ତୋଫତର ସହେି ସ୍ଥାନରୁ ଆସିଲେ। ଯେଉଁଠାକୁ ସଦାପ୍ରଭୁ ତାଙ୍କୁ ଭବିଷ୍ଯତ ବାଣୀ ପ୍ରଚାର କରିବା ପାଇଁ ପଠାଇଥିଲେ ଏବଂ ସଦାପ୍ରଭୁଙ୍କ ମନ୍ଦିର ଅଗଣା ରେ ଛିଡ଼ା ହାଇେଥିବା ସମସ୍ତଙ୍କୁ ଏହା କହିଥିଲେ।
ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ୟାଇ ଯିହୁଦାର ରାଜାଙ୍କୁ ଏହି ବାକ୍ଯ କୁହ।
ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସମାନଙ୍କେୁ ଆମ୍ଭର ଆଜ୍ଞାନୁସା ରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।
ତା'ପ ରେ ଭବିଷ୍ଯଦବକ୍ତା ଯିରିମିୟ ପରମେଶ୍ବରଙ୍କ ଗୃହ ରେ ଠିଆ ହାଇେଥିବା ଯାଜକମାନଙ୍କ ସାକ୍ଷାତ ରେ ଓ ସମସ୍ତ ଲୋକଙ୍କ ସାକ୍ଷାତ ରେ ଭବିଷ୍ଯଦବକ୍ତା ହନାନିଯକୁ କହିଲେ।
ମାତ୍ର ହେ ଯିହୁଦାର ସିଦିକିଯ, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ଶୁଣ। ସଦାପ୍ରଭୁ ତୁମ୍ଭ ବିଷଯ ରେ ଏହି କଥା କହନ୍ତି। ତୁମ୍ଭେ ଖଡ୍ଗ ରେ ନିହତ ହବେ ନାହିଁ।
ତେଣୁ ତୁମ୍ଭେ ୟାଅ ଓ ମାେ ମୁଖରୁ ଯାହାସବୁ ଶୁଣିଛ ଏହି ପୁସ୍ତକରେ ଲେଖ, ସଦାପ୍ରଭୁଙ୍କର ସହେିସବୁ ବାକ୍ଯ ଉପବାସ ଦିନ ସଦାପ୍ରଭୁଙ୍କ ମନ୍ଦିର ରେ ଉପସ୍ଥିତ ସମସ୍ତ ଲୋକଙ୍କ କର୍ଣ୍ଣଗୋଚର ରେ ପାଠ କର। ଆଉ ମଧ୍ଯ ଯିହୁଦାର ନଗରଗୁଡ଼ିକରୁ ଆଗତ ସମସ୍ତ ଲୋକଙ୍କ ଶୁଣିବା ଭଳି ତାହା ପାଠ କର।
ସେତବେେଳେ ବାରୂକ ସହେି ନଳାକାର ପୁସ୍ତକ ଲିଖିତ ଯିରିମିୟଙ୍କ ସମସ୍ତ ବାକ୍ଯ ପାଠ କଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ଉପର ପ୍ରାଙ୍ଗଣ ରେ, ସଦାପ୍ରଭୁଙ୍କ ମନ୍ଦିରର ନୂତନ ଫାଟକ ନିକଟରେ ଓ ଶାଫନ ଲେଖକର ପୁତ୍ର ଶମରିଯର କଠାେରୀ ରେ ସମସ୍ତ ଲୋକଙ୍କ କର୍ଣ୍ଣ ଗୋଚର ରେ ତାହା ପାଠ କଲେ।
ତା'ପ ରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀ ଲୋକମାନଙ୍କୁ କହିଲେ, ହେ ମିଶର ଦେଶ ରେ ଥିବା ଯିହୁଦାର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।
ସହେି ଲୋକମାନେ ସ୍ବେଚ୍ଛାଚାରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସମାନଙ୍କେ ନିକଟକୁ ପଠାଉଛି। ସମାନଙ୍କେୁ କୁହ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।'
ପୁରୋହିତଗଣ, ଇଶ୍ରାୟେଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମାେ କଥା ଶୁଣ। ତୁମ୍ଭମାନେେ ଦୋଷୀ ବୋଲି ବିଗ୍ଭରିତ ହାଇେଛ।
ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମାେତେ କହୁଛ, 'ଇଶ୍ରାୟେଲ ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରନାହିଁ। ଇସ୍ହାକ ପରିବାର ବିରୁଦ୍ଧ ରେ ମଧ୍ଯ ପ୍ରଗ୍ଭର କରନାହିଁ।'
ହେ ସମସ୍ତ ଲୋକେ, ଶୁଣ! ହେ ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତେ ଶୁଣ। ମାରେ ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ। ତୁମ୍ଭମାନଙ୍କ ବିରୁଦ୍ଧ ରେ ସେ ସାକ୍ଷ୍ଯ ସ୍ବରୂପ ଆସିବେ।
ତା'ପ ରେ ମୁଁ କହିଲି, ହେ ଯାକୁବର ପ୍ରାଚୀନଗଣ ଓ ଇଶ୍ରାୟେଲ ବଂଶର ଶାସକଗଣ, ମାେ କଥା ଶୁଣ, ତୁମ୍ଭମାନେେ ନ୍ଯାଯ କ'ଣ ଜାଣିବା ଉଚିତ।
ହେ ଯାକୁବର ବୃଦ୍ଧଗଣ ଓ ଇଶ୍ରାୟେଲର ଶାସକଗଣ ମାେ କଥା ଶୁଣ! ତୁମ୍ଭମାନେେ ନ୍ଯାଯ ବିଗ୍ଭର ଚଳଣିକୁ ଘୃଣା କରୁଛ। ଯାହାସବୁ ନ୍ଯାଯ ଓ ଯଥାର୍ଥ ତୁମ୍ଭମାନେେ ସେ ସମସ୍ତକୁ ମିଥ୍ଯା କରୁଛ।
ତୁମ୍ଭର ଯଦି କାନ ଅଛି, ତବେେ ଶୁଣ।
ଯୀଶୁ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ସବୁବେଳେ ଖାଲିେଖାଲିେ ଭାବେ ଶିକ୍ଷା ଦଇେଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିର ରେ ଶିକ୍ଷା ଦଇେ ଆସିଛି। ସଠାେରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।
ତୁମ୍ଭମାନେେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟ ରେ କୁହ।
ପ୍ ରରେିତମାନେ ପ୍ରତିଦିନ ମନ୍ଦିର ରେ ଓ ଘ ରେ ଘ ରେ ଏହି ସୁସମାଚ଼ାର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସମାନେେ ପ୍ରଚାର କାର୍ୟ୍ଯ ଆଦୌ ବନ୍ଦ କଲେ ନାହିଁ।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜଯୀ ହୁଏ, ସେ ଦ୍ବିତୀୟ ମୃତ୍ଯୁ ଦ୍ବାରା ଆଦୌ କ୍ଷତିଗ୍ରସ୍ତ ହବେନାହିଁ।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।