Home Bibles ଯିରିମିୟ 7:21 · ଓଡ଼ିଆ ବାଇବେଲ
ଯିରିମିୟ 7:21 · ଓଡ଼ିଆ ବାଇବେଲ

ସୈନ୍ଯାଧିପତି ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ତୁମ୍ଭମାନେେ ୟାଅ, ତୁମ୍ଭ ଉତ୍ସର୍ଗୀକୃତ ନବୈେଦ୍ଯ ରେ ହାମବେଳି ଯୋଗ କର ଏବଂ ମାଂସ ଭକ୍ଷଣ କର।

Cross references

ଦିତୀୟ ବିବରଣ 12:27

ତୁମ୍ଭମାନେେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ୟଜ୍ଞବଦେୀ ଉପରେ ମାଂସ ଓ ରକ୍ତ ସମତେ ନିଜ ନିଜର ହାମବେଳି ଉତ୍ସର୍ଗ କରିବ। ତୁମ୍ଭମାନଙ୍କର ବଳିଦାନାଦିର ରକ୍ତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ୟଜ୍ଞବଦେୀ ଉପରେ ଢଳାୟିବ। ତବେେ ତୁମ୍ଭମାନେେ ସହେି ମାଂସ ଭୋଜନ କରିବ।

ଗୀତସଂହିତା 50:8

ମୁଁ ତୁମ୍ଭର ବଳିଦାନ ବିଷଯରେ ଅଭିଯୋଗ କରୁ ନାହିଁ। ତୁମ୍ଭେ ଇଶ୍ରାୟେଲର ଅଧିବାସୀଗଣ ପ୍ରତିଦିନ ମାେ ପାଇଁ ହାମବେଳି ଆଣୁଅଛ। ତୁମ୍ଭେ ତାହାକୁ ମାେତେ ପ୍ରତିଦିନ ଅର୍ପଣ କରୁଅଛ।

ଯିଶାଇୟ 1:11

ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।

ଯିରିମିୟ 6:20

ପୁଣି ସଦାପ୍ରଭୁ କହନ୍ତି, ଶିବା ଦେଶରୁ ଧୂପ ଓ ଦୂର ଦେଶରୁ ସୁଗନ୍ଧି ବତେ ଆଣିବାର ଫଳ କଅଣ ? ତୁମ୍ଭମାନଙ୍କର ହାମବେଳି ସବୁ ଗ୍ରହଣୀଯ ନୁହେଁ କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।

ହୋଶେୟ 8:13

ଇଶ୍ରାୟେଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷଣ କରନ୍ତି। ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସମାନଙ୍କେର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସମାନଙ୍କେୁ ଦଣ୍ତ ଦବେେ ଏବଂ ସମାନେେ ବନ୍ଦୀ ଭାବରେ ମିଶରକୁ ପ୍ ରରେିତ ହବେେ।

ଆମୋଷ 5:21

ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।

Interlinear

Choose Theme