Home Bibles ଯିରିମିୟ 7:3 · ଓଡ଼ିଆ ବାଇବେଲ
ଯିରିମିୟ 7:3 · ଓଡ଼ିଆ ବାଇବେଲ

ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।

Cross references

ଏଜ୍ରା 10:11

ଏଣୁ ତୁମ୍ଭେ ତୁମ୍ଭର ପିତୃଗଣର ପରମେଶ୍ବର ସଦାପ୍ରଭୁଙ୍କ ନିକଟରେ ପ୍ରକାଶ କର। ତାଙ୍କର ତୁଷ୍ଟିଜନକ କାର୍ୟ୍ଯ କର। ଦେଶସ୍ଥ ଅନ୍ୟ ଗୋଷ୍ଠୀଯମାନଙ୍କଠାରୁ ଓ ଅନ୍ୟ ଦେଶୀଯା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।

ହିତୋପଦେଶ 28:13

ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ବୀକାର କରି ତାକୁ ପରିତ୍ଯାଗ କରେ, ସେ ଦୟା ପାଇବ।

ଯିଶାଇୟ 1:16

ତୁମ୍ଭମାନେେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦ କାର୍ୟ୍ଯରୁ ନିବୃତ ହୁଅ। ମୁଁ ତୁମ୍ଭମାନଙ୍କର ସହେି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ।

ଯିଶାଇୟ 1:19

ଯଦି ତୁମ୍ଭମାନେେ ମାରେ ବାକ୍ଯ ପ୍ରତି ଧ୍ଯାନ ଦବେ ଓ ମାରେ ଆଜ୍ଞାବହ ହବେ ତବେେ ତୁମ୍ଭମାନେେ ଦେଶ ରେ ଉତ୍ତମ ଫଳ ଭୋଗ କରିବ।

ଯିଶାଇୟ 55:7

ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।

ଯିରିମିୟ 6:16

ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଛକସ୍ଥାନ ରେ ଛିଡ଼ା ହାଇେ ଦେଖ, ଆଉ ପୁରାତନ ପଥ ବିଷଯ ରେ ପ୍ରଚାର କରି କୁହ, ଉତ୍ତମ ପଥ କାହିଁ ? ଆଉ ସହେି ପଥରେ ଗମନ କର, ତାହା ହେଲେ ତୁମ୍ଭମାନେେ ନିଜ ନିଜ ପ୍ରାଣ ରେ ବିଶ୍ରାମ ପାଇବ। ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ସେ ପଥରେ ଗମନ କରିବୁ ନାହିଁ।'

ଯିରିମିୟ 7:5

ତୁମ୍ଭମାନେେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର ତାହା ହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବି। ଯଦି ତୁମ୍ଭମାନେେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହାଇପୋରିବ।

ଯିରିମିୟ 17:25

' ତବେେ ଦାଉଦଙ୍କ ସିଂହାସନାରୂଢ଼ ଅଧିପତିଗଣ ଓ ରାଜଗଣ, ରଥରେ ଓ ଅଶ୍ବ ରେ ଚଢ଼ି ସମାନେେ ଓ ସମାନଙ୍କେର ଅଧିପତିମାନେ, ଯିହୁଦାର ଲୋକମାନେ ଓ ୟିରୁଶାଲମ ନିବାସୀମାନେ ଏହି ନଗରଦ୍ବାର ମଧିଅରେ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ।

ଯିରିମିୟ 18:11

ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମ ନିବାସୀଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେ ଓ ଆପଣା ଆପଣା ପଥ ସଂ ଶାଧେନ କରି ସୁକର୍ମ କର।'

ଯିରିମିୟ 26:13

ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।

ଯିରିମିୟ 35:15

ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।

ଯିରିମିୟ 35:16

ରେଖବର ପୁତ୍ର ଯିହାନୋଦବର ବଂଶଧରଗଣ ସମାନଙ୍କେ ପ୍ରତି ଆବିଷ୍ଟ ହାଇେଥିବା ଆଜ୍ଞା ପ୍ରତିପାଳନ କରି ଆସୁଅଛନ୍ତି। ମାତ୍ର ଯିହୁଦାର ଲୋକମାନେ ଆମ୍ଭ କଥା ରେ ଅବଧାନ କରି ନାହାଁନ୍ତି।

ଯିହିଜିକଲ 18:30

ତେଣୁ ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକର ଆଚାର ବ୍ଯବହାରାନୁସା ରେ ବିଚାର କରିବି। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି। ଆଉ ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ ଓ ନଜର ସମସ୍ତ ଅପରାଧରୁ ବିମୁଖ ହୁଅ। ତାହା ହେଲେ ପାପ ତୁମ୍ଭମାନଙ୍କର ବିନାଶର କାରଣ ହବେ ନାହିଁ।

ଯିହିଜିକଲ 33:4

ଯଦି କହେି ତୂରୀ ଶବ୍ଦ ଶୁଣି ସତର୍କ ନ ହୁଏ ଓ ଶତ୍ରୁର ଖଡ୍ଗ ତାହାକୁ ହତ୍ଯା କରେ, ତବେେ ତାହାର ମୃତ୍ଯୁ ପାଇଁ ସେ ଦାଯୀ ରହିବ।

ମାଥିଉଲିଖିତ ସୁସମାଚାର 3:8

ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।

ଯାକୁବଙ୍କ ପତ୍ 4:8

ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।

Interlinear

Choose Theme