ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏପରି ଏକ ସମୟ ଆସୁଛି ଯେତବେେଳେ ତାହା ତୋଫାତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମ ରେ ଆଉ ଖ୍ଯାତ ନ ହାଇେ ହତ୍ଯା ଉପତ୍ୟକା ବୋଲି ଖ୍ଯାତ ହବେ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫତ ରେ କବର ଦବେେ।
Cross references
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ୟ୍ଯ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣଙ୍କ ଦହେ ଉପରେ ତୁମ୍ଭମାନଙ୍କ ମୃତଦହେ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
ତୋଫତ ବନେ-ହିନ୍ନୋମ ଉପତ୍ୟକାର ଗୋଟିଏ ସ୍ଥାନ ଥିଲା, ଯେଉଁଠା ରେ ଲୋକମାନେ ସମାନଙ୍କେର ପୁତ୍ର ଓ କନ୍ଯାମାନଙ୍କୁ ମଲକେ ମିଥ୍ଯା ଦବେତା ସମ୍ମାନାର୍ଥେ ଅଗ୍ନି ରେ ହାମେ କଲେ। ଯେତବେେଳେ ଯୋଶିୟଯ ସହେି ସ୍ଥାନକୁ ଅପବିତ୍ର କଲେ। ଲୋକମାନେ ଯେପରି ହାମେ ସ୍ଥାନକୁ ଅଧିକ ସମୟ ବ୍ଯବହାର ପାଇଁ ବନ୍ଦ କଲେ।
ସମାନେେ ନିଜ ନିଜର ପୁତ୍ରକନ୍ଯାମାନଙ୍କୁ ଅଗ୍ନି ରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକା ରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କବେେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନ ରେ ସେ ଭାବ କବେେ ଉଦଯ ହାଇେ ନାହିଁ।
ଏହି ସଦାପ୍ରଭୁ କହନ୍ତି, ଦେଖ, ଏହିସ୍ଥାନ ତୋଫାନ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ଯାତ ନ ହାଇେ ହତ୍ଯା ଉପତ୍ୟକା ବୋଲି ଖ୍ଯାତ ହବେ, ଏପରି ସମୟ ଆସୁଅଛି।
ସହେି ସମୟରେ ସମାନଙ୍କେୁ କହିବ, 'ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କହେି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ୟୋଡ଼ା ହୁଏ ନାହିଁ। ସହେିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସମାନେେ ସମସ୍ତେ ତୋଫାତ ରେ କବର ନବେେ।
'ୟିରୁଶାଲମର ସମସ୍ତ ଗୃହ ଓ ସମସ୍ତ ରାଜ ପ୍ରାସାଦଗୁଡ଼ିକ ତାଫେତ୍ ତୁଲ୍ଯ ଅଶୁଚି ସ୍ଥାନ ହବେ। କାରଣ ସମାନେେ ଆକାଶମଣ୍ଡଳସ୍ଥ ଅତିଥି ଉଦ୍ଦେଶ୍ଯ ରେ ଧୂପ ଜଳାଇ ଅଛନ୍ତି ଓ ଅନ୍ୟ ଦବଗେଣ ଉଦ୍ଦେଶ୍ଯ ରେ ପଯେ ନବୈେଦ୍ଯ ଉତ୍ସର୍ଗ କରିଅଛନ୍ତି।'
ପୁଣି ଶବ ଭସ୍ମ ରେ ପୂର୍ଣ୍ଣ ହାଇେଥିବା ଉପତ୍ୟକା, କିଦ୍ରୋଣ ଷୋର୍ତ ପର୍ୟ୍ଯନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ବ ଦ୍ବାରର କଣ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ। ଆଉ ସହେି ୟିରୁଶାଲମ ନଗର କବେେ ଉତ୍ପାଟିତ ବା ନିପାତିତ ହବେ ନାହିଁ।
ଆମ୍ଭେ ତୁମ୍ଭମାନଙ୍କର ହାମବେଳି ନିମନ୍ତେ ଥିବା ୟଜ୍ଞବଦେୀଗୁଡ଼ିକୁ ନଷ୍ଟ କରିବା ଏବଂ ତୁମ୍ଭମାନଙ୍କର ସୁଗନ୍ଧ ବଦେୀକୁ ମଧ୍ଯ ନଷ୍ଟ କରିବା। ପୁଣି ତୁମ୍ଭମାନଙ୍କର ନିହତ ଲୋକମାନଙ୍କର ମୃତ ଶରୀରକୁ ତୁମ୍ଭମାନଙ୍କ ଦବେତାଗଣର ସମ୍ମୁଖ ରେ ଫୋପାଡ଼ି ଦବୋ।
ଆଉ ଆମ୍ଭେ ଇଶ୍ରାୟେଲ ସନ୍ତାନଗଣର ଶବ ସମାନଙ୍କେ ପ୍ରତିମାଗଣର ସମ୍ମୁଖ ରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ୟଜ୍ଞବଦେୀଗୁଡ଼ିକରେ ଚାରିଆଡ଼େ ବିଞ୍ଚିଦବୋ।