Home Bibles ଯିରିମିୟ 7:33 · ଓଡ଼ିଆ ବାଇବେଲ
ଯିରିମିୟ 7:33 · ଓଡ଼ିଆ ବାଇବେଲ

ସେତବେେଳେ ମୃତବ୍ଯକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହବେ। ସମାନଙ୍କେୁ ତଡ଼ିବାକୁ କହେି ଲୋକ ଜୀବିତ ରହିବେ ନାହିଁ।

Cross references

ଦିତୀୟ ବିବରଣ 8:20

ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଅନ୍ୟ ଦେଶକକ୍ସ୍ଟ ଧ୍ବଂସ କରିଛନ୍ତି। କିନ୍ତୁ ତୁମ୍ଭମାନେେ ଯଦି ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନ, ତବେେ ଅନ୍ୟ ଲୋକମାନଙ୍କ ପରି ସେ ତୁମ୍ଭମାନଙ୍କୁ ଧ୍ବଂସ କରିବେ। କାରଣ ତୁମ୍ଭମାନେେ ତାଙ୍କର ଆଜ୍ଞା ମାନିଲ ନାହିଁ।

ଦିତୀୟ ବିବରଣ 28:26

ତୁମ୍ଭମାନଙ୍କର ମୃତ ଶରୀର ସବୁ ହିଂସ୍ର ଜନ୍ତକ୍ସ୍ଟ, ପକ୍ଷୀମାନଙ୍କର ଖାଦ୍ୟ ହବେ। ସମାନଙ୍କେୁ ଘଉଡାଇବା ପାଇଁ କହେି ନଥିବେ।

ଗୀତସଂହିତା 79:2

ସମାନେେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖଚେର ପକ୍ଷୀଗଣଙ୍କୁ ଦଇେଅଛନ୍ତି। ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ଯ ପଶୁଗଣଙ୍କୁ ଦଇେଛନ୍ତି।

ଯିରିମିୟ 8:1

ସଦାପ୍ରଭୁ କହନ୍ତି, ସେ ସମୟରେ ଲୋକମାନେ ଯିହୁଦାର ରାଜାଗଣଙ୍କର, ତା'ର ଅଧିପତିମାନଙ୍କର, ଯାଜକଗଣଙ୍କର, ଭବିଷ୍ଯଦବକ୍ତାମାନଙ୍କର ଓ ୟିରୁଶାଲମ ନିବାସୀଗଣର ଅସ୍ଥିସବୁ ସମାନଙ୍କେ କବରରୁ ବାହାର କରିବେ।

ଯିରିମିୟ 9:21

'କାରଣ ମୃତ୍ଯୁ ଆମ୍ଭମାନଙ୍କର ଝରକା ଦଇେ ଆମ୍ଭମାନଙ୍କର ପ୍ରାସାଦ ରେ ପ୍ରବେଶ କରିଅଛି। ଏହା ବାହା ରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କ ରେ ୟୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।'

ଯିରିମିୟ 9:22

'ଯିରିମିୟ ଏହା କହନ୍ତି, 'ସଦାପ୍ରଭୁଙ୍କ ବାକ୍ଯାନୁସା ରେ ମନୁଷ୍ଯମାନଙ୍କର ଶବ ଖତପରି କ୍ଷେତ୍ର ରେ ପଡ଼ି ରହିବ ଆଉ ଶସ୍ଯ ଚ୍ଛଦନକୋରୀର ଶସ୍ଯ ପଛ ରେ ପଡ଼ିଲା ପରି ସମାନେେ କ୍ଷେତ୍ର ରେ ପଡ଼ି ରହିବେ। କହେି ସମାନଙ୍କେୁ ସଂଗ୍ରହ କରିବାକୁ ନ ଥିବେ।'

ଯିରିମିୟ 12:9

ଆମ୍ଭର ନିଜ ଲୋକ ଶିକାରୀ ପକ୍ଷୀ ବେଷ୍ଟିତ ମୃଗପ୍ରାଣୀ ସଦୃଶ ହାଇେଅଛନ୍ତି। ସମାନେେ ତା'ର ବିରୁଦ୍ଧ ରେ ଚାରିଆଡ଼େ ଘରେି ରହିଅଛନ୍ତି, ତୁମ୍ଭମାନେେ ୟାଇ ବନ୍ଯ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।

ଯିରିମିୟ 16:4

ସମାନେେ ଅତି ୟନ୍ତ୍ରଣାଦାୟକ ମୃତ୍ଯୁବରଣ କରିବେ। କହେି ସମାନଙ୍କେ ପାଇଁ ବିଳାପ କରିବେ ନାହିଁ। ସମାନଙ୍କେୁ କହେି କବର ଦବେେ ନାହିଁ। ସମାନଙ୍କେର ଶବ ଭୂମିରେ ଖତ ହବେ। ସମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ସଂହାରିତ ହବେେ। ସମାନଙ୍କେର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହବେ।

ଯିରିମିୟ 19:7

ପୁଣି ସହେି ସ୍ଥାନ ରେ ଆମ୍ଭେ ଯିହୁଦାର ଓ ୟିରୁଶାଲମର ସମସ୍ତ ସାଜସଜ୍ଜା ବ୍ଯର୍ଥ କରିବା। ତା'ପ ରେ ସମାନଙ୍କେୁ ସମାନଙ୍କେର ଶତ୍ରୁମାନଙ୍କର ଖଡ୍ଗ ରେ ଧ୍ବଂସ ହବୋକୁ ଆମ୍ଭେ ଦବୋ। ଆମ୍ଭେ ସମାନଙ୍କେର ଶବକୁ ପକ୍ଷୀମାନଙ୍କୁ ଓ ପଶୁମାନଙ୍କୁ ଖାଦ୍ୟ ରୂପେ ଦବୋ।

ଯିରିମିୟ 22:19

ତାହାର କବର ଗଧର କବର ତୁଲ୍ଯ ହବେ, ସେ ଘୋଷଡ଼ା ୟାଇ ୟିରୁଶାଲମର ଦ୍ବାର ବାହା ରେ ପକାୟିବ।

ଯିରିମିୟ 25:33

ପୁଣି ସେ ସମୟରେ ସଦାପ୍ରଭୁଙ୍କ ଦ୍ବାରା ନିହତ ଲୋକମାନଙ୍କର ଶବ ପୃଥିବୀର ଆରମ୍ଭରୁ ଶଷେ ସୀମା ପର୍ୟ୍ଯନ୍ତ ଦଖାୟିବେ। ସମାନଙ୍କେ ପାଇଁ ବିଳାପ କରିବାକୁ କହେି ନ ଥିବେ ଓ କବର ଦବୋପାଇଁ ମଧ୍ଯ କହେି ନ ଥିବେ। ସମାନେେ ଭୂଇଁର ଗୋବର ଖତ ହବେେ।

ଯିରିମିୟ 34:20

ଆମ୍ଭେ ସମାନଙ୍କେୁ ସମାନଙ୍କେର ଶତ୍ରୁଗଣ ହସ୍ତ ରେ ଓ ସମାନଙ୍କେର ପ୍ରାଣନାଶକାରୀଙ୍କ ହସ୍ତ ରେ ସମର୍ପଣ କରିବା। ତହିଁରେ ସମାନଙ୍କେର ଶବ ଆକାଶର ପକ୍ଷୀମାନଙ୍କର ଓ ପୃଥିବୀର ବନ୍ଯ ପଶୁମାନଙ୍କର ଖାଦ୍ୟ ହବେ।

ଯିହିଜିକଲ 39:4

ଇଶ୍ରାୟେଲର ପର୍ବତଗୁଡ଼ିକ ଉପ ରେ ତୁମ୍ଭେ ପତିତ ହବେ। ତୁମ୍ଭର ସମସ୍ତ ସୈନ୍ଯ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ଯ ପତିତ ହବେେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି।

ଯିହିଜିକଲ 39:18

ତୁମ୍ଭମାନେେ ବୀରମାନଙ୍କ ମାଂସ ଖାଇବ ଓ ରାଜକୁମାରମାନଙ୍କର ରକ୍ତ ପିଇବ। ସମାନେେ ସମସ୍ତେ ବାଶନ ଦେଶର ହୃଷ୍ଟପୁଷ୍ଟ ମଷେ, ମଷେବତ୍ସ, ଛାଗ ଓ ବୃଷଭ ସଦୃଶ ଅଟନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:17

ତା'ପରେ ମୁଁ ଜଣେ ଦୂତଙ୍କୁ ସୂର୍ୟ୍ଯ ମଧିଅରେ ଠିଆ ହବୋର ଦେଖିଲି। ସେ ଆକାଶ ରେ ଉଡ଼ୁଥିବା ସବୁ ପକ୍ଷୀମାନଙ୍କୁ ଉଚ୍ଚସ୍ବର ରେ କହିଲେ, ଆସ, ପରମେଶ୍ବରଙ୍କର ମହା ଭୋଜି ପାଇଁ ଏକାଠି ହୁଅ।

Interlinear

Choose Theme