Home Bibles ଯିରିମିୟ 9:17 · ଓଡ଼ିଆ ବାଇବେଲ
ଯିରିମିୟ 9:17 · ଓଡ଼ିଆ ବାଇବେଲ

ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ବିବଚେନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡ଼ାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।

Cross references

ଦିତୀୟ ବଂଶାବଳୀ 35:25

ଯିରିମିୟ ଯୋଶିୟଯଙ୍କ ନିମନ୍ତେ ସମାଧିକାଳୀନ କତେୋଟି ଗୀତ ଲେଖିଲେ ଓ ତାହାକୁ ଗାନ କଲେ। ଆଜି ପର୍ୟ୍ଯନ୍ତ ପୁରୁଷ ଓ ସ୍ତ୍ରୀ ଗାଯକ ଗାଯିକାମାନେ ସହେି ବିଷାଦପୂର୍ଣ୍ଣ ସଙ୍ଗୀତଗାନ କରିଥାଆନ୍ତି। ଇଶ୍ରାୟେଲର ଲୋକମାନେ ଏହିପ୍ରକାର ସବୁବେଳେ କଲେ। ସମାନେେ ଯୋଶିୟଙ୍କ ନିମନ୍ତେ ଏକ ବିଷାଦପୂର୍ଣ୍ଣ ସଙ୍ଗୀତ ଗାନ କଲେ। ସହେି ଗୀତଗୁଡ଼ିକ ସମାଧିକାଳୀନ ସଙ୍ଗୀତ ପୁସ୍ତକରେ ଲଖାୟୋଇଅଛି।

ଆୟୁବ ପୁସ୍ତକ 3:8

କେତକେ ୟାଦୁକର ସବୁବେଳେ ଲିବିଯାଥନକୁ ଆବାହନ କରି ଜଗାନ୍ତି। ସହେିମାନେ ସହେି ଦିନକୁ ଅଭିଶାପ ଦିଅନ୍ତୁ। ଯେଉଁଦିନ ମୁଁ ଜନ୍ମିଲି।

ଉପଦେଶକ 12:5

ଆହୁରି ସମାନେେ ଉଚ୍ଚସ୍ଥାନ ବିଷଯ ରେ ଭୟ କରିବେ ଓ ପଥରେ ତ୍ରାସ ହବେେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ଯ ଧଳା ଗତି ରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହବେ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା'ପ ରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶାେକକାରୀମାନେ ଏକତ୍ରୀତ ହାଇେ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନବେେ।

ଆମୋଷ 5:16

ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର କୁହନ୍ତି, ଲୋକମାନେ ସର୍ବଶକ୍ତିମାନ ସ୍ଥାନ ରେ କ୍ରନ୍ଦନ କରିବେ। ପ୍ରେତ୍ୟକକ ରାସ୍ତା ରେ ସମାନେେ କହିବେ ହାୟ! ହାୟ! ସମାନେେ କୃଷକମାନଙ୍କୁ ଶୋକରେ ୟୋଗଦବୋ ପାଇଁ ନିମନ୍ତ୍ରଣ କରିବେ ଓ ପଷୋଦାର ଶାେକକାରୀମାନଙ୍କୁ ଶାେକ କରିବାକୁ ଭଡା ରେ ଆଣିବେ।

ମାଥିଉଲିଖିତ ସୁସମାଚାର 9:23

ତା'ପରେ ଯୀଶୁ ଯୀହୂଦୀ ପ୍ରାର୍ଥନାଗୃହର ଅଧ୍ଯକ୍ଷଙ୍କ ଘ ରେ ପହନ୍ଚିଲେ। ସଠାେରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।

ମାର୍କଲିଖିତ ସୁସମାଚାର 5:38

ସମାନେେ ଯିହୂଦୀ ସମାଜ ଗୃହର ଅଧିକାରୀଙ୍କ ଘରକୁ ଗଲେ। ସେ ସଠାେରେ ଲୋକମାନଙ୍କୁ ଉଚ୍ଚ ସ୍ବର ରେ ବିଳାପ କରୁଥିବାର ଦେଖିଲେ। ସଠାେରେ ବହୁତ କୋଳାହଳ ହେଉଥିଲା।

Interlinear

Choose Theme