Home Bibles ଆୟୁବ ପୁସ୍ତକ 1:13 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 1:13 · ଓଡ଼ିଆ ବାଇବେଲ

ଗୋଟିଏ ଦିନ ଭୋଜି ମଧିଅରେ, ଆୟୁବର ପୁଅ ଓ ଝିଅମାନେ ବଡ଼ ଭାଇର ଘ ରେ ଏକତ୍ର ଖାଇବା ସହିତ ଦ୍ରାକ୍ଷାରସ ପାନ କରୁଥିଲେ।

Cross references

ଆୟୁବ ପୁସ୍ତକ 1:4

ଆୟୁବର ପୁଅମାନେ ପାଳି ପାଳି କରି ସମାନଙ୍କେ ଘ ରେ ଭୋଜି ପ୍ରସ୍ତୁତ କଲେ ଏବଂ ସମାନଙ୍କେ ତିନି ଭଉଣୀଙ୍କୁ ଏହି ଭୋଜିଗୁଡ଼ିକରେ ୟୋଗ ଦବୋକୁ ନିମନ୍ତ୍ରଣ କଲେ।

ହିତୋପଦେଶ 27:1

କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ'ଣ ଘଟିବାକୁ ଯାଉଛି।

ଉପଦେଶକ 9:12

କାରଣ ମନୁଷ୍ଯ ତା'ର କ'ଣ ହବୋକୁ ଯାଉଛି ଜାଣେ ନାହିଁ। ଯେପରି ମତ୍ସ୍ଯଗଣ ଅଶୁଭ ଜାଲର ଶିକାର ହୁଅନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦର ଶିକାର ହୁଅନ୍ତି, ଠିକ୍ ସହେିପରି ଲୋକମାନେ ଦବୈଦୁର୍ବିପାକର ଶିକାର ହୁଅନ୍ତି।

ଲୂକଲିଖିତ ସୁସମାଚାର 12:19

ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନକେ ଉତ୍ତମ ପଦାର୍ଥ ଅନକେ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।'

ଲୂକଲିଖିତ ସୁସମାଚାର 17:27

ନୋହଙ୍କ ସମୟରେ, ଏପରିକି ନୋହ ଜାହାଜ ରେ ବସିବା ସମୟ ପର୍ୟ୍ଯନ୍ତ ଲୋକମାନେ ଖିଆପିଆ କରୁଥିଲେ ଓ ବିବାହ କରୁଥିଲେ। ତା'ପରେ ବନ୍ଯା ମାଡି ଆସିଲା ଓ ସେ ସମସ୍ତଙ୍କୁ ମାରି ଦଲୋ।

ଲୂକଲିଖିତ ସୁସମାଚାର 21:34

ସାବଧାନ ରୁହ। ତୁମ୍ଭମାନେେ ମଦ୍ଯପାନ କରି ମାତାଲ ହାଇେ ନିଜ ସମୟ ନଷ୍ଟ କରନାହିଁ। ସାଂସାରିକ ବସ୍ତୁଗୁଡିକ ବିଷୟ ରେ ଅତ୍ଯଧିକ ଚିନ୍ତିତ ହାଇେ ପଡନାହିଁ। ସଭେଳେ କଲେ ତୁମ୍ଭମାନେେ ଜଡ ହାଇଯେିବ ଓ ଉଚିତ କଥା କବେେ ଭାବି ପାରିବ ନାହିଁ। ଏବଂ ତୁମ୍ଭମାନେେ ପ୍ରସ୍ତୁତ ନଥିବା ବେଳେ ଅନ୍ତିମକାଳ ଆସି ଯାଇପା ରେ।

Interlinear

Choose Theme