Home Bibles ଆୟୁବ ପୁସ୍ତକ 10:14 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 10:14 · ଓଡ଼ିଆ ବାଇବେଲ

ଯଦି ମୁଁ ପାପ କରିଛି, ତୁମ୍ଭେ ମାେତେ ଦେଖିବ, ଯେ ହତେୁ ତୁମ୍ଭେ ମାେତେ ଅଧର୍ମ କରିଥିବାରୁ ଶାସ୍ତି ଦବେ।

Cross references

ଯାତ୍ରା ପୁସ୍ତକ 34:7

ସଦାପ୍ରଭୁ ତାଙ୍କର ହଜାର ହଜାର ବଂଶଧରଙ୍କୁ ଦୟା ଦଖାଇେଛନ୍ତି। ସଦାପ୍ରଭୁ ସମାନଙ୍କେର ସମସ୍ତ ଦୋଷ କ୍ଷମା କରିଛନ୍ତି। କିନ୍ତୁ ସଦାପ୍ରଭୁ ଦୋଷୀକୁ ଦଣ୍ଡ ଦଇେଛନ୍ତି।

ଗଣନା ପୁସ୍ତକ 14:18

'ସଦାପ୍ରଭୁ କୋରଧ ରେ ଧୀର ଓ ଦୟା ରେ ପରିପୂର୍ଣ ଓ ଅପରାଧୀ ଓ ବ୍ଯବସ୍ଥା ଲଘଂନକାରୀର କ୍ଷମାକାରୀ। ତଥାପି ଦୋଷୀର ଦଣ୍ତଦାତା, ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ଫଳ ସେ ଦଇେଥାନ୍ତି।'

ଆୟୁବ ପୁସ୍ତକ 7:21

କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?

ଆୟୁବ ପୁସ୍ତକ 9:28

ଏହା ପ୍ରକୃତ ରେ କିଛି ପରିବର୍ତ୍ତନ ଘଟାଏ ନାହିଁ, ସହେି ୟନ୍ତ୍ରଣା ଏବେ ବି ମାେତେ ଭୟଭୀତ କରେ।

ଆୟୁବ ପୁସ୍ତକ 13:26

ହେ ପରମେଶ୍ବର, ତୁମ୍ଭେ ମାେ ବିରୁଦ୍ଧ ରେ ତିକ୍ତ କଥା କହୁଛ ଏବଂ ହୁଏତ ମାେ ୟୌବନର ପାପ ପାଇଁ ମାେତେ ଶାସ୍ତି ପ୍ରଦାନ କରୁଛ।

ଆୟୁବ ପୁସ୍ତକ 14:16

ତୁମ୍ଭେ ତଥାପି ମାରେ ପ୍ରତିଟି ପଦକ୍ଷପକେୁ ନିରୀକ୍ଷଣ କରୁଛ, କିନ୍ତୁ ତୁମ୍ଭେ ମାରେ ପାପଗୁଡ଼ିକୁ ମନେ ପକାଇବ ନାହିଁ।

ଆୟୁବ ପୁସ୍ତକ 34:22

ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ବରଙ୍କଠାରୁ ଲୁଚାଇପା ରେ।

ଗୀତସଂହିତା 90:8

ତୁମ୍ଭେ ଆମ୍ଭମାନଙ୍କର ପାପ ବିଷଯରେ ଜାଣ। ତୁମ୍ଭେ ମଧ୍ଯ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।

ଗୀତସଂହିତା 130:3

ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।

ଗୀତସଂହିତା 139:1

ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରୀକ୍ଷା କରିଅଛ। ତୁମ୍ଭେ ମାରେ ସମସ୍ତ ବିଷଯରେ ଜାଣିଅଛ।

ଯିରିମିୟ 16:17

କାରଣ ସମାନଙ୍କେର ସମସ୍ତ କାର୍ୟ୍ଯ ରେ ଆମ୍ଭର ଦୃଷ୍ଟି ଅଛି। ସମାନଙ୍କେର କୌଣସି ଜିନିଷ ଆମ୍ଭ ସାକ୍ଷାତରୁ ଗୁପ୍ତ ରହି ନାହିଁ। କିଅବା ସମାନଙ୍କେର କୌଣସି ଅଧର୍ମ ଆମ୍ଭର ଅଗୋଚର ନୁହେଁ।

Interlinear

Choose Theme