Home Bibles ଆୟୁବ ପୁସ୍ତକ 10:22 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 10:22 · ଓଡ଼ିଆ ବାଇବେଲ

ମାରେ ଯେଉଁ ଅଳ୍ପ ଅବଶିଷ୍ଟ ଜୀବନ ବାକି ଅଛି ତାକୁ ଭୋଗ କରିବାକୁ ଦିଅ ସହେି ଦେଶକୁ ୟିବା ପୂର୍ବରୁ ଯାହାକୁ କହେି କବେେ ଦେଖି ନାହିଁ, ସହେି ଅନ୍ଧକାର ଅବ୍ଯବସ୍ଥା ରାଜ୍ଯ ରେ ଆଲୋକ ମଧ୍ଯ ଘନ ଅନ୍ଧକାର ସମାନ ଅଟେ।

Cross references

ଆୟୁବ ପୁସ୍ତକ 3:5

ମୁଁ ଚା ହେଁ ସହେି ଦିନଟି ମୃତ୍ଯୁ ଭଳି ଅନ୍ଧକାର ହାଇେ ରହନ୍ତା। ମୁଁ ଚା ହେଁ ବାଦଲ ତାକୁ ଲୁଚାଇ ଦିଅନ୍ତା। ମୁଁ ଚା ହେଁ ଯେଉଁଦିନ ମୁଁ ଜନ୍ମ ଲାଭ କଲି କଳାବାଦଲ ସହେିଦିନର ଆଲୋକକୁ ଭୟଭୀତ କରାଇଦେଉ।

ଆୟୁବ ପୁସ୍ତକ 17:13

ମୁଁ ହୁଏତ କବରକୁ ମାରେ ନୂଆ ଘର ବୋଲି ଆଶା କରିବି। ମୁଁ ଆଶା କରୁଛି, ମାରେ ବିଛଣା ଅନ୍ଧକାର ବିବରଣ କରିବି।

ଆୟୁବ ପୁସ୍ତକ 34:22

ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ବରଙ୍କଠାରୁ ଲୁଚାଇପା ରେ।

ଆୟୁବ ପୁସ୍ତକ 38:17

ଆୟୁବ ତୁମ୍ଭେ କବେେ ମୃତ୍ଯୁ ଦେଶର ଦ୍ବାରକୁ ଦେଖିଛ କି ? ତୁମ୍ଭେ କବେେ ସହେି ଫାଟକକୁ ଦେଖିଛ କି ଯାହା ଅନ୍ଧକାର ମରଣ ସ୍ଥାନକୁ ନଇୟୋଏ।

ଗୀତସଂହିତା 23:4

ୟଦିଓ ମୁଁ ମୃତ୍ଯୁଛାଯାର ରୂପ ଉପତ୍ୟକାରେ ଏକା ବାଟ ଚାଲେ, ୟାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁ ଭୟଭୀତ ହବେି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମାେ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମାେତ ସୁରକ୍ଷା କରେ।

ଗୀତସଂହିତା 44:19

ହେ ପରମେଶ୍ବର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ। ଯେଉଁଠାରେ ଶୃଗାଳମାନେ ବାସ କରନ୍ତି। ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦଲେ ୟାହା ମୃତ୍ଯୁଭଳି ଗାଢ଼ ଅନ୍ଧକାର ଅଟେ।

ଗୀତସଂହିତା 88:12

ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ୟ୍ଯ କ୍ରିଯା ଦେଖି ପାରିବେ ନାହିଁ। ପୃଥିବୀରେ ମୃତ ଲୋକମାନେ ଭୁଲିୟାଇ ତୁମ୍ଭ ସୁଗୁଣ ପ୍ରଶଂସା କରିପାରିବେ ନାହିଁ।

ଗୀତସଂହିତା 88:13

ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି। ମାେତେ ସାହାରା ଦିଅ। ପ୍ରେତ୍ୟକକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।

ଉପଦେଶକ 9:10

ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।

ଯିରିମିୟ 2:6

ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ ଯେ, 'ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତର ରେ ମରୁଭୂମି ଓ ଗର୍ତ୍ତମଯ ଦେଶରୁ ଆଉ ନିର୍ଜନ ଓ ମୃତ୍ଯୁଛାଯାରୂପ ଦେଶରୁ, ପୁଣି ପଥିକବିହୀନ ଓ ନିବାସୀଶୂନ୍ଯ ଦେଶ ମଧ୍ଯରୁ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସହେି ସଦାପ୍ରଭୁ କାହାଁନ୍ତି ?'

ଯିରିମିୟ 13:16

ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମଯ ପର୍ବତ ରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ଯୁଚ୍ଛାଯା ଓ ଘାରେ ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷା ରେ ତୁମ୍ଭମାନେେ ତାଙ୍କର ପ୍ରଶଂସା କର।

ଲୂକଲିଖିତ ସୁସମାଚାର 16:26

ତା' ଛଡା ତୋର ଓ ଆମ୍ଭ ମଝି ରେ ଗୋଟିଏ ବଡ ଖାତ ଅଛି। ତୋତେ ସାହାୟ୍ଯ କରିବା ପାଇଁ ସହେି ଖାତକୁ କହେି ପାରି ହାଇେ ଯାଇ ପାରିବେ ନାହିଁ।' ଏବଂ ସହେି ସ୍ଥାନ ଛାଡି କହେି ଏଠାକୁ ଆସି ପାରିବେ ନାହିଁ।

Interlinear

Choose Theme