Home Bibles ଆୟୁବ ପୁସ୍ତକ 11:5 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 11:5 · ଓଡ଼ିଆ ବାଇବେଲ

ଆୟୁବ, ଆହା ସତ ରେ ଯଦି ପରମେଶ୍ବର ତୁମ୍ଭକୁ କଥା କହନ୍ତେ ଏବଂ କହନ୍ତେ ତୁମ୍ଭେ ଭଲ।

Cross references

ଆୟୁବ ପୁସ୍ତକ 23:3

ମୁଁ ଇଚ୍ଛା କରେ ମୁଁ ଜାଣିଥାନ୍ତି ପରମେଶ୍ବର କେଉଁଠି ମିଳିବେ ଏବଂ ମୁଁ ଜାଣେ ତାଙ୍କ ନିକଟକୁ କିପରି ୟାଇ ହବେ।

ଆୟୁବ ପୁସ୍ତକ 31:35

ମୁଁ କାମନା କରେ ମାେ କଥା ଜଣେ କହେି ଶୁଣ। ମାେ ପକ୍ଷର କଥା କହିବାକୁ ମାେତେ ଦିଆଯାଉ। ମୁଁ ଚା ହେଁ ସର୍ବଶକ୍ତିମାନ ପରମେଶ୍ବର ମାେତେ ଉତ୍ତର ଦିଅନ୍ତୁ। ମୁଁ କ'ଣ ଭୁଲ୍ କରିଛି ବୋଲି ସେ ଭାବନ୍ତି। ମୁଁ ଚା ହେଁ ସେ ତାହା ଲେଖି ଦିଅନ୍ତୁ।

ଆୟୁବ ପୁସ୍ତକ 33:6

ପରମେଶ୍ବରଙ୍କ ସମ୍ମୁଖ ରେ ତୁମ୍ଭେ ଏବଂ ମୁଁ ସମାନ। ଆମ୍ଭକୁ ତିଆରି କରିବା ପାଇଁ ପରମେଶ୍ବର ମାଟି ହିଁ ବ୍ଯବହାର କରିଛନ୍ତି।

ଆୟୁବ ପୁସ୍ତକ 38:1

ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,

ଆୟୁବ ପୁସ୍ତକ 40:1

ସଦାପ୍ରଭୁ ଆୟୁବକୁ ଉତ୍ତର ଦଇେ କହିଲେ,

ଆୟୁବ ପୁସ୍ତକ 40:8

ଆୟୁବ, ତୁମ୍ଭେ କ'ଣ ଭାବୁଛ ମୁଁ ନ୍ଯାଯୀ ନୁହେଁ ? ତୁମ୍ଭେ କହୁଛ ମୁଁ ଅପରାଧୀ ଭୁଲ କାମ କରି ୟଦ୍ବାରା ତୁମ୍ଭେ ନିରୀହ ପ୍ରମାଣିତ ହବେ।

ଆୟୁବ ପୁସ୍ତକ 42:7

ସଦାପ୍ରଭୁ ଆୟୁବ ସହିତ କଥା ଶଷେ କଲା ପରେ ସେ ତୈମନୀଯ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲୀଫସକୁ କହିଲେ, ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କୋରଧିତ। କାହିଁକି ? କାରଣ ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।

Interlinear

Choose Theme