ଆୟୁବ ପୁସ୍ତକ 11:9 · ଓଡ଼ିଆ ବାଇବେଲ
ପରମେଶ୍ବର ପୃଥିବୀଠାରୁ ଉଚ୍ଚ ଗରୀଯାନ ସମୁଦ୍ରଠାରୁ ଆହୁରି ଗଭୀର।
Cross references
ଆୟୁବ ପୁସ୍ତକ 28:24
ପରମେଶ୍ବର ପୃଥିବୀର ଶଷେ ପର୍ୟ୍ଯନ୍ତ ଦେଖିପାରନ୍ତି। ସେ ଆକାଶର ନିମ୍ନ ରେ ଥିବା ସବୁକିଛି ଦେଖି ପାରନ୍ତି।
ଆୟୁବ ପୁସ୍ତକ 33:12
କିନ୍ତୁ ଆୟୁବ ମୁଁ ତୁମ୍ଭକୁ କହୁଛି, ତୁମ୍ଭେ ସେସବୁ ଭୁଲ୍ କଥା କହିଛ। ପରମେଶ୍ବର ଯେ କୌଣସି ମଣିଷ ଅପେକ୍ଷା ବଡ଼।
ଆୟୁବ ପୁସ୍ତକ 42:3
ହେ ସଦାପ୍ରଭୁ, ତୁମ୍ଭେ ମାେତେ ପଚାରିଲ, 'କିଏ ଏହି ଜ୍ଞାନହୀନ ମଣିଷ, ୟିଏ ନିର୍ବୋଧ ଭଳି କଥା କହୁଛି।' ହେ ସଦାପ୍ରଭୁ, ମୁଁ ସହେି ବିଷଯ ରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସହେିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ୟ୍ଯଜନକ ଯେ ତାହା ମାେ ବୁଝିବା ଶକ୍ତିର ବାହା ରେ।
ଗୀତସଂହିତା 65:5
ହେ ପରମେଶ୍ବର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯ ମାଧ୍ଯମରେ ଉତ୍ତର ଦିଅ ଓ ୟାହା ୟଥାର୍ଥ ତାହା କର। ସମଗ୍ର ବିଶ୍ବର ଲୋକମାନେ ବିଶ୍ବାସ ତୁମ୍ଭଠାରେ ରଖନ୍ତି।
ଗୀତସଂହିତା 139:9
ସଦାପ୍ରଭୁ ମୁଁ ୟଦି ପୂର୍ବକୁ ୟାଏଁ ଯେଉଁଠାରେ ସୂର୍ୟ୍ଯ ଉଦଯ ହେଉଅଛି। ୟଦି ମୁଁ ପଶ୍ଚିମରେ ସମୁଦ୍ରର ପ୍ରାନ୍ତ ସୀମାକୁ ୟାଏ,