Home Bibles ଆୟୁବ ପୁସ୍ତକ 12:2 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 12:2 · ଓଡ଼ିଆ ବାଇବେଲ

ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।

Cross references

ଆୟୁବ ପୁସ୍ତକ 6:24

ମାେତେ ଶିକ୍ଷା ଦିଅ। ତା' ଉତ୍ତା ରେ ମୁଁ ନିରବ ରହିବି। ମାେତେ କୁହ ମୁଁ କ'ଣ ଭୁଲ କରୁଛି।

ଆୟୁବ ପୁସ୍ତକ 8:8

ପ୍ରାଚୀନ କାଳର ଲୋକମାନଙ୍କୁ ପଚାର ଓ ସମାନଙ୍କେ ପୂର୍ବପୁରୁଷମାନେ ସମାନଙ୍କେୁ ଯାହା ଶିକ୍ଷା ଦଇେଥିଲେ, ତାକୁ ମନୋୟୋଗ ଦଇେ ଶୁଣ।

ଆୟୁବ ପୁସ୍ତକ 11:2

ଏତେ ଶବ୍ଦର ବନ୍ଯାର କିଛି ଉତ୍ତର ଦିଆୟିବ ନାହିଁ କି। ଏହା କ'ଣ ଆୟୁବର ନିର୍ଦ୍ ଦୋଷତା ପ୍ରମାଣ କରୁଛି ? ନାଁ।

ଆୟୁବ ପୁସ୍ତକ 11:6

ପରମେଶ୍ବର ତୁମ୍ଭକୁ ଜ୍ଞାନର ନିଗୂଢ଼ ରହସ୍ଯ ବିଷଯ ରେ କହନ୍ତେ ଏବଂ ସେ କହି ପାରନ୍ତେ କିପରି ଗୋଟିଏ ଗପର ଦୁଇଟି ପାଖ ରହିଛି। ଆୟୁବ ତୁମ୍ଭେ ଶୁଣ, ପରମେଶ୍ବର ତୁମ୍ଭକୁ ଦଣ୍ଡ ଦେଉ ନାହାଁନ୍ତି ଯେତିକି ସେ ତୁମ୍ଭକୁ ଦବୋ କଥା।

ଆୟୁବ ପୁସ୍ତକ 11:12

ଗୋଟାଏ ବଣୁଆ ଗଧ ମଣିଷକୁ ଜନ୍ମ ଦଇପୋ ରେ ନାହିଁ। ଜଣେ ବୋକା କବେେ ଜ୍ଞାନୀ ହାଇପୋରିବ ନାହିଁ।

ଆୟୁବ ପୁସ୍ତକ 15:2

ଆୟୁବ, ଯଦି ତୁମ୍ଭେ ପ୍ରକୃତ ରେ ଜ୍ଞାନୀ, ତବେେ ତୁମ୍ଭେ ବ୍ଯକ୍ତିଗତ ମୂଲ୍ଯହୀନ ମତ ରେ ଉତ୍ତର ଦିଅନ୍ତ ନାହିଁ। ଜଣେ ଜ୍ଞାନୀ ଲୋକ ଏତେ ଗରମ ପବନ ରେ ଭର୍ତ୍ତି ହାଇେ ରହିବ ନାହିଁ।

ଆୟୁବ ପୁସ୍ତକ 17:4

ତୁମ୍ଭେ ମାରେ ବନ୍ଧୁମାନଙ୍କ ମନକୁ ବୁଝିବାକୁ ବାରଣ କରିଛ। ସେଥିପାଇଁ ସମାନେେ ଠିକ୍ ବୋଲି ତୁମ୍ଭେ ସମାନଙ୍କେୁ ଚିନ୍ତା କରିବାକୁ ଦବେ ନାହିଁ।

ଆୟୁବ ପୁସ୍ତକ 17:10

ବର୍ତ୍ତମାନ ତୁମ୍ଭମାନେେ ସମସ୍ତେ ଫରେିଆସ। ତୁମ୍ଭମାନଙ୍କ ଭିତରୁ କହେି ଜଣେ ଜ୍ଞାନୀ ଲୋକ ମୁଁ ପାଇ ପାରିବି ନାହିଁ।

ଆୟୁବ ପୁସ୍ତକ 20:3

ତୁମ୍ଭେ ତୁମ୍ଭର ଉତ୍ତର ରେ ଆମ୍ଭକୁ ଅପମାନିତ କରିଛ। କିନ୍ତୁ ମୁଁ ଜ୍ଞାନୀ, ତେଣୁ ତୁମ୍ଭକୁ କିପରି ଉତ୍ତର ଦବୋକୁ ହବେ ମୁଁ ଜାଣେ।

ଆୟୁବ ପୁସ୍ତକ 26:3

ତୁମ୍ଭେ ମାେ ଭଳି ଅଜ୍ଞାନୀକୁ ପରାମର୍ଶ ଦଇେଛ ତୁମ୍ଭେ ଏହାଦ୍ବାରା ପ୍ରମାଣ କରିଛ, ତୁମ୍ଭେ କେତେ ଜ୍ଞାନୀ।

ଆୟୁବ ପୁସ୍ତକ 32:7

ମୁଁ ନିଜେ ଚିନ୍ତା କରୁଥିଲି, 'ବଯସ୍କ ଲୋକମାନେ ପ୍ରଥମେ କହିବା ଉଚିତ। ସମାନେେ ଅନକେ ଦିନ ହେଲା ବଞ୍ଚିଛନ୍ତି। ସମାନେେ ଅନକେ କଥା ଶିଖିଛନ୍ତି।'

ହିତୋପଦେଶ 28:11

ଧନବାନ ଆପଣା ଦୃଷ୍ଟି ରେ ଜ୍ଞାନବାନ। ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚଯ ନିଏ।

ଯିଶାଇୟ 5:21

ସସମାଲନ ମଧ୍ଯ ନିଜକୁ ଭାବନ୍ତିସଯସସମାଲନ ଅତି କର୍ମଠ ଓ ବୁଦ୍ଧିମାନ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:10

ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହାଇେଛୁ। କିନ୍ତୁ ତୁମ୍ଭମାନେେ ନିଜକୁ ଖ୍ରୀଷ୍ଟଙ୍କଠା ରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭମାନେେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:5

ମୁଁ ତୁମ୍ଭକୁ ଲଜ୍ଜା ଦବୋ ପାଇଁ ଏପରି କହୁଛି। ଖ୍ରୀଷ୍ଟ ବିଶ୍ବାସୀ ଭାଇମାନଙ୍କ ମଧିଅରେ ଥିବା ବିବାଦର ବିଚାର କରିବାକୁ ତୁମ୍ଭମାନଙ୍କ ଭିତ ରେ କ'ଣ ଜଣେ ହେଲେ ଜ୍ଞାନୀ ଲୋକ ନାହିଁ ?

Interlinear

Choose Theme