Home Bibles ଆୟୁବ ପୁସ୍ତକ 12:21 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 12:21 · ଓଡ଼ିଆ ବାଇବେଲ

ପରମେଶ୍ବର ନେତାମାନଙ୍କୁ ତୁଚ୍ଛ କରି ଦିଅନ୍ତି। ସେ ଶାସକଠାରୁ କ୍ଷମତା ମଧ୍ଯ ଛଡ଼ାଇ ନିଅନ୍ତି।

Cross references

ଯାତ୍ରା ପୁସ୍ତକ 8:2

ଯଦି ତୁମ୍ଭେ ମାରେ ଲୋକମାନଙ୍କୁ ଛାଡିବାକୁ ମନା କରିବ, ତବେେ ମୁଁ ମିଶରକୁ ସଂପୂର୍ଣ୍ଣ ବେଙ୍ଗ ରେ ପରିପୂର୍ଣ୍ଣ କରି ଦବେି।

ଯାତ୍ରା ପୁସ୍ତକ 16:24

ତେଣୁ ଲୋକମାନେ ବଳକା ଖାଦ୍ୟକୁ ସଂଚଯ କଲେ। ସହେି ଖାଦ୍ୟ ଜମା ନଷ୍ଟ ହେଲା ନାହିଁ। ସେଥି ରେ କୃମୀ ନଥିଲେ।

ପ୍ରଥମ ରାଜାବଳୀ 21:23

ଆଉ ସଦାପ୍ରଭୁ କହିଲେ, 'ତୁମ୍ଭର ପତ୍ନୀ ଈଷବଲରେ ମୃତ ଶରୀରକୁ ନଗରର କାନ୍ଥ ନିକଟରେ ଗୋଟିଏ ଭୂମି ୟିଷ୍ରିଯଲେ ନଗରର କୁକୁରମାନେ ଖାଇବେ।

ଦିତୀୟ ରାଜାବଳୀ 9:26

ସଦାପ୍ରଭୁ କହିଥିଲେ, 'ଆମ୍ଭେ ଗତକାଲି ନାବୋତର ରକ୍ତ ଓ ତା'ର ପୁତ୍ରମାନଙ୍କ ରକ୍ତ ଦେଖିଲୁ। ତେଣୁ ମୁଁ ଆହାବ୍କୁ ଏହି ଭୂମିରେ ପ୍ରତିଫଳ ଦବେି।' ସଦାପ୍ରଭୁ ଏହା କହିଥିଲେ। ତେଣୁ ସଦାପ୍ରଭୁଙ୍କ ବାକ୍ଯାନୁସା ରେ ୟୋରାମଙ୍କୁ ନଇେ ସହେି କ୍ଷେତ୍ର ଭୁମି ରେ ପକାଅ।

ଦିତୀୟ ରାଜାବଳୀ 9:34

ଯହେୂ ଭିତରକୁ ୟାଇ ଭୋଜନ ପାନ କଲେ। ତା'ପରେ ସେ କହିଲେ, ବର୍ତ୍ତମାନ ଏହି ଅଭିଶପ୍ତା ନାରୀ କଥା ବୁଝ ଓ ତାକୁ କବର ଦିଅ, କାରଣ ସେ ରାଜକନ୍ଯା।

ଆୟୁବ ପୁସ୍ତକ 3:15

ମାେତେ ଯଦି ସହେି ଶାସକମାନଙ୍କ ସହିତ କବର ଦିଆୟାଇଥାନ୍ତା। ସମାନଙ୍କେର ଘରଗୁଡ଼ିକ ସୁନା ରୂପା ରେ ଭରିଥିଲା।

ଆୟୁବ ପୁସ୍ତକ 30:11

ପରମେଶ୍ବର ମାେ ଧନୁରୁ ବାଣ କାଢ଼ି ନଇେଛନ୍ତି ଏବଂ ମାେତେ ଦୁର୍ବଳ କରି ଦଇେଛନ୍ତି। ସହେି ୟୁବକମାନେ ସମସ୍ତ ପ୍ରକାର ଆକ୍ଷପେ କରନ୍ତି, ଯେତବେେଳେ ମାେତେ ଦେଖନ୍ତି।

ଗୀତସଂହିତା 107:40

ପରମେଶ୍ବର ସମାନଙ୍କେର ଅଧିପତିମାନଙ୍କୁ ଅପମାନିତ ଓ ବିଚଳିତ କରିଥିଲେ, ଯେଉଁମାନେ ତାଙ୍କୁ ଅତ୍ଯାଚାର କରିଥିଲେ। ପୁଣି ସମାନଙ୍କେୁ ପଥହୀନ ମରୁଭୂମିରେ ଭ୍ରମଣ କରାଇଥିଲେ।

ଯିଶାଇୟ 5:27

ସସହି ଶତ୍ରୁଗଣସକଲବ ଅବଶସହଲବ ନାହିଁ କିସସମାନଙ୍କର ପତନସହବ ନାହିଁ।ସସମାଲନସକଲବ ଢୁଳାଇବଲ ନାହିଁ କିସଶାଇଯିଲବ ନାହିଁ।ସସମାନଙ୍କର କଟିବନ୍ଧନସକଲବ ଫିଟିବ ନାହିଁ କି ପାଦୁକାର ବନ୍ଧନ ଛିଣ୍ଡିବ ନାହିଁ।

ଯିଶାଇୟ 11:5

ପୁଣି ଯେତବେେଳେ ଦୁଷ୍ଟାଚାରୀମାନଙ୍କୁ ସଂହାର କରିବାକୁ ଆଦେଶ ଦବେେ, ସେତବେେଳେ ସମାନେେ ନିହତ ହବେେ। ଧର୍ମ ଓ ନ୍ଯାଯ ସେ ପିଲାକୁ ଶକ୍ତି ଦବେ। ସଗେୁଡ଼ିକ ତା'ର ଅଣ୍ଟାର ବଳଯ ସଦୃଶ ହବେ।

ଯିଶାଇୟ 22:21

ସଦେିନ ମୁଁ ତୁମ୍ଭର ପରିଧାନ ନଇେ ତାକୁ ପିନ୍ଧାଇବି। ମୁଁ ତୁମ୍ଭର କତ୍ତୃର୍ତ୍ବାଧିକାର ତାକୁ ସମର୍ପଣ କରିବି। ତେଣୁ ସେ ୟିରୁଶାଲମ ନିବାସୀ ଓ ଯିହୁଦା ବଂଶର ପିତା ହବେ।

ଯିଶାଇୟ 23:9

ସର୍ବଶକ୍ତିମାନ ସଦାପ୍ରଭୁ ପୃଥିବୀର ସମସ୍ତ ଅହଙ୍କାରୀମାନଙ୍କର ଗର୍ବ, ସମ୍ଭ୍ରାନ୍ତମାନଙ୍କର ଗୌରବକୁ ତୁଚ୍ଛ କରିବାକୁ ମନ୍ତ୍ରଣା କରିଛନ୍ତି।

ଯିଶାଇୟ 24:21

ସଦେିନ ସଦାପ୍ରଭୁ ଉର୍ଦ୍ଧ୍ବସ୍ଥ ସୈନ୍ଯଙ୍କୁ ସୀମାନ୍ତଙ୍କୁ ଉର୍ଦ୍ଧ୍ବ ରେ ଓ ପୃଥିବୀସ୍ଥ ରାଜାମାନଙ୍କୁ ପୃଥିବୀ ରେ ପ୍ରତିଫଳ ଦବେେ।

ଯିଶାଇୟ 37:38

ଦିନେ ସନ୍ ହରେୀବ ନିଷ୍ରୋଳ ନାମକ ଦବେତାର ଗୃହ ରେ ପୂଜା କଲା ବେଳେ ତା'ର ଦୁଇ ପୁତ୍ର ଅଦ୍ରମ୍ମଲକେ ଓ ଶ ରେତ୍ସର ତାକୁ ଖଡ୍ଗ ରେ ବଧ କଲେ। ତା'ପ ରେ ସମାନେେ ଅରାରଟ ଦେଶକୁ ପଳାଯନ କଲେ। ତେଣୁ ତାହାର ପୁତ୍ର ଏସରହଦ୍ଦୋନ ଅଶୂରର ରାଜତ୍ବ କଲା।

ଦାନିଏଲ 2:21

ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି। ସେ ରାଜାମାନଙ୍କୁ ପଦଚ୍ଯୁତ କରନ୍ତି ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି। ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତ ମାନଙ୍କୁ ସୁବିବଚେନା ଦିଅନ୍ତି।

ଦାନିଏଲ 4:32

ଏବଂ ତୁମ୍ଭେ ମନୁଷ୍ଯମାନଙ୍କ ମଧ୍ଯରୁ ବିତାଡିତ ହବେ। କ୍ଷେତ୍ରସ୍ଥ ପଶୁମାନଙ୍କ ମଧିଅରେ ତୁମ୍ଭେ ବାସ କରିବ ଓ ଗୋରୁ ପରି ତୃଣ ଭୋଜନ କରିବ। ଏହିରୂପେ ତୁମ୍ଭ ଉପ ରେ ସାତବର୍ଷ ଅତିକ୍ରମ କରିୟିବ। ଶଷେ ରେ ଯେ ସର୍ବୋପରିସ୍ଥ ପରମେଶ୍ବର ସମଗ୍ର ମନୁଷ୍ଯ ଉପ ରେ ପ୍ରଭୁତ୍ବ କରନ୍ତି ଓ ଯାହାକୁ ଯାହା ଇଚ୍ଛା ତାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।

ମାଥିଉଲିଖିତ ସୁସମାଚାର 2:12

କିନ୍ତୁ ପରମେଶ୍ବର ସମାନଙ୍କେୁ େ ହରୋଦଙ୍କ ପାଖକୁ ଫରେି ନ ୟିବାକୁ ସ୍ବପ୍ନ ରେ ସାବଧାନ କରାଇ ଦେଲେ। ତେଣୁ ସମାନେେ ଅନ୍ୟ ଏକ ପଥ ଦଇେ ନିଜ ଦେଶକୁ ଫରେିଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:23

େ ହରୋଦ ନିଜର ଏହି ପ୍ରଶଂସା ଶୁଣିଲେ, କିନ୍ତୁ ସେ ପରମେଶ୍ବରଙ୍କୁ ତାହାଙ୍କର ସମ୍ମାନ ଜଣାଇଲେ ନାହିଁ। ତେଣୁ ପ୍ରଭୁଙ୍କର ଜଣେ ଦୂତ ହଠାତ୍ ତାହାଙ୍କୁ ଆଘାତ କଲେ ଓ ତାହାଙ୍କ ଶରୀରକୁ କୀଟମାନେ ଖାଇଲେ। ଶଷେ ରେ ସେ ମୃତ୍ଯୁବରଣ କଲେ।

ଏଫିସୀୟଙ୍କ ପ୍ରତି ପତ୍ର 6:10

ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁ ହେ, ପ୍ରଭୁଙ୍କଠା ରେ ଓ ତାହାଙ୍କର ମହାନ ଶକ୍ତି ରେ ବଳବାନ ହୁଅ।

ଏଫିସୀୟଙ୍କ ପ୍ରତି ପତ୍ର 6:14

ଅତଏବ, ଅଣ୍ଟା ରେ ସତ୍ଯର କଟିବନ୍ଧ ବାନ୍ଧି, ବକ୍ଷ ରେ ଧାର୍ମିକ ଜୀବନର ସୁରକ୍ଷାୟୁକ୍ତ ବୁକୁପଟା ପିନ୍ଧ।

Interlinear

Choose Theme