ମୁଁ ନିଜକୁ ବିପଦ ରେ ପକାଇବି ଏବଂ ମାେ ଜୀବନ ନିଜ ହାତ ରେ ଦବେି।
Cross references
ତୁମ୍ଭମାନେେ ମାେତେ ସାହାୟ୍ଯ କଲନାହିଁ। ଏଥିଯୋଗୁ ମୁ ମାରେ ଜୀବନକକ୍ସ୍ଟ ବାଜି ଲଗାଇଲି। ମୁ ନଦୀ ପାର ହାଇେ ଅେମ୍ମାନୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମାେତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭମାନେେ ଆଜି କାହିଁକି ମାେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଆସିଲ?
ସେ ଆପଣା ପ୍ରାଣକକ୍ସ୍ଟ ବିପଦ ରେ ପକାଇ ପଲେଷ୍ଟୀୟକକ୍ସ୍ଟ ହତ୍ଯା କଲା। ସେଥି ରେ ସଦାପ୍ରଭୁ ସମକ୍ସ୍ଟଦାଯ ଇଶ୍ରାୟେଲ ନିମନ୍ତେ ମହା ବିଜଯ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣ ରେ ଦାଉଦକକ୍ସ୍ଟ ହତ୍ଯା କରିବେ କାହିଁକି? ସେ ନିର୍ଦ୍ ଦୋଷ, ତାକକ୍ସ୍ଟ ହତ୍ଯା କରିବାର କିଛି କାରଣ ନାହିଁ।
ସହେି ସ୍ତ୍ରୀ ଲୋକଟି ଶାଉଲଙ୍କ ନିକଟକକ୍ସ୍ଟ ଆସି ଦେଖିଲା ଯେ, ସେ ଅତି ଭୟଭୀତ ଥିଲା। ସେ କହିଲା, ଦେଖ, ମୁ ତୁମ୍ଭର ଦାସୀ ମୁ ତୁମ୍ଭକୁ ସମ୍ମାନ କରୁଛି। ମୁ ମାରେ ଜୀବନକକ୍ସ୍ଟ ସଙ୍କଟାପୂର୍ଣ କରି ତୁମ୍ଭେ ଯାହା କହିଲି, ମୁ ତାହା କଲି।
ଆୟୁବ, ତୁମ୍ଭର ରାଗ କବଳେ ତୁମ୍ଭକୁ ଆଘାତ କରିବ। କବଳେ ତୁମ୍ଭ ପାଇଁ କ'ଣ ଲୋକେ ପୃଥିବୀକୁ ପରିତ୍ଯାଗ କରିବେ ? ତୁମ୍ଭେ କ'ଣ ଭାବୁଛ ତୁମ୍ଭକୁ ସନ୍ତୁଷ୍ଟ କରିବା ପାଇଁ ପରମେଶ୍ବର ପର୍ବତକୁ ଘୁଞ୍ଚାଇ ଦବେେ?
ମାେ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ, କିନ୍ତୁ ମୁଁ ଏବେ ପର୍ୟ୍ଯନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ ହାଇେ ନାହିଁ।
କିଛି ଲୋକ କହନ୍ତି, ମୂର୍ଖମାନେ ହସ୍ତ ବାନ୍ଧି ବସନ୍ତି। ଯଦି ତୁମ୍ଭେ ପରିଶ୍ରମ ନ କର, ତବେେ ତୁମ୍କେ ଉପବାସ ରେ ମୃତ୍ଯୁ ଭୋଗ କରିବ।
ଲୋକମାନେ ଦକ୍ଷିଣ ହସ୍ତ ରେ ଚଞ୍ଚଳ ଚଞ୍ଚଳ ଗିଳି ପକାଇବେ, ମାତ୍ର କ୍ଷୁଧିତ ହବେେ। ବାମ ହସ୍ତ ରେ ଯାହା ଭୋଜନ କରିବେ ସେଥି ରେ ତୃପ୍ତ ହବେେ ନାହିଁ। ତା'ପ ରେ ସମାନେେ ନିଜ ପିଲାମାନଙ୍କ ମାଂସ ଭକ୍ଷଣ କରିବେ।
ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସମାନଙ୍କେର ନିଜ ମାଂସ ଭୋଜନ କରାଇବା ; ସୁମିଷ୍ଟ ଦ୍ରାକ୍ଷାରସ ରେ ସମାନେେ ମତ୍ତ ହେଲାପରି ସମାନେେ ନିଜ ରକ୍ତ ରେ ମତ୍ତ ହବେେ ; ତାହା ହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।