Home Bibles ଆୟୁବ ପୁସ୍ତକ 13:22 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 13:22 · ଓଡ଼ିଆ ବାଇବେଲ

ତା'ପରେ ମାେତେ ଡ଼ାକ ମୁଁ ଉତ୍ତର ଦବେି କିମ୍ବା ମୁଁ କହିବି ତୁମ୍ଭେ ଉତ୍ତର ଦିଅ।

Cross references

ଆୟୁବ ପୁସ୍ତକ 9:16

ମୁଁ ତାଙ୍କୁ ଯଦି ଡାକେ ଏବଂ ସେ ମାେତେ ଉତ୍ତର ଦିଅନ୍ତି, ମୁଁ ତଥାପି ବିଶ୍ବାସ କରେ ନାହିଁ ଯେ ସେ ମାରେ କଥା ଶୁଣିବେ।

ଆୟୁବ ପୁସ୍ତକ 9:32

ପରମେଶ୍ବର ମାେଭଳି ମନୁଷ୍ଯ ନୁହନ୍ତି ଯେ ମୁଁ ତାହାଙ୍କୁ ଉତ୍ତର ଦବେି। ଆମ୍ଭର କବେେ ଗୋଟିଏ ନ୍ଯାଯାଳଯ ରେ ଏକତ୍ର ପରସ୍ପର ସାକ୍ଷାତ ହାଇପୋରିବ ନାହିଁ।

ଆୟୁବ ପୁସ୍ତକ 14:15

ହେ ପରମେଶ୍ବର, ତୁମ୍ଭେ ମାେତେ ଡ଼ାକିବ ଏବଂ ମୁଁ ତୁମ୍ଭକୁ ଉତ୍ତର ଦବେି। ତା'ପରେ ତୁମ୍ଭେ ଯେଉଁ ମଣିଷକୁ ତିଆରି କରିଛ, ସେ ତୁମ୍ଭ ପାଇଁ ମୁଖ୍ଯ ହବେ।

ଆୟୁବ ପୁସ୍ତକ 31:35

ମୁଁ କାମନା କରେ ମାେ କଥା ଜଣେ କହେି ଶୁଣ। ମାେ ପକ୍ଷର କଥା କହିବାକୁ ମାେତେ ଦିଆଯାଉ। ମୁଁ ଚା ହେଁ ସର୍ବଶକ୍ତିମାନ ପରମେଶ୍ବର ମାେତେ ଉତ୍ତର ଦିଅନ୍ତୁ। ମୁଁ କ'ଣ ଭୁଲ୍ କରିଛି ବୋଲି ସେ ଭାବନ୍ତି। ମୁଁ ଚା ହେଁ ସେ ତାହା ଲେଖି ଦିଅନ୍ତୁ।

ଆୟୁବ ପୁସ୍ତକ 38:3

ଆୟୁବ, ଜଣେ ମଣିଷ ପରି ଛିଡ଼ା ହାଇୟୋଅ, ଯାହା ଫଳ ରେ ମୁଁ ତୁମ୍ଭକୁ ପ୍ରଶ୍ନ ପଚାରି ପାରିବି ଏବଂ ତୁମ୍ଭେ ମାେତେ ଉତ୍ତର ଦଇପୋରିବ।

ଆୟୁବ ପୁସ୍ତକ 40:4

ମୁଁ ଅତି ନିକୃଷ୍ଟ କଥା କହିବାକୁ ! ମୁଁ ବା ତୁମ୍ଭକୁ କି ଉତ୍ତର ଦବେି ? ମୁଁ ତୁମ୍ଭକୁ ଉତ୍ତର ଦଇେ ପାରିବି ନାହିଁ। ମୁଁ ମାରେ ହାତଦ୍ବାରା ମାରେ ମୁହଁ ବନ୍ଦ କରିବି।

ଆୟୁବ ପୁସ୍ତକ 42:3

ହେ ସଦାପ୍ରଭୁ, ତୁମ୍ଭେ ମାେତେ ପଚାରିଲ, 'କିଏ ଏହି ଜ୍ଞାନହୀନ ମଣିଷ, ୟିଏ ନିର୍ବୋଧ ଭଳି କଥା କହୁଛି।' ହେ ସଦାପ୍ରଭୁ, ମୁଁ ସହେି ବିଷଯ ରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସହେିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ୟ୍ଯଜନକ ଯେ ତାହା ମାେ ବୁଝିବା ଶକ୍ତିର ବାହା ରେ।

Interlinear

Choose Theme