Home Bibles ଆୟୁବ ପୁସ୍ତକ 14:15 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 14:15 · ଓଡ଼ିଆ ବାଇବେଲ

ହେ ପରମେଶ୍ବର, ତୁମ୍ଭେ ମାେତେ ଡ଼ାକିବ ଏବଂ ମୁଁ ତୁମ୍ଭକୁ ଉତ୍ତର ଦବେି। ତା'ପରେ ତୁମ୍ଭେ ଯେଉଁ ମଣିଷକୁ ତିଆରି କରିଛ, ସେ ତୁମ୍ଭ ପାଇଁ ମୁଖ୍ଯ ହବେ।

Cross references

ଆୟୁବ ପୁସ୍ତକ 7:21

କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?

ଆୟୁବ ପୁସ୍ତକ 10:3

ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।

ଆୟୁବ ପୁସ୍ତକ 10:8

ହେ ପରମେଶ୍ବର, ତୁମ୍ଭେ ମାେତେ ତୁମ୍ଭ ହାତ ରେ ଗଢ଼ିଛ। ମାରେ ଶରୀରକୁ ତୁମ୍ଭେ ନିର୍ମାଣ କରିଛ। କିନ୍ତୁ ବର୍ତ୍ତମାନ ତୁମ୍ଭେ ବଦଳିଛ ଏବଂ ମାେତେ ଧ୍ବଂସ କରିଛ।

ଆୟୁବ ପୁସ୍ତକ 13:22

ତା'ପରେ ମାେତେ ଡ଼ାକ ମୁଁ ଉତ୍ତର ଦବେି କିମ୍ବା ମୁଁ କହିବି ତୁମ୍ଭେ ଉତ୍ତର ଦିଅ।

ଗୀତସଂହିତା 50:4

ଆମ୍ଭର ପରମେଶ୍ବର ଆକାଶ ଓ ପୃଥିବୀକୁ ଡ଼ାକି କହିଲେ, ତୁମ୍ଭେ ଶୁଣ, ମୁଁ ପରମେଶ୍ବରଙ୍କର ଲୋକମାନଙ୍କର ବିଚାର କରିବି।

ଗୀତସଂହିତା 138:8

ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମାେତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତଣେୁ ଆମ୍ଭକୁ ପରିତ୍ଯାଗ କର ନାହିଁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:17

ତା'ପରେ ସେ ସମୟରେ ଆମ୍ଭେ ଜୀବିତ ଥିବା ଲୋକେ ମୃତଲୋକମାନଙ୍କ ସହିତ ଏକାଠି ରୁଣ୍ଡ ହବୋ। ଆମ୍ଭକୁ ମେଘମାଳା ଭିତରକୁ ନିଆୟିବ ଓ ସଠାେରେ ବାଯୁମଣ୍ଡଳ ରେ ଆମ୍ଭେ ପ୍ରଭୁଙ୍କୁ ସାକ୍ଷାତ କରିବୁ।

ପିତରଙ୍କ ପ୍ରଥମ ପତ୍ 4:19

ଅତଏବ ଯେଉଁ ଲୋକମାନେ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଯାତନା ଭୋଗ କରୁଛନ୍ତି, ସମାନେେ ତାହାଙ୍କୁ ସମାନଙ୍କେର ଆତ୍ମା ବିଶ୍ବାସପୂର୍ବକ ସମର୍ପଣ କରିଦବୋ ଉଚିତ୍। ପରମେଶ୍ବର ସମାନଙ୍କେୁ ଗଠନ କରିଛନ୍ତି ଓ ତେଣୁ ସମାନେେ ତାହାଙ୍କୁ ବିଶ୍ବାସ କରିପାରିବେ। ଅତଏବ ସମାନେେ ଭଲ କାମ କରିଚାଲିବା ଉଚିତ।

ଯୋହନଙ୍କ ପ୍ରଥମ ପତ୍ର 2:28

ପ୍ରିୟ ପିଲାମାନେ, ତାହାଙ୍କଠା ରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭମାନେେ ଭରସାୟୁକ୍ତ ହାଇେ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସହେିଦିନ ଆମ୍ଭକୁ ଲଜ୍ଜିତ ହବୋକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।

Interlinear

Choose Theme