ସହେି ବ୍ଯକ୍ତି କବଳେ ନିଜ ଶରୀର ରେ ୟନ୍ତ୍ରଣାକୁ ଅନୁଭବ କରିପା ରେ ଏବଂ କବଳେ ନିଜ ପାଇଁ ଶାେକ କରେ।
Cross references
ତେଣୁ ମୁଁ ଅତି କ୍ଷୀଣ ହାଇଗଲିେଣି। ମାରେ ଚର୍ମ ଓହଳି ପଡ଼ିଲାଣି। ମାରେ ଚମଡ଼ା ମାରେ ହାତ ଉପରେ ଝୁଲୁଛି। ମାରେ ଅଳ୍ପ ଜୀବନ ବାକିଅଛି।
କାହିଁକି ? ତୁମ୍ଭେ ମାେତେ ଅତ୍ଯାଚାର କରୁଛ ପରମେଶ୍ବରଙ୍କ ପରି ? ତୁମ୍ଭେ ମାେତେ ଆଘାତ ଦଇେ ଦଇେ କ'ଣ କ୍ଲାନ୍ତି ଅନୁଭବ କରୁ ନାହଁ ?
ମାରେ ଚମଡ଼ା ଧ୍ବଂସ ହେଲା ପରି, ବିନା ମାଂସ ରେ ମୁଁ ପରମେଶ୍ବରଙ୍କୁ ଦେଖିବି।
କିମ୍ବା ଜଣେ ବ୍ଯକ୍ତି ବିଛଣା ରେ ମଧ୍ଯ ପରମେଶ୍ବରଙ୍କ ବାଣୀ ଶୁଣିପା ରେ ଓ ପରମେଶ୍ବରଙ୍କ ପ୍ରଦତ୍ତ ଦଣ୍ଡ ଓ ୟନ୍ତ୍ରଣା ସହ୍ଯ କରେ। ପରମେଶ୍ବର ବ୍ଯଥାଦ୍ବାରା ସହେି ବ୍ଯକ୍ତିକୁ ଚତାବେନୀ ଦିଅନ୍ତି। ସହେି ବ୍ଯକ୍ତି ଏତେ ୟନ୍ତ୍ରଣା ପାଏ ସତେ ଯମେିତି ତା'ର ସବୁହାଡ଼ କଷ୍ଟ ପାଏ।
ଦୁଷ୍ଟଲୋକ ଆପଣା ମନ୍ଦ କର୍ମ ରେ ତଡ଼ି ଦିଆୟାଏ। ମାତ୍ର ମରଣକାଳ ରେ ଧାର୍ମିକର ଆଶ୍ରଯ ଥାଏ।
ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।