ତୁମ୍ଭେ ଏହା ଦ୍ବଷେପୂର୍ଣ୍ଣ କଥାଗୁଡ଼ାକ କହି ପରମେଶ୍ବରଙ୍କ ବିରୁଦ୍ଧାଚରଣ କରୁଛ।
Cross references
କିନ୍ତୁ ସଦାପ୍ରଭୁ କଯିନଙ୍କୁ ଓ ତାଙ୍କର ନବୈେଦ୍ଯକୁ ଗ୍ରହଣ କଲେ ନାହିଁ। ଏଣୁ କଯିନ ବହୁତ କୋରଧ ଏବଂ ଦୁଃଖ କଲା।
ଇଲୀଶାୟ ଏହିପରି କଥାବାର୍ତ୍ତା କରୁଥିବା ବେଳେ, ସେ ଦୂତ ତାହା ପାଖକୁ ଆସିଲା, ଆଉ ସେ କହିଲା, ଏହି ଅସୁବିଧା ସଦାପ୍ରଭୁଙ୍କଠାରୁ, ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?
ପରମେଶ୍ବର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କହେି ତାଙ୍କ ବିରୁଦ୍ଧ ରେ ଛିଡ଼ା ହାଇେ କବେେ ଅକ୍ଷତ ରହିପାରିବ ନାହିଁ।
ଯେତବେେଳେ ପରମେଶ୍ବର, ମାେତେ ଆଘାତ କରନ୍ତି, ତାହା କ'ଣ ତୁମ୍ଭକୁ ଖୁସି କରେ ? ଏପରି ଦଖାଯାେଉଛି ଯେପରି ତୁମ୍ଭେ ଯାହାକୁ ଗଢ଼ିଛ, ତାହାର କୌଣସି ଯତ୍ନ ନେଉ ନାହଁ। କିନ୍ତୁ ତୁମ୍ଭେ ଦୁଷ୍ଟ ଲୋକଙ୍କର ଯୋଜନା ରେ ଖୁସି।
ଡ଼କାଯତମାନଙ୍କ ତମ୍ବୁଗୁଡ଼ିକ ସୁରକ୍ଷିତ ଅଟେ। ଯେଉଁମାନେ ପରମେଶ୍ବରଙ୍କୁ ବିରକ୍ତ କରାନ୍ତି, ସମାନେେ ଶାନ୍ତି ରେ ରହନ୍ତି ଏବଂ ସମାନଙ୍କେର ବଳ ହେଉଛି ସମାନଙ୍କେର ପରମେଶ୍ବର।
କାହିଁକି ? କାରଣ ଦୁଷ୍ଟ ବ୍ଯକ୍ତି ପରମେଶ୍ବରଙ୍କ ଆଦେଶକୁ ପ୍ରତ୍ଯାଖ୍ଯାନ କରେ। ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ହସ୍ତ ଉଠାଏ ଏବଂ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପରାସ୍ତ କରିବାକୁ ପ୍ରଯାସ କରେ।
ସହେି ବ୍ଯକ୍ତି ପ୍ରଥମେ ମନ୍ଦକଥା କହିବା ବନ୍ଦ କରିବା ଦରକାର ଓ ସେ ମିଥ୍ଯା କହିବା ଉଚିତ୍ ନୁହେଁ।
ମନୁଷ୍ଯର ଅଜ୍ଞାନତା ନିଜର ଜୀବନକୁ ଧ୍ବଂସ କରେ। କିନ୍ତୁ ତା'ପ ରେ ସେ ସଦାପ୍ରଭୁଙ୍କୁ ବଦନାମ କରେ।
ଯେ ପର୍ୟ୍ଯନ୍ତ ସେ ବଞ୍ଚିଛି ତା'ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ?
କିନ୍ତୁ ତୁମ୍ଭେ କୁହ, 'ସଦାପ୍ରଭୁ ନ୍ଯାଯପୂର୍ଣ୍ଣ ନୁହଁନ୍ତି।' ହେ ଇଶ୍ରାୟେଲର ପୁତ୍ରଗଣ, ଶୁଣ, ମୁଁ ନ୍ଯାଯ ଅଟେ। କିନ୍ତୁ ତୁମ୍ଭମାନେେ ୟିଏ ନ୍ଯାଯ ନୁହଁ।
ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।
ଏହା କାହିଁକି ସତ୍ଯ? କାରଣ ଯଦି ଜଣେ ଲୋକର ବିଚାର ତାହାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ସେ ଲୋକ ପରମେଶ୍ବରଙ୍କର ବିରୋଧୀ। ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବାକୁ ମନା କରେ।ପ୍ରକୃତ ରେ ସେ ଲୋକ ପରମେଶ୍ବରଙ୍କର ବ୍ଯବସ୍ଥା ମାନିବା ପାଇଁ ଅସମର୍ଥ।
ଜଣେ ଲୋକ ଭାବିପା ରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁ ସବୁ କଥା କହିବା ଉଚିତ ନୁହେଁ, ତାହା କହିବା ଦ୍ବାରା ସେ ନିଜକୁ ଠକେ। ତେଣୁ ତା'ର 'ଧର୍ମର କିଛି ମୂଲ୍ଯ ରହେ ନାହିଁ।
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।