ଜଣେ ଦୁଷ୍ଟ ବ୍ଯକ୍ତି ବହୁତ ହତାଶ, ତା'ର ଅନ୍ଧକାରରୁ ମୁକ୍ତି ପାଇବାର କୌଣସି ଆଶା ନ ଥାଏ। ଗୋଟିଏ ଦୁଷ୍ଟ ମନୁଷ୍ଯ ପାଇଁ ଗୋଟିଏ ଖଡ୍ଗ କେଉଁଠା ରେ ହେଲେ ଅପେକ୍ଷା କରିଥାଏ।
Cross references
ଇଲୀଶାୟ ଏହିପରି କଥାବାର୍ତ୍ତା କରୁଥିବା ବେଳେ, ସେ ଦୂତ ତାହା ପାଖକୁ ଆସିଲା, ଆଉ ସେ କହିଲା, ଏହି ଅସୁବିଧା ସଦାପ୍ରଭୁଙ୍କଠାରୁ, ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?
ମାରେ କ'ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି ? ମୁଁ ଜାଣନୋ ମାରେ କ'ଣ ହବୋକୁ ଯାଉଛି। ସେଥିପାଇଁ ମାରେ ର୍ଧୈୟ୍ଯ ଧରିବା ପାଇଁ କୌଣସି କାରଣ ନାହିଁ।
ମୁଁ ତାଙ୍କୁ ଯଦି ଡାକେ ଏବଂ ସେ ମାେତେ ଉତ୍ତର ଦିଅନ୍ତି, ମୁଁ ତଥାପି ବିଶ୍ବାସ କରେ ନାହିଁ ଯେ ସେ ମାରେ କଥା ଶୁଣିବେ।
କିନ୍ତୁ ତୁମ୍ଭେ ନିଜେ ଖଡ୍ଗ ଦ୍ବାରା ଭୟଭୀତ ହବେ। କାରଣ ପରମେଶ୍ବର ଦୋଷୀକୁ ଦଣ୍ଡ ଦିଅନ୍ତି। ପରମେଶ୍ବର କବଳେ ତୁମ୍ଭକୁ ଦଣ୍ଡ ଦବୋକୁ ତାଙ୍କର ଖଡ୍ଗ ବ୍ଯବହାର କରିବେ। ସେତବେେଳେ ତୁମ୍ଭେ ଜାଣିବ ଯେ ଉପୟୁକ୍ତ ସମୟ ଆସିଲେ ସେ ହିଁ ନ୍ଯାଯ ପ୍ରଦାନ କରି ବିଚାର କରନ୍ତି।
ସେ ହୁଏତ ଲୁହା ଖଡ୍ଗରୁ ରକ୍ଷା ପାଇପା ରେ, କିନ୍ତୁ ତମ୍ବାର ଧନୁ ତାକୁ ବିନ୍ଧି ପକଇବେ।
ଜଣେ ଦୁଷ୍ଟ ଲୋକର ବହୁତ ସନ୍ତାନ ଥାଇ ପାରନ୍ତି। ତା'ର ସମସ୍ତ ସନ୍ତାନ ୟୁଦ୍ଧ ରେ ମୃତ୍ଯୁବରଣ କରିବେ। ଦୁଷ୍ଟ ଲୋକର ପିଲାମାନେ ଖାଇବାକୁ ୟଥେଷ୍ଟ ପାଇବେ ନାହିଁ।
ତୁମ୍ଭମାନେେ ଯଦି ସହେି ଭୁଲ ଆଦେଶ ପାଳନ କରିବ ତବେେ ଦେଶ ରେ କଷ୍ଟ ଓ ଅନାହାର ଦଖାଦେବେ। ସେତବେେଳେ ସମାନେେ ବିରକ୍ତ ହବେେ ଏବଂ ସମାନଙ୍କେର ଶାସକ ଓ ପରମେଶ୍ବରଙ୍କ ବିରୁଦ୍ଧ ରେ କହିବେ। ତା'ପ ରେ ସମାନେେ ପରମେଶ୍ବରଙ୍କଠାରୁ ସାହାୟ୍ଯ ପାଇଁ ଉର୍ଦ୍ଧ୍ବକୁ ଚାହିଁବେ।
ୟିହୂଦା ମନ୍ଦିର ଭିତ ରେ ସହେି ରୂପାଟଙ୍କାତକ ଫିଙ୍ଗି ଦଲୋ। ତାପରେ ସହେି ଜାଗା ଛାଡ଼ି ୟିହୂଦା ଚାଲିଗଲେ ଓ ନିଜକୁ ଫାଶି ଦଲୋ।