Home Bibles ଆୟୁବ ପୁସ୍ତକ 15:3 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 15:3 · ଓଡ଼ିଆ ବାଇବେଲ

ତୁମ୍ଭେ କ'ଣ ଭାବୁଛ ଜ୍ଞାନୀ ଲୋକ ଏପରି ମୂଲ୍ଯହୀନ କଥାକୁ ନଇେ ୟୁକ୍ତି କରିବ, ଯେଉଁ କଥାଗୁଡ଼ିକର କୌଣସି ମୂଲ୍ଯ ନାହିଁ।

Cross references

ଆୟୁବ ପୁସ୍ତକ 13:4

କିନ୍ତୁ ତୁମ୍ଭମାନେେ ଏକ କୁହୁକ ବିଦ୍ଯାକାରୀ ଏବଂ ମୂଲ୍ଯହୀନ ବୈଦ୍ଯ ଅଟ।

ଆୟୁବ ପୁସ୍ତକ 16:2

ତୁମ୍ଭେ ତିନି ଜଣ ମାେତେ ସାନ୍ତ୍ବନା ନ ଦଇେ ଦୁଃଖ ଦେଉଛ।

ଆୟୁବ ପୁସ୍ତକ 26:1

ତା'ପରେ ଆୟୁବ ଉତ୍ତର କରି କହିଲା,

ମଲାଖୀ 3:13

ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।

ମାଥିଉଲିଖିତ ସୁସମାଚାର 12:36

କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରେତ୍ୟକକ ଶବ୍ଦପାଇଁ ବିଚ଼ାର ଦିନ ରେ ସମାନଙ୍କେୁ ଉତ୍ତର ଦବୋକୁ ହବେ।

କଲସୀୟଙ୍କ ପ୍ରତି ପତ୍ର 4:6

କଥାବାର୍ତ୍ତା କଲା ବେଳେ, ସବୁବେଳେ ଦୟାଭାବ ରଖ ଓ ବିବକେୀ ହୁଅ। ତବେେ ତୁମ୍ଭମାନେେ ସମସ୍ତଙ୍କୁ ଉଚିତ ଉତ୍ତର ଦବୋକୁ ସକ୍ଷମ ହବେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:4

ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସହେି ଲୋକ ଶବ୍ଦର ଅର୍ଥକୁ ନଇେ ୟୁକ୍ତି ତର୍କ କରିବା ପାଇଁ ଅତ୍ଯଧିକ ଆଗ୍ରହୀ ହାଇେଥାଏ ଓ ସେ ବାଗ୍ୟୁଦ୍ଧ କରେ। ଏଗୁଡ଼ିକ ଦ୍ବାରା କଳି, ଇର୍ଷା, ଅପମାନ ଓ ସନ୍ଦହେ ଆସିଥାଏ।

Interlinear

Choose Theme