Home Bibles ☰ Books ଆୟୁବ ପୁସ୍ତକ 15:33 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 15:33 · ଓଡ଼ିଆ ବାଇବେଲ

ଦୁଷ୍ଟଲୋକ ଜଣେ ଅପରିପକ୍ବ ଲୋକ ୟିଏ ଅଙ୍ଗୁରଲତା ସଦୃଶ ଫଳ ପାଚିଲା ପୂର୍ବରୁ ଝଡ଼ି ୟାଏ। ସହେି ବ୍ଯକ୍ତି ଜୀତବୃକ୍ଷଭଳି ନିଜର କଢ଼କୁ ମଧ୍ଯ ହରାଇ ବସିବ।

Cross references

ଦିତୀୟ ବିବରଣ 28:39

ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତକ୍ସ୍ଟତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ। କାରଣ ପୋକମାନେ ତାହା ଖାଇ ପକାଇବେ।

ଯିଶାଇୟ 33:9

ଦେଶ ଜଟିଳ ସମସ୍ଯା ଏବଂ ଅବସନ୍ନ ରୂପ ପରିଧାନ କରିଛି। ଲିବାନୋନ ଲଜ୍ଜିତ ଓ ଶୁଷ୍କ ଦଖାେ ଯାଉଛି, ଶାରୋଣ ଅରଣ୍ଯ ତୁଲ୍ଯ ଦଖାେ ଯାଉଛି। ବାଶନ୍ ଓ କର୍ମିଲର ପତ୍ର ଝାଡ଼ି ହାଇେଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:13

ପ୍ରବଳ ଝଡ଼ ରେ ଦୋହଲି ଡ଼ିମ୍ବିରି ଗଛରୁ ଅପକ୍ବ ଡ଼ିମ୍ବିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀ ରେ ଝଡ଼ି ପଡ଼ିଲେ।

Interlinear

Choose Theme