Home Bibles ଆୟୁବ ପୁସ୍ତକ 17:15 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 17:15 · ଓଡ଼ିଆ ବାଇବେଲ

ଯଦି ତାହାହିଁ ମାରେ ଗୋଟିଏ ଆଶା, ତବେେ ମାରେ କୌଣସି ଆଶା ନାହିଁ। ଯଦି ତାହା ମାରେ ଆଶା ତବେେ ଲୋକ ମାେ'ଠା ରେ କୌଣସି ଭରସା ପାଇବେ ନାହିଁ।

Cross references

ଆୟୁବ ପୁସ୍ତକ 4:6

ତୁମ୍ଭେ ପରମେଶ୍ବରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ବାସ କର। ତୁମ୍ଭେ ଜଣେ ଉତ୍ତମ ବ୍ଯକ୍ତି। ତାହାହିଁ ତୁମ୍ଭର ଆଶାର ସୋର୍ତ ହେଉ।

ଆୟୁବ ପୁସ୍ତକ 6:11

ମାରେ କ'ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି ? ମୁଁ ଜାଣନୋ ମାରେ କ'ଣ ହବୋକୁ ଯାଉଛି। ସେଥିପାଇଁ ମାରେ ର୍ଧୈୟ୍ଯ ଧରିବା ପାଇଁ କୌଣସି କାରଣ ନାହିଁ।

ଆୟୁବ ପୁସ୍ତକ 7:6

ମାରେ ଦିନଗୁଡ଼ିକ ଶୀଘ୍ର ଗଡ଼ିୟାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶଷେ ରେ ଜୀବନଟା କୌଣସି ଆଶାର ପୂରଣ ବିନା ଶଷେ ହାଇୟୋଏ।

ଆୟୁବ ପୁସ୍ତକ 13:15

ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।

ଆୟୁବ ପୁସ୍ତକ 14:19

ପଥର ଉପରେ ପାଣି ବହି ତାକୁ କ୍ଷଯ କରିଦିଏ। ବନ୍ଯା ଭୂମିରୁ ସବୁ ପଟୁମାଟି ପାଣି ରେ ପୋଛି ନିଏ। ସହେିଭଳି ହେ ପରମେଶ୍ବର ତୁମ୍ଭେ ବ୍ଯକ୍ତିର ସମସ୍ତ ଆଶାକୁ ଧୂଳିସାତ କର।

ଆୟୁବ ପୁସ୍ତକ 19:10

ପରମେଶ୍ବର ମାେତେ ସବୁ ଦିଗର ଆଘାତ କରୁଛନ୍ତି, ମୁଁ ଶଷେ ନ ହେଲା ୟାଏ। ଉତ୍ପାଡ଼ିତ ବୃକ୍ଷ ତୁଲ୍ଯ, ସେ ମାରେ ଆଗକୁ କାଢ଼ି ନଇେଛନ୍ତି।

ଯିରିମିୟଙ୍କ ବିଳାପ 3:18

ଏଣୁ ମୁଁ କହିଲି, ସଦାପ୍ରଭୁଙ୍କର ସାହାୟ୍ଯ ମୁଁ ଆଉ ପାଇବି ଏ ଆଶା ମାରେନାହିଁ।

ଯିହିଜିକଲ 37:11

ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥିସକଳ ଇଶ୍ରାୟେଲ ସମୁଦାଯ ପରିବାର ଅଟନ୍ତି। ଏବଂ ସମାନେେ କହନ୍ତି, 'ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହାଇେଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭମାନେେ ସମ୍ପୂର୍ଣ୍ଣରୂପେ ବିନଷ୍ଟ ହାଇେଅଛୁ।'

Interlinear

Choose Theme