Home Bibles ଆୟୁବ ପୁସ୍ତକ 17:2 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 17:2 · ଓଡ଼ିଆ ବାଇବେଲ

ଲୋକମାନେ ମାେ ଚାରିପାଖ ରେ ଛିଡ଼ା ହାଇେ ହସୁଛନ୍ତି। ମୁଁ ସମାନଙ୍କେୁ ଦେଖୁଛି ସମାନେେ ଯେତବେେଳେ ମାେତେ ପରିହାସ ଏବଂ ଅପମାନ କରୁଛନ୍ତି।

Cross references

ପ୍ରଥମ ଶାମୁୟେଲ 1:6

ସଦାପ୍ରଭୁ ହାନ୍ନା କୋଳ ରେ କୌଣସି ସନ୍ତାନ ଦଇେ ନଥିଲେ, ତେଣୁ ପନିନ୍ନା ତାକକ୍ସ୍ଟ ଦକ୍ସ୍ଟଃଖିତ କରୁଥିଲା ଏବଂ ତାକକ୍ସ୍ଟ ବିରକ୍ତି କରୁଥିଲା।

ଆୟୁବ ପୁସ୍ତକ 12:4

ମୁଁ ମାରେ ବନ୍ଧୁମାନଙ୍କର ହାସ୍ଯାସ୍ପଦର ପାତ୍ର ହାଇେଅଛି। ସମାନେେ କୁହନ୍ତି : ସେ 'ପରମେଶ୍ବରଙ୍କୁ ଡ଼ାକିଲା ଓ ପରମେଶ୍ବର ତାକୁ ଉତ୍ତର ଦେଲେ। ସେଥିପାଇଁ ଏପରି ସବୁ ଅମଙ୍ଗଳ ତାକୁ ଘଟିଲା।' ମୁଁ ଜଣେ ଧାର୍ମିକ ବ୍ଯକ୍ତି, ମୁଁ ସରଳ ତଥାପି ସମାନେେ ମାେତେ ଦେଖି ହସନ୍ତି।

ଆୟୁବ ପୁସ୍ତକ 13:9

ଯଦି ପରମେଶ୍ବର ତୁମ୍ଭକୁ ଅତି ନିକଟରୁ ପରୀକ୍ଷା କରିବେ, ଏହା କ'ଣ ଭଲ ହବେ ଯେ ତୁମ୍ଭକୁ ପରମେଶ୍ବର ଠିକ୍ ବୋଲି କହିବେ ? ତୁମ୍ଭେ କ'ଣ ସତ ରେ ଭାବୁଛ ତୁମ୍ଭେ ପରମେଶ୍ବରଙ୍କୁ ପ୍ରତାରିତ କରିବ, ଯମେିତିକି ତୁମ୍ଭେ ଲୋକମାନଙ୍କୁ ପ୍ରତାରିତ କରି ପାର।

ଆୟୁବ ପୁସ୍ତକ 16:20

ମାେ ମିତ୍ରଗଣ ମାେ ପାଇଁ କୁହ, କିପରି ମାରଚେକ୍ଷୁ ପରମେଶ୍ବରଙ୍କ ପାଇଁ ଲୁହ ଢ଼ାଳି ଦେଉଛି।

ଆୟୁବ ପୁସ୍ତକ 21:3

ମୁଁ କହିଲା ବେଳେ ର୍ଧୈୟ୍ଯ ଧରି ଶୁଣ। ମୁଁ କହିସାରିଲା ପରେ ତୁମ୍ଭେ ମାେ କଥାକୁ ବ୍ଯଙ୍ଗ କରିପାର।

ଆୟୁବ ପୁସ୍ତକ 27:12

ତୁମ୍ଭେ ନିଜ ଆଖି ରେ ପରମେଶ୍ବରଙ୍କ ଶକ୍ତି ଦେଖିଛ। ତେଣୁ କାହିଁକି ତୁମ୍ଭେ ସହେି ବାଜେ କଥା କହୁଛ ?

ଗୀତସଂହିତା 25:13

ସହେି ବ୍ଯକ୍ତି ଅତି ଆନନ୍ଦରେ ଜୀବନୟାପନ କରିବ ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ବରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।

ଗୀତସଂହିତା 35:14

ମୁଁ ସମାନଙ୍କେ ପାଇଁ ଶାେକାତୁର ପୋଷାକ ପିନ୍ଧିଥିଲି। ମୁଁ ସମାନଙ୍କେୁ ମାରେ ଭାଇ ବନ୍ଧୁ ପରି ବ୍ଯବହାର କରିଥିଲି। ମୁଁ ଦୁଃଖିତ ହାଇେଥିଲି ୟପରେି ଜଣେ ବ୍ଯକ୍ତି ତା'ର ମା'ର ମୃତ୍ଯୁରେ ଅଧୀର ହାଇେ କ୍ରନ୍ଦନ କରେ। ମୁଁ ସହେି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ୟାହା ଶାେକରେ ପ୍ରତୀକ ଅଟେ। ମୁଁ ନତ ମସ୍ତକ ହାଇେ ଶାେକରେ ଅଧୀର ହାଇେ ଚାଲିଥିଲି।

ଗୀତସଂହିତା 91:1

ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।

ମାଥିଉଲିଖିତ ସୁସମାଚାର 27:39

ସହେି ପାଖ ଦଇେ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସମାନେେ ସମେମାନଙ୍କ ମୁଣ୍ଡ ହଲଇେ କହୁଥିଲେ,

Interlinear

Choose Theme