Home Bibles ଆୟୁବ ପୁସ୍ତକ 17:7 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 17:7 · ଓଡ଼ିଆ ବାଇବେଲ

କାରଣ ମାରଦେୁଃଖ ଯୋଗୁଁ ମାରେ ଚକ୍ଷୁ ଅନ୍ଧ ପ୍ରାଯ ହାଇଗେଲାଣି। ମାରେଶରୀର ଛାଇପରି କ୍ଷୀଣ ହାଇଗେଲାଣି।

Cross references

ଆୟୁବ ପୁସ୍ତକ 7:5

ଯଦିଓ ମାରେ ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମାରେ ଚର୍ମ ଫାଟିୟାଏ ଏବଂ ବହୁଥିବା ଘା ରେ ଢ଼ାଙ୍କି ହାଇେଛି।

ଆୟୁବ ପୁସ୍ତକ 16:8

ତୁମ୍ଭେ ମାେ ଶରୀରକୁ ଜରାଜୀର୍ଣ୍ଣ କରିଛ। ସେଥିପାଇଁ ଲୋକମାନେ ମାେତେ ଦୋଷୀ ବୋଲି ଭାବୁଛନ୍ତି।

ଆୟୁବ ପୁସ୍ତକ 16:16

କାନ୍ଦି କାନ୍ଦି ମାରେ ମୁହଁ ଲାଲ ପଡ଼ିଗଲାଣି। ମାରେ ଆଖିର ଚତୁର୍ଦ୍ଦିଗ ରେ କଳା କଳା ଦାଗ ଦିଶିଲାଣି।

ଗୀତସଂହିତା 6:7

ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।

ଗୀତସଂହିତା 6:8

ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।

ଗୀତସଂହିତା 31:9

ହେ ସଦାପ୍ରଭୁ, ମାେ ଉପରେ ଅନକେ ବିପଦ ପଡ଼ିଛି, ତଣେୁ ମାେ ପ୍ରତି କରୁଣା କର। ମୁଁ ଏତେ ବିଚଳିତ ହାଇେ ପଡ଼ିଛି ୟେ ମାରେ ଚକ୍ଷୁ ୟନ୍ତ୍ରଣା କରୁଛି। ମାରେ ଗଳା ଶୁଖି ଯାଉଛି, ମାେ ପାକସ୍ଥଳୀ ୟନ୍ତ୍ରଣା ଦେଉଛି।

ଗୀତସଂହିତା 109:23

ମୁଁ ଅନୁଭବ କରୁଛି, ୟପରେି ମାରେ ଜୀବନ ଶଷେ ହାଇେ ଆସୁଛି। ୟପରେି ଦିନ ବିରାଟ ଛାଇପରି ସରିସରି ଆସୁଛି। ମୁଁ ଛାରପୋକ ପରି ନ୍ଯାଯ ଚାଳିତ ହେଉଅଛି।

ଉପଦେଶକ 6:12

କିଏ ଜାଣେ ସମାନଙ୍କେ ଏହି କ୍ଷଣସ୍ଥାଯୀ ଜୀବନ ରେ, ମନୁଷ୍ଯ ଅଧିକ ଲାଭକରି କ'ଣ କରିପା ରେ? କାରଣ ସମାନଙ୍କେର ଦିନଗୁଡ଼ିକ ଛାଇ ପରି ଚାଲିୟିବ। କିଏ ଲୋକମାନଙ୍କୁ କହିପାରିବ, ସୂର୍ୟ୍ଯତଳେ ଭବିଷ୍ଯତ ରେ ଏଇ ପୃଥିବୀ ରେ କ'ଣ ହବେ?

ଯିରିମିୟଙ୍କ ବିଳାପ 5:17

ଏହିସବୁ କାରଣରୁ ଆମ୍ଭମାନଙ୍କ ଅନ୍ତର କ୍ଷୀଣ ହାଇେଅଛି ଓ ଆମ୍ଭମାନଙ୍କ ଚକ୍ଷୁ ଜଳକା ହାଇେଅଛି।

Interlinear

Choose Theme