ଆୟୁବ ପୁସ୍ତକ 19:15 · ଓଡ଼ିଆ ବାଇବେଲ
ମାେ ଘରକୁ ଆସୁଥିବା ଆଗନ୍ତୁକ ଏପରିକି ଦାସୀମାନେ ମଧ୍ଯ ମାେତେ ଏପରି ଦୃଷ୍ଟି ରେ ଦେଖୁଛନ୍ତି ଯେପରିକି ମୁଁ ଜଣେ ଅପରିଚିତ ବିଦେଶୀ।
Cross references
ଆୟୁବ ପୁସ୍ତକ 31:31
ଅଚିହ୍ନା ଲୋକଙ୍କୁ ମୁଁ ଯେ ସବୁବେଳେ ଆହାର ଦଇେ ଆସିଛି ତାହା ମାେ ଗୃହର ସମସ୍ତ ଲୋକ ଜାଣନ୍ତି।
ଗୀତସଂହିତା 123:3
ଠିକ୍ ସହେିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ବରଙ୍କଠାରେ ନିର୍ଭର କରୁ। ଆମ୍ଭେ ପରମେଶ୍ବରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦଖାେଅ।