Home Bibles ☰ Books ଆୟୁବ ପୁସ୍ତକ 19:17 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 19:17 · ଓଡ଼ିଆ ବାଇବେଲ

ମାରେ ପତ୍ନୀ ମାରେ ନିଶ୍ବାସର ପବନକୁ ମଧ୍ଯ ଘୃଣା କରେ। ଓ ନିଜ ଭାଇମାନେ ମାେତେ ଘୃଣା କରନ୍ତି।

Cross references

ଆୟୁବ ପୁସ୍ତକ 2:9

ଏହି ସମୟରେ ଆୟୁବର ସ୍ତ୍ରୀ ଆୟୁବ ନିକଟକୁ ଆସି ତା'ର ଦୂରାବସ୍ଥା ଦେଖି କହିଲା, ଏବେ କି ତୁମ୍ଭେ ପରମେଶ୍ବରଙ୍କ ବିଶ୍ବସ୍ତ ବୋଲି ଭାବୁଛ। ତୁମ୍ଭେ କାହିଁକି ପରମେଶ୍ବରଙ୍କୁ ଅଭିଶାପ ଦଇେ ମୃତ୍ଯୁବରଣ କରୁ ନାହଁ।

ଆୟୁବ ପୁସ୍ତକ 17:1

ମାରେ ଆତ୍ମା ଭାଙ୍ଗି ୟାଇଛି। ମୁଁ ସବୁ ତ୍ଯାଗ କରିବାକୁ ପ୍ରସ୍ତୁତ ଅଛି। ମାରଜେୀବନ ପ୍ରାଯ ନଷ୍ଟ ହାଇୟୋଇଛି। ମାେ ପାଇଁ କବର ଅପେକ୍ଷା କରିଛି।

Interlinear

Choose Theme