ପରମେଶ୍ବର ମାରେ ପଥରୋଧ କରିଛନ୍ତି। ମୁଁ ତାହାକୁ ଅତିକ୍ରମ କରିବି ନାହିଁ। ସେ ମାରେ ବାଟକୁ ଅନ୍ଧକାର ରେ ବୁଡ଼ାଇ ରଖିଛନ୍ତି।
Cross references
ତେଣୁ ଲୋକମାନେ ମାେତେ ପ୍ରାର୍ଥନା କଲେ, ହେ ପ୍ରଭକ୍ସ୍ଟ ଆମ୍ଭକକ୍ସ୍ଟ ସାହାୟ୍ଯ କର ମୁ ମିଶରୀଯମାନଙ୍କ ପାଇଁ ବହକ୍ସ୍ଟ ଅସକ୍ସ୍ଟବାଧା କରାଇଲି । ଏବଂ ମିଶରୀଯମାନଙ୍କ ଉପରକକ୍ସ୍ଟ ସମକ୍ସ୍ଟଦ୍ରକକ୍ସ୍ଟ ଆଚ୍ଛାନ୍ନ କରାଇଲି। ତୁମ୍ଭମାନେେ ଦେଖିଅଛ, ମୁ ମିଶରୀଯ ୈସନ୍ଯମାନଙ୍କୁ କି ଅବସ୍ତା କରିଛି।
କିନ୍ତୁ ପରମେଶ୍ବର ସମାନଙ୍କେର ଭବିଷ୍ଯତକୁ ଗୋପନ ରଖନ୍ତି ଏବଂ ସହେିମାନଙ୍କୁ ରକ୍ଷା କରିବା ନିମନ୍ତେ ଏକ ପ୍ରାଚୀର ନିର୍ମାଣ କରନ୍ତି।
କିନ୍ତୁ ମୁଁ ଯେତବେେଳେ ଭଲ ଜିନିଷ ଚା ହେଁ, ତା' ବଦଳ ରେ ଖରାପ ଜିନିଷ ପାଏ। ମୁଁ ଯେତବେେଳେ ଆଲୋକର ସନ୍ଧାନ କରେ ସେତବେେଳେ ଅନ୍ଧକାର ମାଡ଼ି ଆ ସେ।
ମାରେ ବନ୍ଧୁମାନେ ମାେତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସମାନେେ ମାଠାରୁେ ଦୂରଇେ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ୟାଇପାରିବି ନାହିଁ।
କୁକର୍ମ ଲୋକମାନଙ୍କ ପଥ ଅନ୍ଧକାରର ରାତ୍ରି ତୁଲ୍ଯ, ସମାନେେ କାହିଁ ରେ ଝୁଣ୍ଟି ପଡ଼ନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।
ଏଥି ସକାେଶ ନ୍ଯାଯ ବିଚାର ଆମ୍ଭଠାରୁ ଦୂର ରେ ଥାଏ ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ। ଆମ୍ଭମାନେେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କବଳେ ଅନ୍ଧକାର ଦେଖୁ। ଆଲୋକକୁ ଅପେକ୍ଷା କରୁ, ମାତ୍ର ଅନ୍ଧକାର ରେ ଭ୍ରମଣ କରୁ।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମଯ ପର୍ବତ ରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ଯୁଚ୍ଛାଯା ଓ ଘାରେ ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷା ରେ ତୁମ୍ଭମାନେେ ତାଙ୍କର ପ୍ରଶଂସା କର।
ତେଣୁ ସମାନଙ୍କେର ପଥ ଅନ୍ଧକାର ଓ ଖସଡ଼ା ହବେ। ସମାନେେ ସହେି ଅନ୍ଧାର ମଧିଅରେ ରହିବେ। କାରଣ ସଦାପ୍ରଭୁ କହନ୍ତି, ମୁଁ ସମାନଙ୍କେ ଉପ ରେ ଅମଙ୍ଗଳ ଓ ପ୍ରତିଫଳ ଆଣିବି।
ସଦାପ୍ରଭୁ ମାରେ ଚତୁର୍ଦ୍ଦିଗ ରେ ତିକ୍ତତା ଓ କ୍ଲେଶ ଭରି ଦଇେଅଛନ୍ତି।
ସଦାପ୍ରଭୁ ମାେତେ ଭାରି ଶୃଙ୍ଖଳ ରେ ବାନ୍ଧି ଭିତ ରେ ଅବରୁଦ୍ଧ କରିଅଛନ୍ତି, ଫଳ ରେ ମୁଁ ବାହାରି ୟାଇପାରିବି ନାହିଁ।
ସେ ପଥରଦ୍ବାରା ମାରେ ପଥ ଅବରୋଧ କରିଅଛନ୍ତି ଓ ମାରେ ପଥକୁ ଜଟିଳ କରିଅଛନ୍ତି।
ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ବାରା ଅବ ରୋଧ କରିବା। ତା'ର ଚତୁର୍ଦ୍ଦିଗ ରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳ ରେ ସେ ଆଉ ପଥ ପାଇବ ନାହିଁ।
ସେ ଜାଣି ନ ଥିଲା ଆମ୍ଭେ ୟିଏକି ତା'କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା ରୂପା ତାକୁ ଦଇେ ଗ୍ଭଲିଥିଲୁ। କିନ୍ତୁ ଇଶ୍ରାୟେଲୀୟମାନେ ସହେି ସୁନା ଓ ରୂପାକୁ ବାଲ୍ଙ୍କ ମୂର୍ତ୍ତି ତିଆରି ରେ ବ୍ଯବହାର କଲେ।
ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।