Home Bibles ଆୟୁବ ପୁସ୍ତକ 19:9 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 19:9 · ଓଡ଼ିଆ ବାଇବେଲ

ପରମେଶ୍ବର ମାରେ ସମ୍ମାନକୁ କାଢ଼ି ନଇେଛନ୍ତି। ସେ ମାରେ ମସ୍ତକରୁ ମୁକୁଟ କାଢ଼ି ନଇେଛନ୍ତି।

Cross references

ଆୟୁବ ପୁସ୍ତକ 12:17

ପରମେଶ୍ବର ପରାମର୍ଶଦାତାମାନଙ୍କର ଜ୍ଞାନକୁ ହରଣ କରି ନିଅନ୍ତି ଓ ନେତା ବା ବିଚାରକମାନଙ୍କୁ ନିର୍ବୋଧ ରେ ପରିଣତ କରନ୍ତି।

ଆୟୁବ ପୁସ୍ତକ 29:7

ସହେିସବୁ ଦିନଗୁଡ଼ିକରେ ମୁଁ ନଗରର ଛକ ଜାଗାକୁ ଯାଉଥିଲି। ନଗରର ବଡ଼ମାନଙ୍କ ସହିତ ବସୁଥିଲି, ଯେଉଁ ସ୍ଥାନ ରେ ଲୋକମାନେ ବସି ସଭା କରୁଥିଲେ।

ଆୟୁବ ପୁସ୍ତକ 29:20

ମାେ ପାଇଁ ପ୍ରେତ୍ୟକକ ଦିନ ଗୋଟିଏ ନୂଆଦିନ ହାଇେଥିବ ଯାହା ମାରେ ଗୌରବ ରେ ପୂର୍ଣ୍ଣ ହବୋ ସହିତ ବହୁତ ନୂଆ ସମ୍ଭାବନାକୁ ମଧ୍ଯ ସାକାର କରୁଥିବ।

ଆୟୁବ ପୁସ୍ତକ 30:1

କିନ୍ତୁ ବର୍ତ୍ତମାନ ଯେଉଁମାନେ ମାେ'ଠାରୁ ବଯସ ରେ ସାନ ସମାନେେ ମଧ୍ଯ ମାେତେ ପରିହାସ କରୁଛନ୍ତି। ଆଉ ସମାନଙ୍କେ ପିତାଗଣ ଏଭଳି ଅ ଯୋଗ୍ଯ ଯେ ମୁଁ ସମାନଙ୍କେୁ ମାେ ମେଣ୍ଢା ପଲ କରୁଥିବା କୁକୁରମାନଙ୍କ ସହିତ ରଖାଇବି ନାହିଁ।

ଗୀତସଂହିତା 49:16

କବଳେ ସମାନେେ ଧନୀ ବୋଲି ସମାନଙ୍କେୁ ଭୟ କର ନାହିଁ। ସହେି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।

ଗୀତସଂହିତା 89:39

ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଂଗ କରିଅଛ। ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛି।

ଗୀତସଂହିତା 89:40

ତୁମ୍ଭେ ତା'ର ସମସ୍ତ ପ୍ରାଚୀର ଭାଙ୍ଗିଅଛ। ତୁମ୍ଭେ ତା'ର ଦୃଢ଼ ଗଡ଼ସବୁ ଧ୍ବଂସ କରିଅଛ।

ଗୀତସଂହିତା 89:44

ତୁମ୍ଭେ ତାଙ୍କୁ ଜିତିବାକୁ ଦଇେ ନାହଁ। ତୁମ୍ଭେ ତା'ର ସିଂହାସନକୁ ଭୂମିରେ ଫିଙ୍ଗିଅଛ।

ଯିଶାଇୟ 61:6

ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କର ଯାଜକ' ବୋଲି ଖ୍ଯାତ ହବେ। ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କର ପରିଚାଳକ' ବୋଲି ଡ଼ାକିବେ। ତୁମ୍ଭମାନେେ ଅନ୍ୟଦେଶୀଯମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସମାନଙ୍କେ ଐଶ୍ବର୍ୟ୍ଯ ରେ ତୁମ୍ଭମାନେେ ଗର୍ବିତ ହବେ।

ଯିରିମିୟଙ୍କ ବିଳାପ 5:16

ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶାଚେନୀୟ ହାଇେଅଛି, କାରଣ ଆମ୍ଭମାନେେ ପାପ କରିଅଛୁ।

ହୋଶେୟ 9:11

ଇଫ୍ରଯିମର ଗୌରବ ପକ୍ଷୀ ସଦୃଶ ଉଡିୟିବ। ଅଧିକ ଗର୍ଭଧାରଣ ହବେନାହିଁ, ଅଧିକ ଶିଶୁ ଜନ୍ମ ହବେନୋହିଁ।

Interlinear

Choose Theme