Home Bibles ଆୟୁବ ପୁସ୍ତକ 2:13 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 2:13 · ଓଡ଼ିଆ ବାଇବେଲ

ତା'ପରେ ସହେି ତିନି ବନ୍ଧୁ ଆୟୁବ ସହିତ ସାତଦିନ ଓ ସାତରାତି ଭୂମିରେ ବସିଲେ। ସମାନଙ୍କେ ପାଟିରୁ ପଦଟିଏ କଥା ବାହାରୁ ନ ଥିଲା। ସମାନେେ ଆୟୁବକୁ କଥାପଦେ କହିଲେ ନାହିଁ, କାରଣ ସମାନେେ ଦେଖିଲେ ଯେ, ସେ କେତେ ୟନ୍ତ୍ରଣା ଭୋଗୁଛି।

Cross references

ଆଦି ପୁସ୍ତକ 1:5

ପରମେଶ୍ବର ସହେି ଆଲୋକର ନାମ ଦେଲେ ଦିନ ଏବଂ ଅନ୍ଧକାରର ନାମ ଦେଲେ ରାତି।

ଆଦି ପୁସ୍ତକ 1:8

ପରମେଶ୍ବର ସହେି ତାରଣେ ନାମ ଦେଲେ ଆକାଶ ତା'ପରେ ସଠାେ ରେ ପ୍ରଭାତ ଏବଂ ସଠାେରେ ସୁର୍ୟ୍ଯାସ୍ତ ହେଲା। ଏବଂ ଏହା ଦି୍ବତୀଯ ଦିନ ଥିଲା।

ଆଦି ପୁସ୍ତକ 50:10

ଏହାପରେ ସମାନେେ ୟର୍ଦ୍ଦନପାରସ୍ଥ ଆଟଦର ଖଳା ରେ ଉପସ୍ଥିତ ହୁଅନ୍ତେ ସଠାେରେ ମହାବିଳାପ କରି ରୋଦନ କଲେ। ସମାନେେ ସଠାେରେ ଯୋଷଫଙ୍କେ ପିତାଙ୍କ ପାଇଁ ସାତଦିନ ଶାେକ କଲେ।

ଏଜ୍ରା 9:3

ଯେତବେେଳେ ମୁଁ ଏହିକଥା ଶୁଣିଲି ମୁଁ ମାରେ ବସ୍ତ୍ର ଓ ଗ୍ଭଗୋ ଚିରି ନିଜ ମସ୍ତକ ଓ ଦାଢିର କେଶ କ୍ଷୌରକରି ଚିନ୍ତିତ ହାଇେ ବସିଲି।

ନିହିମିୟା 1:4

ଯେତବେେଳେ ମୁଁ ସମାନଙ୍କେଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହଲିେ। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସ ରେ ସ୍ବର୍ଗସ୍ଥ ପରମେଶ୍ବରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।

ଆୟୁବ ପୁସ୍ତକ 4:2

'ମୁଁ ନିଶ୍ଚଯ କିଛି କହିବି, ଏହାଦ୍ବାରା ତୁମ୍ଭେ ଦୁଃଖିତ ହବେ କି ?

ଗୀତସଂହିତା 77:4

ତୁମ୍ଭେ ମାେ ଚକ୍ଷୁକୁ ଉଜାଗର କରି ରଖୁଅଛ। ମୁଁ ଏମନ୍ତ ବ୍ଯାକୁଳ ୟେ କଥା କହିପାରୁ ନାହିଁ।

ଯିଶାଇୟ 3:26

ସିୟୋନ ନଗର ରେ ଦ୍ବାରଦେଶ ଶାେକ ଓ ବିଳାପ ରେ ମୁଖରିତ ହବେ। ୟିରୁଶାଲମ ଚୋରଦ୍ବାରା ଲୁଣ୍ଠିତା ନାରୀ ସଦୃଶ ଶୂନ୍ଯ ହାଇେ ପଡ଼ି ରହିବ। ସେ ଭୂମି ଉପ ରେ ବସି କବଳେ ବିଳାପ କରିବ।

ଯିଶାଇୟ 47:1

ଆଗୋ ବାବିଲର ଅନୁଢ଼ା କନ୍ଯ, ତଳକୁ ଓହ୍ଲାଇ ଆସି ଧୂଳି ରେ ବସ ; ଆଗୋ କଲଦୀଯର କନ୍ଯ, ସିଂହାସନ ଛାଡ଼ି ଭୂମିରେ ବସ। କାରଣ ତୁମ୍ଭମାନେେ ଆଉ କୋମଳ ଓ କୁଆଁରୀକନ୍ଯା ବୋଲି ଖ୍ଯାତ ହାଇବେ ନାହିଁ।

ଯିରିମିୟଙ୍କ ବିଳାପ 2:10

ସିୟୋନ କନ୍ଯା, ବଯସ୍କାମାନେ ନୀରବ ରେ ଭୂମିରେ ବସିଛନ୍ତି। ସମାନେେ ଆପଣା ମସ୍ତକରେ ଧୂଳି ବୋଳି ହାଇେଛନ୍ତି ଓ କଟି ଦେଶ ରେ ଶାେକ ବସ୍ତ୍ର ବାନ୍ଧିଛନ୍ତି। ୟିରୁଶାଲମର କୁମାରୀମାନେ ଭୂମିକୁ ସମାନଙ୍କେର ମସ୍ତକରେ ଅବନତ କରିଛନ୍ତି।

ଯିହିଜିକଲ 3:15

ତବେେ ମୁଁ ତଲେ-ଆବୀବକୁ, କବାର ନଦୀ ତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି। ସମାନେେ ଯେଉଁ ସ୍ଥାନ ରେ ବାସ କରୁଥିଲେ, ସେ ସ୍ଥାନ ରେ ସମାନଙ୍କେ ମଧିଅରେ ବିବ୍ରତ ଓ ନୀରବ ରେ ସାତଦିନ ବସି ରହିଲି।

Interlinear

Choose Theme