Home Bibles ଆୟୁବ ପୁସ୍ତକ 20:2 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 20:2 · ଓଡ଼ିଆ ବାଇବେଲ

ମାରେ ଉଦବଗେ ଚିନ୍ତା ମାେତେ ବାଧ୍ଯ କରିଛି ତୁମକୁ ଉତ୍ତର ଦବୋ ପାଇଁ, କାରଣ ମୁଁ ଅତିରିକ୍ତ ବିଚଳିତ।

Cross references

ଆୟୁବ ପୁସ୍ତକ 4:2

'ମୁଁ ନିଶ୍ଚଯ କିଛି କହିବି, ଏହାଦ୍ବାରା ତୁମ୍ଭେ ଦୁଃଖିତ ହବେ କି ?

ଆୟୁବ ପୁସ୍ତକ 13:19

ଯଦି କୌଣସି ବ୍ଯକ୍ତି ପ୍ରମାଣ କରିପା ରେ ଯେ ମୁଁ ଭୁଲ ତା' ହେଲେ ମୁଁ ସାଙ୍ଗେ ସାଙ୍ଗେ ଚୁପ ହାଇଯେିବି।

ଆୟୁବ ପୁସ୍ତକ 20:3

ତୁମ୍ଭେ ତୁମ୍ଭର ଉତ୍ତର ରେ ଆମ୍ଭକୁ ଅପମାନିତ କରିଛ। କିନ୍ତୁ ମୁଁ ଜ୍ଞାନୀ, ତେଣୁ ତୁମ୍ଭକୁ କିପରି ଉତ୍ତର ଦବୋକୁ ହବେ ମୁଁ ଜାଣେ।

ଆୟୁବ ପୁସ୍ତକ 32:13

ଆପଣ ତିନିଜଣ କହିପାରିବେ ନାହିଁ ଯେ ଆପଣମାନେ ଜ୍ଞାନ ଲାଭ କରି ଅଛନ୍ତି। ଆୟୁବର ୟୁକ୍ତିର ଉତ୍ତର ପରମେଶ୍ବର ନିଶ୍ଚଯ ଦବୋ ଉଚିତ୍, ଲୋକମାନେ ନୁହଁନ୍ତି।

ଗୀତସଂହିତା 31:22

ମୁଁ ଭୟଭୀତ ହାଇେ ପଡ଼ିଲି ଓ ମୁଁ କହିଲି, ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ବର ମାେତେ ଦେଖିପାରିବେ ନାହିଁ। କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ ପରମେଶ୍ବର ତୁମ୍ଭେ ସହାୟତା ପାଇଁ ମାରେ ଡ଼ାକ ଶୁଣିଲ।

ଗୀତସଂହିତା 39:2

ତଣେୁ ମୁଁ କିଛି କହିଲି ନାହିଁ। ଏପରିକି ମୁଁ କିଛି ଭଲ କଥା ମଧ୍ଯ କହିବି ନାହିଁ। କିନ୍ତୁ ଏହା ଦ୍ବାରା ମୁଁ ଅଧିକ କୋର୍ଧୀ ହଲିେ।

ଗୀତସଂହିତା 116:11

ମୁଁ ଯେତବେେଳେ ଭୟରେ ଥିଲି, କହିଲି, ସମସ୍ତ ମନୁଷ୍ଯ ମିଥ୍ଯାଚାରୀ ଅଟନ୍ତି।

ହିତୋପଦେଶ 14:29

ଯେ କୋରଧ ରେ ଧୀର, ସେ ବଡ଼ ଜ୍ଞାନୀ। ଜଣେ ୟିଏ ହଠାତ୍ ରାଗେ, ସେ ଅଜ୍ଞ ବୋଲି ଦର୍ଶାଏ।

ହିତୋପଦେଶ 29:20

ଯଦି ଜଣେ କିଛି ଚିନ୍ତା ନ କରି କିଛି କ ହେ, ତା ପ୍ରତି ଭରସା ରଖ ନାହିଁ। ତା ଅପେକ୍ଷା ମୂର୍ଖ ଲୋକଠା ରେ ଭରସା ରଖିଲେ ଭଲ।

ଉପଦେଶକ 7:9

ଶୀଘ୍ର କୋରଧିତ ହୁଅ ନାହିଁ। କାରଣ ମୂର୍ଖମାନଙ୍କ ହୃଦଯ ହରେ କୋରଧ ବାସ କରେ।

ଯିରିମିୟ 20:9

ସମଯେ ସମଯେ ମୁଁ ନିଜେ ନିଜକୁ କ ହେ, ମୁଁ ଆଉ ସଦାପ୍ରଭୁଙ୍କ ବିଷଯ କହିବି ନାହିଁ କି ତାଙ୍କ ପାଇଁ ପ୍ରଚାର କରିବି ନାହିଁ। ମାତ୍ର ଏହା କହିଲା ବେଳେ ମାେ ଅସ୍ଥି ମଜ୍ଜା ମଧିଅରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ଯ ଜଳି ଉେଠ। ମୁଁ ହୃଦଯ ମଧିଅରେ ତାକୁ ସମ୍ଭାଳି ରଖିପା ରେ ନାହିଁ। ସଗେୁଡ଼ିକୁ ଭିତ ରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହଲିେ।

ମାର୍କଲିଖିତ ସୁସମାଚାର 6:25

ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଚାଲି ଗଲା। ସେ ରାଜାଙ୍କୁ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ରଖି ବର୍ତ୍ତମାନ ଦିଅ।

ରୋମୀୟଙ୍କ ପ୍ରତି ପତ୍ର 10:2

ମୁଁ ବିଶ୍ବାସ ପୂର୍ବକ ସମାନଙ୍କେ ବିଷୟ ରେ କହିପା ରେ, ଯେ ସମାନେେ ପ୍ରକୃତ ରେ ପରମେଶ୍ବରଙ୍କୁ ଅନୁକରଣ କରିବା ପାଇଁ ଚାହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ।

ଯାକୁବଙ୍କ ପତ୍ 1:19

ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।

Interlinear

Choose Theme