Home Bibles ଆୟୁବ ପୁସ୍ତକ 20:23 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 20:23 · ଓଡ଼ିଆ ବାଇବେଲ

ଦୁଷ୍ଟଲୋକ ଯେତବେେଳେ ସେ ଚାହୁଁଥିବା ଖାଦ୍ୟ ଖାଇ ସାରିବ। ପରମେଶ୍ବର ତା' ଉପରେ ରାଗ ରେ ପ୍ରଚଣ୍ଡ ଆକ୍ରମଣ କରିବେ। ପରମେଶ୍ବର ତା' ଉପରେ ଶାସ୍ତି ବୃଷ୍ଟି କରିବେ।

Cross references

ଆଦି ପୁସ୍ତକ 19:24

ଠିକ୍ ସହେି ସମୟରେ, ସଦାପ୍ରଭୁ ସଦୋମ ଏବଂ ହ ମାରେକୁ ଧ୍ବଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହ ମାରୋ ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।

ଯାତ୍ରା ପୁସ୍ତକ 9:23

ତେଣୁ ମାଶାେ ତାଙ୍କର ଆଶାବାଡିକୁ ଆକାଶ ଆଡେ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଚାରିଆଡେ ଶିଳାବୃଷ୍ଟି ହେଲା।

ଗଣନା ପୁସ୍ତକ 11:33

ସମାନଙ୍କେ ଦନ୍ତ ମଧିଅରେ ମାଂସ ଥିଲା ବେଳେ ତାହା ଚର୍ବଣ କରିବା ପୂର୍ବରୁ ସଦାପ୍ରଭୁଙ୍କ କୋର୍ଧ ସମାନଙ୍କେ ଉପରେ ପ୍ରଜ୍ବଳିତ ହେଲା। ତହୁଁ ସଦାପ୍ରଭୁ ସମାନଙ୍କେୁ ମହାମାରୀ ରେ ସଂହାର କଲେ ଓ ସହେି ସ୍ଥାନ ରେ ସମାନେେ କବର ନେଲେ।

ଗୀତସଂହିତା 11:6

ସେ ଉତ୍ତପ୍ତ ଅଙ୍ଗାର ଓ ଜଳନ୍ତା ଗନ୍ଧକର ବର୍ଷା ଦୁଷ୍ଟମାନଙ୍କ ଉପରେ ବର୍ଷାନ୍ତି। ସହେି ଦୁଷ୍ଟ ଲୋକମାନେ ଶଷେରେ କିଛି ପାଇବେ ନାହିଁ, କିନ୍ତୁ ଉତ୍ତପ୍ତ ଓ ଜ୍ବଳନ୍ତ ଝାଞ୍ଜି ପବନ ଅନୁଭବ କରିବେ।

ଗୀତସଂହିତା 78:30

ସମାନେେ ସମାନଙ୍କେର ପ୍ରାପ୍ତ ବସ୍ତ୍ରରେ ସନ୍ତୁଷ୍ଟ ହେଲେ ନାହିଁ। ତଣେୁ ସମାନଙ୍କେ ପାଟିରେ ଖାଦ୍ୟ ଅବିଚଳିତ ଥିଲା,

ଯିଶାଇୟ 21:4

ମାରେ ହୃଦଯ ଧକାଉଛି। ମହା ଭୟ ରେ ମୁଁ ଥରହର ହାଇେଅଛି। ମାରେ ଆନନ୍ଦ ରୂପକ ସାଯଂକାଳ ମହାରାତ୍ରିର ଭୟର କାରଣ ହାଇେଛି।

ମଲାଖୀ 2:2

ଯଦି ତୁମ୍ଭମାନେେ ଧ୍ଯାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦବୋ ପାଇଁ, ଗୁରୁତ୍ବ ନ ଦିଅ ତବେେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡିକ ଅଭିଶାପ ରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭମାନେେ ଆମ୍ଭର ନାମକୁ ଗୌରବ ଦବୋ ବିଷଯ ରେ ଗମ୍ଭୀର ନୁହଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।

ଲୂକଲିଖିତ ସୁସମାଚାର 12:17

ଲୋକଟି ମନେ ମନେ ଭାବିଲା, 'ମୁଁ କ'ଣ କରିବି? ମାେ ପାଖ ରେ ମାରେ ସବୁ ଶସ୍ଯତକ ରଖିବା ପାଇଁ ଜାଗା ନାହିଁ।

Interlinear

Choose Theme