Home Bibles ଆୟୁବ ପୁସ୍ତକ 20:26 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 20:26 · ଓଡ଼ିଆ ବାଇବେଲ

ତା'ର ଭଣ୍ଡାର ଘର ସମ୍ପୂର୍ଣ୍ଣ ରୂପେ ଧ୍ବଂସ ପାଇବ। ଅଗ୍ନି ସେ ସବୁ ଧ୍ବଂସ କରିବ। ଏହା କୌଣସି ମନୁଷ୍ଯକୃତ ଅଗ୍ନି ନ ଥିବ। ଏହା ଦବୈାଗ୍ନି ତା' ଘରର ସମସ୍ତ ପଦାର୍ଥକୁ ଜାଳି ଦବେ।

Cross references

ଆୟୁବ ପୁସ୍ତକ 15:30

ଦୁଷ୍ଟଲୋକ ଅନ୍ଧକାରରୁ ରକ୍ଷାପାଇ ପାରିବ ନାହିଁ। ସେ ଏକ ବୃକ୍ଷ ସଦୃଶ, ଯାହାର ପତ୍ର ରୋଗିଣା ହାଇେ ଶୁଖିୟାଏ ଏବଂ ପବନ ତାକୁ ଉଡ଼ାଇ ନିଏ।

ଆୟୁବ ପୁସ୍ତକ 18:5

ହଁ, ଦୁଷ୍ଟ ଲୋକର ଆଲୋକ ଲିଭିୟିବ। ତାଙ୍କର ଅଗ୍ନି ଜଳିବା ବନ୍ଦ ହବେ।

ଆୟୁବ ପୁସ୍ତକ 18:18

ଲୋକମାନେ ତାକୁ ଆଲୁଅରୁ ଅନ୍ଧାରକୁ ଠଲେି ଦବେେ। ସମାନେେ ତାକୁ ଏ ପୃଥିବୀରୁ ତଡ଼ି ଦବେେ।

ଗୀତସଂହିତା 21:9

ତୁମ୍ଭେ ଆପଣା ରାଜାଙ୍କୁ ଏକ ଜଳନ୍ତ ଚୁଲ୍ଲୀ ତୁଲ୍ଯ କରିବ, ଯେତବେେଳେ ତୁମ୍ଭେ ତାଙ୍କୁ ସାହାୟ୍ଯ କରିବା ପାଇଁ ଆସ, ଏବଂ ତାଙ୍କ କୋର୍ଧରେ ସେ ସମ୍ପୂର୍ଣ୍ଣ ଭାବରେ ସମାନଙ୍କେୁ ଧ୍ବଂସ କରିବେ।

ଗୀତସଂହିତା 109:9

ତାଙ୍କର ପିଲାମାନେ ଅନାଥ ହୁଅନ୍ତୁ ଏବଂ ତାଙ୍କର ସ୍ତ୍ରୀମାନେ ବିଧବା ହୁଅନ୍ତୁ।

ଗୀତସଂହିତା 120:4

ତୁମ୍ଭକୁ ଦଣ୍ଡ ଦବୋ ପାଇଁ ସୈନିକର ତୀକ୍ଷ୍ମ ଶର ଓ ଗରମ କୋଇଲା ପରମେଶ୍ବର ଆଣିବେ।

ଯିଶାଇୟ 8:22

ଯଦି ସମାନେେ ତାଙ୍କର ଦେଶର ଚାରିଆଡ଼କୁ ଦୃଷ୍ଟିପାତ କରିବେ ତବେେ ସମାନେେ କବଳେ ଦୁଃଖ ଓ ୟାତନାରୂପକ ଅନ୍ଧକାର ଦେଖିବେ ଓ ସହେି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ଯାଗ କରିବାକୁ ବାଧ୍ଯ ହବେେ। ପୁଣି ସହେି ଅନ୍ଧକାର ରେ ଆବଦ୍ଧ ହାଇେଥିବା ବ୍ଯକ୍ତି ନିଜକୁ ସେଥିରୁ ଉଦ୍ଧାର କରିପାରିବେ ନାହିଁ।

ଯିଶାଇୟ 14:20

ଅନକେ ରାଜା ମୃତ୍ଯୁବରଣ କରିଛନ୍ତି ଓ ନିଜ ନିଜ କବର ରେ ସମାଧିସ୍ଥ ହାଇେଛନ୍ତି। ତୁମ୍ଭେ ସମାନଙ୍କେ ପରି କବରସ୍ଥ ହବେ ନାହିଁ। କାରଣ ତୁମ୍ଭେ ତୁମ୍ଭ ନିଜ ଦେଶକୁ ଧ୍ବଂସ କରିଛ। ତୁମ୍ଭ ନିଜ ଲୋକଙ୍କୁ ହତ୍ଯା କରିଛ। ତୁମ୍ଭର ପିଲାମାନେ ତୁମ୍ଭପରି ଧ୍ବଂସ ପଥ ଅନୁସରଣ କରିବେ ନାହିଁ। ସମାନେେ ସହେି କୁକାର୍ୟ୍ଯରୁ ନିବୃତ୍ତ ହବେେ।

ଯିଶାଇୟ 30:33

ତାଫେତ୍ ବହୁକାଳରୁ ନିର୍ମିତ ହାଇେଅଛି। ତାହା ରାଜା ନିର୍ମିତ ପ୍ରସ୍ତୁତ ହାଇେଛି। ସେ ତାହାକୁ ଅତି ଗଭୀର ଓ ପ୍ରଶସ୍ତ କରିଛନ୍ତି। ସେଥି ରେ ସ୍ତୁପ ଅଗ୍ନି ଓ ପ୍ରଚୁର କାଠ ଅଛି। ପୁଣି ସଦାପ୍ରଭୁଙ୍କର ଆତ୍ମା ଗନ୍ଧକ ଷୋର୍ତପରି ପ୍ରଜ୍ବଳିତ ହାଇେ ପୋଡ଼ି ପକାଏ।

ମାଥିଉଲିଖିତ ସୁସମାଚାର 3:12

ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

ମାଥିଉଲିଖିତ ସୁସମାଚାର 8:12

କିନ୍ତୁ ରାଜ୍ଯର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆୟିବ। ସଠାେରେ କାନ୍ଦି କାନ୍ଦି ଓ କଷ୍ଟ ହତେୁ ଦାନ୍ତ କଡମଡ କରି ରହିବେ।

ଯିହୂଦାଙ୍କ ପତ୍ର 1:13

ସମାନେେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫଣେ ସୃଷ୍ଟି କରେ। ତରଙ୍ଗ ଫଣେ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ୟ୍ଯ କରନ୍ତି। ଏହି ଲୋକମାନେ ଆକାଶ ରେ ଏଣତେଣେେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ଯ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି।

Interlinear

Choose Theme