Home Bibles ☰ Books ଆୟୁବ ପୁସ୍ତକ 20:29 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 20:29 · ଓଡ଼ିଆ ବାଇବେଲ

ସେଥିପାଇଁ ପ୍ରଭୁ ଦୁଷ୍ଟ ଲୋକଙ୍କ ପ୍ରତି ଯାହା କରିବେ, ତାହାହିଁ ପରମେଶ୍ବର ଯୋଜନା କରିଛନ୍ତି ତାଙ୍କୁ ଦବୋ ପାଇଁ।

Cross references

ଦିତୀୟ ବିବରଣ 29:20

ସଦାପ୍ରଭୁ ତାହାକକ୍ସ୍ଟ କ୍ଷମା କରିବାକୁ ସମ୍ମତ ହବେେ ନାହିଁ। ମାତ୍ର ତତ୍କ୍ଷଣାତ ସହେି ଲୋକପ୍ରତି ସଦାପ୍ରଭୁଙ୍କ କୋରଧ ଓ ଅନ୍ତଜର୍‌ବାଳା ସଧୂମ ହାଇେ ଉଠିବ।

ଆୟୁବ ପୁସ୍ତକ 18:21

ମନ୍ଦ ଲୋକର ଘର ପ୍ରତି ଏହା ନିଶ୍ଚିତ ରୂପରେ ଘଟିବାକୁ ଯାଉଛି। ଏହାହିଁ ଘଟିବ ସେ ଲୋକକୁ ୟିଏ ପରମେଶ୍ବରଙ୍କୁ ଜାଣେ ନାହିଁ।

ଆୟୁବ ପୁସ୍ତକ 22:20

'ସତ ରେ ଆମ୍ଭ ଶତ୍ରୁମାନେ ଧ୍ବଂସ ହାଇେଛନ୍ତି। ଅଗ୍ନି ସମାନଙ୍କେ ସମ୍ପତ୍ତିକୁ ଜାଳି ଦଇେଛି।'

ଆୟୁବ ପୁସ୍ତକ 27:13

ତେଣୁ ଏହା ହିଁ ପରମେଶ୍ବରଙ୍କ ଇଚ୍ଛା ଦୁଷ୍ଟଲୋକଙ୍କ ପାଇଁ, ଏହା ହିଁ ସର୍ବଶକ୍ତିମାନ ପରମେଶ୍ବରଙ୍କ ଇଚ୍ଛା ନିଷ୍ଠୁର ଲୋକମାନଙ୍କ ପ୍ରତି।

ଆୟୁବ ପୁସ୍ତକ 31:2

ସର୍ବଶକ୍ତିମାନ ପରମେଶ୍ବର ଲୋକଙ୍କ ପ୍ରତି କ'ଣ କରନ୍ତି ? ପରମେଶ୍ବର ତାଙ୍କ ବାସସ୍ଥଳ ସ୍ବର୍ଗରୁ କିପରି ଲୋକମାନଙ୍କୁ ବତନେ ଦିଅନ୍ତି।

ଗୀତସଂହିତା 11:5

ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରନ୍ତି।

ଯିରିମିୟ 13:25

ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭମାନେେ ମାେତେ ପାଶୋରିଲ ଓ ମିଥ୍ଯା ଦବଗେଣ ରେ ବିଶ୍ବାସ କଲ।

ଯିରିମିୟଙ୍କ ବିଳାପ 3:38

ପରମେଶ୍ବର ସମସ୍ତ ମଙ୍ଗଳ ଓ ଅମଙ୍ଗଳର ସର୍ବୋପରିସ୍ଥ ଆଜ୍ଞାଦାତା।

ମାଥିଉଲିଖିତ ସୁସମାଚାର 24:51

ମାଲିକ ତାକୁ କଠିନ ଶାସ୍ତି ଦବେେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠା ରେ ଲୋକମାନେ କାନ୍ଦନ୍ତି ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରନ୍ତି ସହେି ସ୍ଥାନକୁ ପଠାଇ ଦବେେ।

Interlinear

Choose Theme