Home Bibles ଆୟୁବ ପୁସ୍ତକ 21:11 · ଓଡ଼ିଆ ବାଇବେଲ
ଆୟୁବ ପୁସ୍ତକ 21:11 · ଓଡ଼ିଆ ବାଇବେଲ

ଦୁଷ୍ଟ ଲୋକମାନେ ସମାନଙ୍କେ ପିଲାମାନଙ୍କୁ ମେଣ୍ଢା ପରି ବାହାରକୁ ଖାଜେିବକୁ ପଠାନ୍ତି। ସହେି ପିଲାମାନେ ଚାରିଆଡ଼େ ନୃତ୍ଯ କରନ୍ତି।

Cross references

ଗୀତସଂହିତା 107:41

କିନ୍ତୁ ପରମେଶ୍ବର ସହେି ଦୀନହୀନ ଲୋକମାନଙ୍କୁ ଦୁଃଖରୁ ଉଦ୍ଧାର କଲେ। ସେ ସମାନଙ୍କେର ପରିବାରକୁ ମଷେପଲ ତୁଲ୍ଯ ପାଳନ କରନ୍ତି।

ଗୀତସଂହିତା 127:3

ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର। ଗର୍ଭାଶଯରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।

Interlinear

Choose Theme